ସରସ୍ବତୀ ଶିଶୁଶିକ୍ଷାମନ୍ଦିରରେ ନନ୍ଦ ଉତ୍ସବ ଓ କୃଷ୍ଣବେଶ ପ୍ରତିଯୋଗିତା

ପଟ୍ଟାମୁଣ୍ଡାଇ ତା ୨୭/୯-ପଟ୍ଟାମୁଣ୍ଡାଇ ରାଧାରମଣ ମଠ ପରିସରରେ ଆଧ୍ୟାତ୍ମିକ ଚିନ୍ତା ଓ ଚେତନା ମଧ୍ୟରେ ଗଢି ଉଠିଥିବା ନିଆରା ଶିକ୍ଷାନୁଷ୍ଠାନ ସରସ୍ବତୀ ଶିଶୁ ଶିକ୍ଷାମନ୍ଦିରରେ ନନ୍ଦ ଉତ୍ସବ ଓ କୃଷ୍ଣବେଶ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପ୍ରଧାନଆଚାର୍ଯ୍ୟ…

ବିଦ୍ୟାଳୟର ସାତୋଟି ଶ୍ରେଣୀରେ ଜଣେ ଶିକ୍ଷକ

କେନ୍ଦ୍ରାପଡା ୨୭/୮: ସରକାର ବିଭିନ୍ନ ଯୋଜନାରେ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଅଧିକାଂଶ ଯୋଜନା ସଠିକ ଭାବେ ସଫଳ ହେଉନାହିଁ । ତେବେ ମୌଳିକ ଆବଶ୍ୟକତା ଥିବା ଶିକ୍ଷାପ୍ରତି ବୈମାତୃକ ମନୋଭାବ କ’ଣ ପାଇଁ ବୋଲି ଆଜି…

ସ୍ୱର୍ଗ ଆଉ କେତେ ଦୂର ପୁସ୍ତକ ଉନ୍ମୋଚିତ

ପଟ୍ଟାମୁଣ୍ଡାଇ ୨୭/୯-ଓଡିଶାର ବିଶିଷ୍ଟ କଥାକାର ପ୍ରାଧ୍ୟାପକ ଡ଼ ନୀଳମଣି ଲେଙ୍କାଙ୍କ ଶ୍ରୀକ୍ଷେତ୍ର ମହିମା ଉପରେ ୨୫ତମ ପୁସ୍ତକ ସ୍ୱର୍ଗ ଆଉ କେତେ ଦୂର ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ସାବିତ୍ରୀ ଭବନ ଠାରେ ଲେଖିକା ମିନା କୁମାରୀ…

ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ୨୭ା୮ : ସୁଭଦ୍ରା ଯୋଜନାର ସଫଳ ରୂପାୟନ ନିମନ୍ତେ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକ ଜିଲ୍ଲା କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ…