ବାର୍ଡ ଫ୍ଲୁ ପ୍ରତିରୋଧ କରିବାକୁ ଜିଲ୍ଲା ପ୍ରଶାସନ ସତର୍କ

କେନ୍ଦ୍ରାପଡ଼ା, ୩୧ା୮: ବାର୍ଡ ଫ୍ଲୁ ପ୍ରତିରୋଧ କରିବାକୁ ଜିଲ୍ଲା ପ୍ରଶାସନର ସତର୍କତା ବୈଠକ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇ ଯାଇଛି। ସୂଚନା ଯୋଗ୍ୟଯେ ବାର୍ଡ ଫ୍ଲୁ ଏକ ମାରାତ୍ମକ ଆଭିଆନ୍ ଇନଫ୍ଲୁଏଞ୍ଜା ଟାଇପ୍…

କେନ୍ଦ୍ରାପଡାରେ ସ୍ୱାୟତ୍ତଶାସନ ଦିବସ ପାଳିତ

କେନ୍ଦ୍ରାପଡ଼ା,୩୧ା୮: କେନ୍ଦ୍ରାପଡ଼ା ପୌରପରିଷଦ ପକ୍ଷରୁ ଆଜି ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ରାମଧୂନ ଓ ପ୍ରଭାତଫେରି କରାଯାଇଥିଲା। ଏଥିସହିତ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହିତ ଜିଲ୍ଲା…

ପଟ୍ଟାମୁଣ୍ଡାଇ ପୌରପରିଷଦରେ ସ୍ୱାୟତଶାସନ ଦିବସ ପାଳିତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦରେ ୩୬ ତମ ସ୍ୱାୟତ ଶାସନ ଦିବସ ପୌରଅଧ୍ୟକ୍ଷ ହେମନ୍ତ ସାହୁଙ୍କ ନେତୃତ୍ୱରେ ମ୍ୟୁନିସପାଲଟି ପ୍ରେକ୍ଷାଳୟ ଠାରେ ମହାସମାରୋହରେ ଶନିବାର ପାଳିତ ହୋଇଯାଇଛି। ସକାଳେ ପ୍ରଥମ ଅଧିବେଶନରେ ପ୍ରାତଃ ସମୟରେ ରାମଧୂନ୍‌, ସହରର ବିଭିନ୍ନ ଛକସ୍ଥିତ ମହାପୁରୁଷଙ୍କ…

ଜଳବନ୍ଦିରୁ କେବେ ମୁକୁଳିବ ପଟ୍ଟାମୁଣ୍ଡାଇ ପୌରାଂଚଳ : ଅସରାଏ ବର୍ଷାରେ ଯୁଆଡ଼େ ଚାହିଁବ ସିଆଡ଼େ ପାଣି

ପଟ୍ଟାମୁଣ୍ଡାଇ,୨୯/୮- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ। ବିଭିନ୍ନ ଜାଗା ରାସ୍ତା ଉପରେ ଅସରାଏ ବର୍ଷା ହେଲେ ବୁଡ଼ି ଯାଉ ଜମି ରହୁଛି ପାଣି। କେତେକ ଜାଗାରେ ଜଳବନ୍ଦି ସମସ୍ୟା ସୃଷ୍ଟି ହେଉଛି । ବର୍ଷା ପରେ କୃତ୍ରିମ ପୋଖରୀ ଓ ନାଳ…

କେନ୍ଦ୍ରାପଡ଼ା ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଛାତରୁ ଗଳୁଛି ପାଣି

କେନ୍ଦ୍ରାପଡ଼ା,୩୦/୮: କେନ୍ଦ୍ରାପଡ଼ା ବିଦ୍ୟୁତ ବିଭାଗ ମୁଖ୍ୟ କାର୍ଯ୍ୟଳୟ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଛାତରୁ ବୋହୁଛି ପାଣି । ବିଦ୍ୟୁତ ବିଭାଗ ଗୃହ ନିର୍ମାଣ କାର୍ଯ୍ୟକ୍ରମ ଦୁର୍ନୀତିର ଶେଷ ସୀମା ଟପିଯାଇଛି । ଛାତରୁ ପାଣି ଗଳି ଚେୟାର ଏବଂ ଟେବୁଲ ନଷ୍ଟ…

‘ଶିଶୁଙ୍କ ପାଇଁ ଦିନଟିଏ’ କେନ୍ଦ୍ରାପଡ଼ା ଜିଲ୍ଲାରେ ପାଳିତ

କେନ୍ଦ୍ରାପଡ଼ା, ୩୦ା୮:ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ମତେ ପ୍ରତ୍ୟେକ ଜିଲ୍ଲା, ବ୍ଲକ ଓ ପଞ୍ଚାୟତ ସ୍ଥରରେ ଶିଶୁମାନଙ୍କ ସମସ୍ୟା ବୁଝିବାକୁ “ଶିଶୁଙ୍କ ପାଇଁ ଦିନଟିଏ” ପ୍ରତି ତ୍ରୈମାସିକରେ କରିବାକୁ ନିର୍ଦେଶ ରହିଛି।  ତଦନୁଯାଇ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ…