ମହିଳାଙ୍କୁ ବଳାତ୍କାର ଉଦ୍ୟମ,ଦୋଷୀକୁ ୪ ବର୍ଷ ଜେଲ ଦଣ୍ଡ

  କେନ୍ଦ୍ରାପଡ଼ା,୨୩ା୮: କେନ୍ଦ୍ରାପଡ଼ା ଆଡହକ ଅତିରିକ୍ତ ଦୌରାଜଜ ତ୍ରୀବିକ୍ରମ କେଶରୀ ଚିନ୍ନାରା ଏକ ବଳାତ୍କାର ଉଦ୍ୟମ ମାମଲାର ବିଚାର କରି ଆସାମୀ ଅଶୋକ ମଳିକଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ ପ୍ରଦାନ କରିବା ସହ ୫ ହଜାର ଟଙ୍କା ଜୋରିମାନାରେ ଦଣ୍ଡିତ…

“ମା’ ପାଇଁ ଗଛଟିଏ” କାର୍ଯ୍ୟକ୍ରମର ଶୁଭାରମ୍ଭ , ପରିବେଶ ସୁରକ୍ଷା ଆମ କର୍ତ୍ତବ୍ୟ – ଜିଲ୍ଲାପାଳ

କେନ୍ଦ୍ରାପଡ଼ା, ୨୩ା୮: ପରିବେଶର ସୁରକ୍ଷା ଓ ମାଟି ମା’ ପାଇଁ ବୃକ୍ଷର ଆବଶ୍ୟକତା ରହିଛି ଓ ରହିବ ବୋଲି ବିଶ୍ୱ ପରିବେଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁବାର ଜିଲ୍ଲା ଦକ୍ଷତା ବିକାଶ ଓ କର୍ମ ନିୟୋଜନ କାର୍ଯ୍ୟାଳୟ ପରିସରରେ…

କେନ୍ଦ୍ରାପଡା କଲେଜକୁ ସରକାରୀ ମାନ୍ୟତା ଦାବି

କେନ୍ଦ୍ରାପଡା,୨୩ା୮ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମହାବିଦ୍ୟାଳୟର ମାନ୍ୟତା ପ୍ରଦାନ କରିବା ପାଇଁ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ କେନ୍ଦ୍ରାପଡା ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ରାପଡା…

ମଣ୍ଡଳସ୍ତରୀୟ ବନ ମହୋତ୍ସବ ପାଳନ

କେନ୍ଦ୍ରାପଡା,୨୩/୮: ଜଙ୍ଗଲ ଓ ପରିବେଶ ବିଭାଗ ଅଧିନରେ ବିଦ୍ୟାଳୟସ୍ତରରେ ଗଠିତ ହୋଇଥିବା ଇକୋ କ୍ଲବମାନଙ୍କୁ ନେଇ ମଣ୍ଡଳସ୍ତରୀୟ ବନ ମହୋତ୍ସବ ନିକିରାଇସ୍ଥିତ ମହାବୀର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ବିଦ୍ୟାର୍ଥୀ…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସ

କେନ୍ଦ୍ରାପଡା,୨୩/୮: ସାମାଜିକ ସଂଗଠନ “ଜୟ ରାଷ୍ଟ୍ର’ ପକ୍ଷରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୬ତମ ବଳିଦାନ ଦିବସ ସ୍ଥାନୀୟ ଜଝାଙ୍ଗସ୍ଥିତ ବେହେରା ମାର୍କେଟ କମ୍ପେ୍ଲକ୍ସ ଠାରେ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ଓମ୍ ଧ୍ୱନି ଉଚ୍ଚାରଣ ସହିତ ସ୍ୱାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା…

ବିନୋଦବିହାରୀ ମନ୍ଦିରର ପୁନର୍ଗଠନ ପାଇଁ ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରାପଡା ବିଧାୟକ

କେନ୍ଦ୍ରାପଡା,୨୩/୮: କେନ୍ଦ୍ରାପଡା ପୌରପାଳିକା ଅନ୍ତର୍ଗତ ୱାର୍ଡ ନଂ ୧୮ର କାକଟ ମୌଜାରେ ବହୁ ପ୍ରାଚୀନ ମନ୍ଦିର ଶ୍ରୀ ଶ୍ରୀ ବିନୋଦବିହାରୀ ମନ୍ଦିର ଉପରେ ଗତ ୧୯ ତାରିଖରେ ବଜ୍ରାଘାତରେ ଆକସ୍ମିକ ଭାବେ ଦଧିନଉତି ଓ ବିଭିନ୍ନ ସ୍ଥାନରୁ ପଥର ଭାଙ୍ଗି ଖସିପଡିଛି…

ନିମପୁର-ଶାସନ ହାଇସ୍କୁଲରେ ଜାତୀୟ ମହାକାଶ ଦିବସ

ପଟ୍ଟାମୁଣ୍ଡାଇ,୨୩/୮ ବିଜ୍ଞାନ ଆଧୁନିକ ମଣିଷର ଦୈନଦିନ ଜୀବନରେ ବ୍ୟାପକ ପରିବର୍ତନ ଆଣିଛି । କ୍ରମ୍ୱର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବଳରେ ମଣିଷ ଚନ୍ଦ୍ର ପୃଷ୍ଠରେ ଜଳ ଓ ଆବଶ୍ୟକୀୟ ଭିତିଭୂମି ସନ୍ଧାନରେ ଲାଗିପଡିଛି।…

ସଂସ୍କୃତ ପଠନ ଦ୍ୱାରା ମାନବ ସମାଜର ହିତ ସାଧନର ପଥ ଉନ୍ମୁକ୍ତ ହୁଏ,

ଆମ୍ବେର ହାଇସ୍କୁଲରେ ବିଶ୍ୱ ସଂସ୍କୃତ ଦିବସ ପାଳିତ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଆମ୍ବେରସ୍ଥ କାହ୍ନୁଚରଣ ରାଜଭଟ୍ଟ ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ଶୁକ୍ରବାର ବିଶ୍ୱ ସଂସ୍କୃତ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅଞ୍ଜନ ବେହେରାଙ୍କ ପୌରହିତରେ ଅନୁଷ୍ଠିତ ଶିବିରରେ…

ଘରପୋଡିରେ ଦୁଇ ମୃତକଙ୍କ ପରିବାରକୁ ଭେଟିଲେ ସାଂସଦ , ଝାଡାବାନ୍ତିରେ ଆକ୍ରାନ୍ତ ଓ ମୃତକଙ୍କ ପରିବାରକୁ ଭୁଲିଗଲେ

  କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ କୁରୁଂଟି ପଚାଂୟତ ବଳରାମପୁର ଗ୍ରାମରେ ଅଗଷ୍ଟ ୧୫ତାରିଖ ଦିନ ସୁକାନ୍ତ ସାହାଣୀଙ୍କ ଘରେ ଗ୍ୟାସଟାଙ୍କି ଫାଟି ଅଗ୍ନିକାଣ୍ଡ ହେବାରୁ ପୁଅ ଓ ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ଖବର ପ୍ରଚାରିତ ହେବା ପରେ…

କେନ୍ଦ୍ରାପଡାରେ ବିଶ୍ୱ ସଂସ୍କୃତ ଦିବସ ପାଳିତ

କେନ୍ଦ୍ରାପଡ଼ା ୨୨ା୮: ସଂସ୍କୃତ ଭାରତୀ ଆନୁକୂଲ୍ୟରେ ବିଶ୍ୱ ସଂସ୍କୃତ ଦିବସ କେନ୍ଦ୍ରାପଡ଼ା ଜିଲ୍ଲା ଶାଖା ପକ୍ଷରୁ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିସରରେ ପାଳିତ ହୋଇଯାଇଛି। ପ୍ରଥମେ ପଣ୍ଡିତ ମାନଙ୍କ ଦ୍ୱାରା ବଳଦେବ ସହସ୍ରନାମ ପାଠ କରାଯାଇଥିଲା। ସଂସ୍କୃତ ବ୍ୟାକରଣ ପ୍ରଣେତା ତଥା ବ୍ୟାକରଣ…

ଇନ୍ଦୁପୁର ହତ୍ୟାକାଣ୍ଡରେ ୬ ଗିରଫ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ବିରୂପା ନଦୀ ଉପରୁ ଜଣେ ଯୁବକ ମଂଟୁଙ୍କୁ କେତେଜଣ ଯୁବାକ ବାଡେଇ ବାଡେଇ ପୋଲ ଉପରୁ ନଦୀକୁ ଫିଙ୍ଗିଦେବା ଘଟଣାରେ ନିକିରାଇ ପୋଲିସ ବିଭିନ୍ନ ସ୍ଥାନରୁ ଚଢାଉ କରି ସମସ୍ତ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଉପ ନିର୍ବାଚନ , ଲିଲିତା ଦାସ ନିଦ୍ୱର୍ନ୍ଦ୍ୱରେ ବିଜୟୀ

କେନ୍ଦ୍ରାପଡ଼ା,୨୨ା୮:କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସଭାପତି ଉପ ନିର୍ବାଚନରେ କେନ୍ଦ୍ରାପଡା ବ୍ଲକର ୫ ନଂ. ଜୋନ ଜିଲ୍ଲା ପରିଷଦ ସଭ୍ୟା ଲିଲିତା ଦାସ ନିଦ୍ୱର୍ନ୍ଦ୍ୱରେ ବିଜୟୀ ହୋଇଛନ୍ତି। ନବୀନ ନିବାସରୁ ଆସିଥିବା ବନ୍ଦ ଲଫାପାରେ ଲିଲିତାଙ୍କ ନାମ ରହିଥିଲା। ବିଜୟୀ ହେବା ପରେ…

ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ଘଟଣା ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆରସିରେ ମାମଲା

କେନ୍ଦ୍ରାପଡ଼ା,୨୨ା୮: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ଫାଟି ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ସଂପୃକ୍ତ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ପାଇଁ ଜାତୀୟ ମାନବାଧିକାର ଆୟୋଗରେ ଏକ…

ବୈଜୟନ୍ତଙ୍କ ପଟ୍ଟାମୁଣ୍ଡାଇ ଗସ୍ତ ଭବ୍ୟ ସମ୍ବର୍ଦ୍ଧନା ଦେଲେ ଭାଜପା କର୍ମୀ

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଗୁରୁବାର ପଟ୍ଟାମୁଣ୍ଡାଇ ଅଂଚଳ ଗସ୍ତରେ ଆସି ଅଂଚଳର ବିକାଶ ସମ୍ପର୍କରେ ଅନୁଧ୍ୟାନ କରିବା ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କ ସହିତ ଆଲୋଚନା କରିଥିଲେ । ସାଂସଦ ପଣ୍ଡା ହେଲିକ୍ୟାପ୍ଟର ଯୋଗେ କଖାରୁଣୀ ପଡିଆରେ ଅବତରଣ…

ବିପ୍ଳବୀ ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା, ୨୧ା୮: ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ କେନ୍ଦ୍ରାପଡାରେ ନୂତନ ଭାବେ ଯୋଗଦେଇଥିବା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ସ୍ୱାଗତ କରାଯାଇଛି। ଏହି ଉପଲକ୍ଷେ କମିଟିର ସଭାପତି ତଥା ବରିଷ୍ଠ ଆଇନଜୀବୀ ବିଚିତ୍ରାନନ୍ଦ ମହାନ୍ତି, ଉପସଭାପତି ସଞ୍ଜୟ କୁମାର…

ତମାଖୁ ନିୟନ୍ତ୍ରଣ ନିମନ୍ତେ ଜିଲ୍ଲାସ୍ତରୀୟ ସମନ୍ନୟ କମିଟି ବୈଠକ

କେନ୍ଦ୍ରାପଡ଼ା ୨୧ା୮: ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲାସ୍ତରୀୟ ସମନ୍ନୟ କମିଟି ବୈଠକ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ଅନୁଷ୍ଠିତ ହୋଇଯାଇଛି । ତମାଖୁ ନିୟନ୍ତ୍ରଣ ହେଉଛି ନୈତିକ…

ବଜ୍ରପାତରେ କୃଷକଙ୍କ ମୃତ୍ୟୁ

କେନ୍ଦ୍ରାପଡ଼ା, ୨୧ା୮: କେନ୍ଦ୍ରାପଡା ସଦରଥାନା ଅନ୍ତର୍ଗତ ଆୟବା ଗ୍ରାମର ଭ୍ରମରବର ନାୟକଙ୍କ ପୁତ୍ର ଜଟିଆ ଓରଫ୍ ବଳରାମ ନାୟକ(୫୩)ଙ୍କ ବଜ୍ରାଘାତରେ ଆଜି ମୃତ୍ୟୁ ହୋଇଯାଇଛି । ସେ ବିଲରେ ଧାନ ରୋଉଥିବା ବେଳେ ଆଜି ଅପରାହ୍ନରେ ପ୍ରଚଣ୍ଡ ଶବ୍ଦ ହୋଇ ବଜ୍ରପାତ…

ପଞ୍ଚାୟତବାସୀଙ୍କ ପକ୍ଷରୁ ବାବର ବିଦେଶୀ ମଦ ଦୋକାନ ସ୍ଥାନାନ୍ତର ଦାବି କାର୍ଯ୍ୟାନୁଷ୍ଠାନ ନହେଲେ ଅନଶନ ଚେତାବନୀ

କେନ୍ଦ୍ରାପଡ଼ା, ୨୧ା୮: ଶିକ୍ଷାନୁଷ୍ଠାନ, ମନ୍ଦିର ଏବଂ ଗ୍ରାମାଞ୍ଚଳ ବ୍ୟବସାୟୀ କେନ୍ଦ୍ର ନିକଟରେ ଚାଲୁଥିବା ବାବର ବିଦେଶୀ ମଦ ଦୋକାନକୁ ତୁରନ୍ତ ସେଠାରୁ ସ୍ଥାନାନ୍ତର କରାଯିବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ନିକଟରେ ଦାବି କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା…

ସୁପ୍ରିମ କୋର୍ଟଙ୍କ ବର୍ଗୀକରଣ ରାୟ ପ୍ରତିବାଦରେ ଓ ସଂରକ୍ଷଣ ଦାବିରେ ଭାରତ ବନ୍ଦ

କେନ୍ଦ୍ରାପଡା, ୨୦ା୮: ଅନୁସୂଚିତ ଜାତି ଓ ଜନଜାତିଙ୍କ ମୌଳିକ ଅଧିକାର ସଂରକ୍ଷଣକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଓ ସୁପ୍ରିମ୍‌କୋର୍ଟଙ୍କ ବହୁଜନ ବର୍ଗୀକରଣ ରାୟ ପ୍ରତିବାଦରେ ଦେଶବ୍ୟାପୀ ଭାରତ ବନ୍ଦ କରାଯାଇଛି । ଏହାକୁ ସମର୍ଥନ ଜଣାଇ ଜିଲ୍ଲାର ସମସ୍ତ ଏସି ଏସଟି…

ପଟ୍ଟାମୁଣ୍ଡାଇରେ ଭାରତ ବନ୍ଦର ଆଂଶିକ ପ୍ରଭାବ

ପଟ୍ଟାମୁଣ୍ଡାଇ ୨୧/୮ -ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ…

ପାବନ କ୍ଷେତ୍ରରେ ଝୁଲଣ ଯାତ୍ରା ଉଦ୍‌ଯାପିତ

କେନ୍ଦ୍ରାପଡା,୨୧/୮: କେନ୍ଦ୍ରାପଡା କୋରୋସ୍ଥିତ ପାବନ କ୍ଷେତ୍ର ଶ୍ରୀଜଗନ୍ନାଥ ମନ୍ଦିରରେ ଶ୍ରୀକ୍ଷେତ୍ର ନୀତି ପରମ୍ପରା ଅନୁସାରେ ଗତ ୧୪ ତାରିଖରୁ ଆରମ୍ଭ ହୋଇଥିବା ସପ୍ତଦିବସ ବ୍ୟାପୀ ପବିତ୍ର ଝୁଲଣ ଯାତ୍ରା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇ ୨୦ ତାରିଖରେ ଉଦ୍‌ଯାପିତ ହୋଇଯାଇଛି ।…

ପଟ୍ଟାମୁଣ୍ଡାଇ ସହରର ସୌନ୍ଦର୍ଯ୍ୟକରଣ ଓ ଟ୍ରାଫିକ ସମସ୍ୟା ଦୂର ପାଇଁ ପଦକ୍ଷେପ , ଜବରଦଖଲକାରୀ ଦୋକାନୀଙ୍କୁ ଉଛେଦ କଲା ପୌରପାଳିକା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରର ସୌନ୍ଦର୍ଯ୍ୟକରଣ ପାଇଁ ପୌର ପରିଷଦ ପକ୍ଷରୁ ବୁଧବାର ଆରମ୍ଭ ହୋଇଛି ଜବର ଦଖଲ ଉଚ୍ଛେଦ । ସହରର ମୁଖ୍ୟ ରାସ୍ତାରୁ ଜବର ଦଖଲ ଖାଲି କରିବାକୁ ୭ ଦିନ ତଳେ ପ୍ରଶାସନ ଡାକବାଜି ଯନ୍ତ୍ର ଦ୍ୱାରା…

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଵୃକ୍ଷ ରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଂଚ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ନାଗରିକ ମଂଚ ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ନେତୃତ୍ୱରେ ବରିଷ୍ଠ ସଭ୍ୟ ପ୍ରଫେସର କୈଳାଶ ଚନ୍ଦ୍ର ପାତ୍ର, ପ୍ରଫେସର…

ବିଧାନସଭାର ଦ୍ୱିତୀୟ ଦିନ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ଅପରାହ୍ନ ୪ଟା ଯାଏ ଗୃହମୁଲତବୀ

ଭୁବନେଶ୍ୱର,୨୧।୮-ବୁଧବାର ବିଧାନସଭାର ଦ୍ୱିତୀୟ ଦିନ। ତେବେ ଗୃହରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ ହୋ ହଲ୍ଲା ସହ ନାରାବାଜି ଦେଇଛନ୍ତି। ଏମିତିକି ଗୃହର ମଧ୍ୟଭାଗକୁ ବିଧାୟକମାନେ ଆସିଥିଲେ। କଂଗ୍ରେସ ବିଧାୟକ ତାରା ବାହିନୀପତି ଦୁଇହାତ ହଲାଇ ଆଗରେ ଜନଜାତିଙ୍କ ସୁରକ୍ଷା…