କେନ୍ଦ୍ରାପଡ଼ା,୨୪।୮: କେନ୍ଦ୍ରାପଡ଼ା ମଣ୍ଡଳ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ୩ଦିନ ଧରି ଚଳିତ ମାସ ୨୧ ତାରିଖଠାରୁ ୨୩ ତାରିଖ ପର୍ଯ୍ୟନ୍ତ ୫୬ଜଣ ପ୍ରଶିକ୍ଷାର୍ଥୀ ଓ ୪ଜଣ ପ୍ରଶିକ୍ଷକଙ୍କୁ ନେଇ ତ୍ରିଦିନାତ୍ମକ ମଣ୍ଡଳସ୍ତରୀୟ ପ୍ରୟୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ ଅବସରରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ, ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବପ୍ରସାଦ ନାୟକ, ମଣ୍ଡଳ ସାଧନକେନ୍ଦ୍ର […]

କେନ୍ଦ୍ରାପଡ଼ା ଜିଲ୍ଲାର ନବନିଯୁକ୍ତ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଆଜି ପଟ୍ଟାମୁଣ୍ଡାଇ ବ୍ଲକ ପରିଦର୍ଶନ କରି ବ୍ଲକ ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହିତ ସମସ୍ତ ଯୋଜନା ଠିକଣା ଭାବେ କାର୍ଯକାରୀ କରି ନିର୍ଧାରିତ ସମୟରେ ଶେଷ କରିବାକୁ ନିର୍ଦେଶ ଦେଇଥିଲେ । ଜିଲ୍ଲାପାଳ ପ୍ରଥମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସ୍ଥିତି ସମୀକ୍ଷା କରି କେତେ […]

କେନ୍ଦ୍ରାପଡ଼ା, ୨୪ା୮: କେନ୍ଦ୍ରାପଡା ଶିବାନନ୍ଦ ଆଶ୍ରମ ଆନୁକୂଲ୍ୟରେ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଗଇଦୁଆସ୍ଥିତ ଶିବାନନ୍ଦ ଚିକିତ୍ସାଳୟରେ ଏକ ଦାତବ୍ୟ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଦିବଗଂତ ବ୍ୟାସଦେବ ଯୋଶୀଙ୍କ ସ୍ମୃତି ଉଦେଶ୍ୟରେ ଆୟୋଜିତ ଏହି ଦାତବ୍ୟ ସ୍ୱାସ୍ଥ୍ୟସେବା ଶିବିରକୁ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍‌ଘାଟନ କରିଥିଲେ। ସ୍ତ୍ରୀରୋଗ ବିଶେଷଜ୍ଞ ଡା. ସରୋଜିନୀ ଯୋଶୀଙ୍କ ତତ୍ୱାବଧାନରେ ଆପୋଲୋ ହସପିଟାଲ ଓ ବ୍ଲୁ ହୁଇଲ […]

କେନ୍ଦ୍ରାପଡା,୨୪/୮: କେନ୍ଦ୍ରାପଡା ସହରର ଗଣାମାହାଲ ସ୍ଥିତ ୧୨୭୬ ସନ୍‌ରେ ତିଆରି କରାଯାଇଥିବା ମନ୍ଦିର ଶ୍ରୀ ଶ୍ରୀ ବିନୋଦବିହାରୀ ମନ୍ଦିରକୁ ଆଜି ସାଂସଦ ବୈଜୟନ୍ତ ପଣ୍ଡା ପରିଦର୍ଶନରେ ଆସି ସବିଶେଷ ଆଲୋଚନା କରିଥିଲେ । ସୂଚନା ଯୋଗ୍ୟ ଯେ ଗତ ୧୯ ତାରିଖରେ ବଜ୍ରାଘାତରେ ଆକସ୍ମିକ ଭାବେ ଦଧିନଉତି ଓ ବିଭିନ୍ନ ସ୍ଥାନରୁ ପଥର ଭାଙ୍ଗି ଖସିପଡିଥିଲା । ବର୍ତ୍ତମାନ ଦଧିନଉତିର ପଥର ଗୁଡିକ ବିପଦ ଶକୁଳ ଅବସ୍ଥାରେ ଅଛି । […]