କେନ୍ଦ୍ରାପଡା ଜିଲ୍ଲା ସମନ୍ୱୟ ଓ ପରିଚାଳନା କମିଟି ବୈଠକ

13 August 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୮: କେନ୍ଦ୍ରାପଡ଼ା ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି(ଦିସା) ବୈଠକ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କ ପଞ୍ଚାୟତରାଜ ଓ […]

ଗୋପବନ୍ଧୁ ପାଠାଗାରର ଶିକ୍ଷାର୍ଥୀମାନଙ୍କ ପକ୍ଷରୁ ସାଂସଦଙ୍କୁ ଦାବିପତ୍ର ପ୍ରଦାନ

13 August 2024 kanika odisha 0

କେନ୍ଦ୍ରାପଡା,୧୩ା୮ : କେନ୍ଦ୍ରାପଡା ଗୋପବନ୍ଧୁ ପାଠାଗାରକୁ ଦୈନିକ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାର ପ୍ରସ୍ତୁତି ପାଇଁ ଆସୁଥିବା ଶିକ୍ଷାର୍ଥୀମାନେ ଆଜି କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେହି ଦାବିପତ୍ରରେ […]

ଇନ୍ଦୁପୁର ଅରୋବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପକ୍ଷରୁ ନଳକୂପ ପାଇଁ ସାଂସଦଙ୍କୁ ଦାବିପତ୍ର

13 August 2024 kanika odisha 0

ଇନ୍ଦୁପୁର ଅରୋବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପକ୍ଷରୁ ଏକ ଗଭୀର ନଳକୂପ ଖୋଳାଯିବାକୁ କେନ୍ଦ୍ରାପଡା ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ୧୯୯୦ମସିହାରେ ଇନ୍ଦୁପୁର ଠାରେ […]

କେନ୍ଦ୍ରାପଡା କଲେଜକୁ ସରକାରୀ ମାନ୍ୟତା ଦାବି

13 August 2024 kanika odisha 0

କେନ୍ଦ୍ରାପଡା,୧୩ା୮ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମହାବିଦ୍ୟାଳୟର ମାନ୍ୟତା ପ୍ରଦାନ କରିବା ପାଇଁ ଛାତ୍ରଛାତ୍ରୀମାନେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନିକଟରେ ଦାବି କରିଛନ୍ତି। ଛାତ୍ରଛାତ୍ରୀମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି କେନ୍ଦ୍ରାପଡା ସ୍ୱୟଂ […]

କେନ୍ଦ୍ରାପଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର କାଉଡି ଯାତ୍ରା

13 August 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୮: ଆଜି ଶ୍ରାବଣ ମାସ ଶେଷ ସୋମବାର ଦିନ କେନ୍ଦ୍ରାପଡା ସାନ୍ତସାହିସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଶିଶୁବାଟିକା ଶ୍ରେଣୀର ଶିଶୁ ଭାଇଭଉଣୀମାନେ କାଉଡି ଯାତ୍ରାରେ ଯୋଗ ଦେଇଥିଲେ । ଏଥିରେ ୧୫ଜଣ ଶିଶୁ ପାଣି […]

ଓଡିଶା ସ୍କୁଲ, କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି : ଅଗଷ୍ଟ ୧୬ ଭୁବନେଶ୍ୱର ଚାଲ

13 August 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୮: ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, କେନ୍ଦ୍ରାପଡା ଜିଲ୍ଲା ଶାଖାର ଏକ ଜରୁରୀ ବୈଠକ ପଞ୍ଚାୟତ ହାଇସ୍କୁଲ ବାରିମୂଳଠାରେ ଜିଲ୍ଲା ଓଷ୍ଟା ସଭାପତି ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ୱରେ […]

ପୁଣି ଲଜ୍ୟା : ୮ ବର୍ଷ ଶିଶୁକନ୍ୟାକୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

13 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଂଚଳରେ ଏକ ଲଜ୍ୟା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ଛାଡିଦେବାକୁ କହି ଚକୋଲେଟ୍ ଲୋଭ ଦେଖାଇ ଜଣେ ୮ ବର୍ଷର ନିଷ୍ପାପ ଓ ନିରୀହ ଶିଶୁ […]

ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ସ୍ଥାନ ପାଇଲେ ତୃତୀୟ ଶ୍ରେଣୀ ଛାତ୍ର

13 August 2024 kanika odisha 0

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ନୋଡାଲ ଉପ୍ରା ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ର ଜ୍ୟୋତିରଞ୍ଜନ ମହାନ୍ତି ଇଣ୍ଡିଆ ବୁକ୍ ଅଫ ରେକର୍ଡସରେ ସ୍ଥାନ ପାଇଥିବା ଜଣାପଡିଛି । ସେ ୮ ବର୍ଷ […]

କେନ୍ଦ୍ରାପଡା ଗୁଲନଗର ପଞ୍ଚାୟତରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

13 August 2024 kanika odisha 0

କେନ୍ଦ୍ରାପଡ଼ା,୧୩ା୮: ଦେଶ ପାଇଁ ତ୍ୟାଗ କରିଥିବା ସହିଦ୍‌ମାନଙ୍କ ସମ୍ମାନରେ “ଆଜାଦିର ଅମୃତ ମହୋତ୍ସବ” ପାଳନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ଦିବସକୁ ଶ୍ରଦ୍ଧାର ସହିତ ପାଳନ କରିବା ପାଇଁ […]

କୁମ୍ଭୀର ଟାଣି ନେଇଥିବା ମହିଳାଙ୍କର କ୍ଷତବିକ୍ଷତ ମୃତଦେହ ଉଦ୍ଧାର : ନଦୀକୂଳରେ କୁମ୍ଭୀର ସୁରକ୍ଷା ପ୍ରାଚୀର ନିର୍ମାଣ କରିବାକୁ ଦାବୀ

13 August 2024 kanika odisha 0

ବ୍ରାହ୍ମଣୀ ନଦୀରେ ସୋମବାର ଅପରାହ୍ନରେ କୁମ୍ଭୀର ଟାଣି ନେଇଥିବା ମହିଳାଙ୍କର ମୃତଦେହ ମଙ୍ଗଳବାର ସକାଳେ ଉଦ୍ଧାର କରାଯାଇଛି। ପ୍ରାୟ ୬ କିମି ଦୂର ପେଣ୍ଠପାଳ ନିକଟ ବ୍ରାହ୍ମଣୀ ନଦୀରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। […]

ଆକ୍ସନ ମୋଡ଼ରେ ପଟ୍ଟାମୁଣ୍ଡାଇ ପୋଲିସ, ୩୦ ୱାରେଂଟି କୋର୍ଟ ଚାଲାଣ

13 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ କଡାକଡା ଆଇନଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ଆଦର୍ଶ ଥାନା ପୋଲିସ ଆକ୍ସନ ମୋଡ଼କୁ ଆସିଯାଇଛି । ବିଶେଷ କରି ବରିଷ୍ଠ ଅଭିଜ୍ଞ ପୋଲିସ ଇନ୍ସପେକ୍ଟର ସୁଶାନ୍ତ କୁମାର […]

ଶାନ୍ତି ଅହିଂସା ମାନବ ଧର୍ମ :ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ(ଶ୍ରୀମା)

13 August 2024 kanika odisha 0

  କେନ୍ଦ୍ରାପଡ଼ା,୧୨ା୮: ଆଜିକାଲି ସାରା ବିଶ୍ୱରେ ମାନବାଧିକାର ଲୋପ ପାଇବାକୁ ଲାଗିଲାଣି। ହିଂସା ଦ୍ୱେଷର ଲେଲିହାନ ଶିଖାରେ ବିଶ୍ୱର ଅନେକ ରାଷ୍ଟ୍ର ଆଜି ଜର୍ଜରିତ। ଋଷ୍ ଓ ୟୁକ୍ରେନ ଏବଂ ଇସ୍ରାଏଲ ଓ ପାଲେଷ୍ଟାଇନ୍ […]

କିଡନୀ ପିଡିତଙ୍କୁ ବାଞ୍ଛାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସହାୟତା

13 August 2024 kanika odisha 0

କେନ୍ଦ୍ରାପଡା,୧୨ା୮ : ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ, ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର ଗ୍ରାମପଞ୍ଚାୟତର ଅଢାଖଣ୍ଡ ମଠସାହି ଗ୍ରାମର କିଡନୀ ପିଡିତ […]

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଜିଲ୍ଲା ଶାଖା ପକ୍ଷରୁ ସତ୍ୟାଗ୍ରହ

12 August 2024 kanika odisha 0

କେନ୍ଦ୍ରାପଡ଼ା,୧୨ା୮: ଉତ୍ତର ପ୍ରଦେଶର ବାରଣାସୀ ସ୍ଥିତ ସର୍ବୋଦୟ ସାଧନା କେନ୍ଦ୍ରକୁ କେନ୍ଦ୍ର ସରକାର ଉତ୍ତର ପ୍ରଦେଶ ପୋଲିସ ସହାୟତାରେ ଜୋରଜବରଦସ୍ତ ବୁଲଡୋଜର ଲଗାଇ ଭାଙ୍ଗି ମାଟିରେ ମିଶାଇଦେବା ସହ ସେଠାରେ ଥିବା ଗାନ୍ଧୀ-ସର୍ବୋଦୟ ପ୍ରକାଶନ […]

କେନ୍ଦ୍ରାପଡାରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ

12 August 2024 kanika odisha 0

କେନ୍ଦ୍ରାପଡ଼ା, ୧୨ା୮: କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସ୍ମୃତିରଞ୍ଜନ ପ୍ରଧାନ ଯୋଗ ଦେଇଛନ୍ତି । ଆଜି ସକାଳେ ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କୁ ସେ […]

ଆର୍‌.ଡି.ସି.ୱାଇ.ଓ.ଆନୁକୂଲ୍ୟରେ ବିଶ୍ୱ ଯୁବ ଦିବସ ପାଳିତ

12 August 2024 kanika odisha 0

କେନ୍ଦ୍ରାପଡା ୧୨/୮ – ବାରୋ ସ୍ଥିତ ଅଗ୍ରଣୀ ସ୍ୱେଚ୍ଛାସବୀ ଅନୁଷ୍ଠାନ ରୁରାଲ୍ ଡେଭ୍‌ଲପ୍‌ମେଂଟ୍ କଲ୍‌ଚ୍‌ରାଲ୍ ୟୁଥ୍ ଅର୍ଗାନାଇଜେସନ୍ ଆନୁକୂଲ୍ୟରେ ଭାବଗ୍ରାହୀ କଳା ନିକେତନର ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ଆନ୍ତର୍ଜାତୀୟ ଯୁବ ଦିବସ-୨୦୨୪ […]

ବାସନ ମାଜିବା ପାଇଁ ଯାଇଥିବା ମହିଳା ନିଖୋଜ , କୁମ୍ଭୀର ଝାମ୍ପି ନେଇଥିବା ଆଶଙ୍କା

12 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳ ଅନ୍ତର୍ଗତ ଅଳପୁଆ ପଂଚାୟତ ଅଳପୁଆଡିଆ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ମଞ୍ଜୁଲତା ଭଞ୍ଜ(୫୦) ବ୍ରାହ୍ମଣୀ ନଦୀକୁ ବାସନ ମାଜିବାକୁ ଯାଇଥିଲେ । ତେବେ ବହୁ […]

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ସ୍ମୃତି କମିଟିର ନୂତନ କର୍ମକର୍ତ୍ତା ନିର୍ବାଚିତ

12 August 2024 kanika odisha 0

କେନ୍ଦ୍ରାପଡ଼ା,୧୧ା୮:ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟିର ନୂତନ କର୍ମକର୍ତ୍ତା ନିର୍ବାଚନ ସ୍ଥାନୀୟ ପବ୍ଲିକ ରିଡିଂରୁମ ପରିସରରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି କରୁଣାକର ଦାସଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ […]

ଆକସ୍ମିକ ଅଗ୍ନିକାଣ୍ଡରେ ଜଳିଗଲା ବୁଲେଟ

12 August 2024 kanika odisha 0

କେନ୍ଦ୍ରାପଡା,୧୧ା୮ : କେନ୍ଦ୍ରାପଡ଼ା ସହରର ବଡହାଟ ସ୍ଥିତ ପୂଜାରିଣୀ ଶାଢୀ ଦୋକାନ ସମ୍ମୁଖରେ ଥିବା ଏକ ବୁଲେଟ ହଠାତ ଜଳି ଉଠିଥିବା ଦେଖାଯାଇଥିଲା। ସ୍ଥାନୀୟ ଦୋକାନୀମାନେ ପାଣି ପକାଇ ସେହି ନିଆଁକୁ ଲିଭାଇବାକୁ ଚେଷ୍ଟା […]

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ ଜିଲ୍ଲା କମିଟି ବୈଠକ : ତୁରନ୍ତ ମାସିକ ପାରିଶ୍ରମିକ ୨ହଜାର ଟଙ୍କା ବୃଦ୍ଧି ଓ ପେନସନ ପାଇଁ ନୂତନ ସରକାରଙ୍କ ନିକଟରେ ଦାବୀ

11 August 2024 kanika odisha 0

କେନ୍ଦ୍ରାପଡା,୧୧ା୮ : ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଙ୍ଘ କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଗୋପ ଠାରେ ସାଥି ସୋହାନା ବେଗମଙ୍କ ସଭାପତିତ୍ୱରେ ସଙ୍ଘର ଜିଲ୍ଲା ସାଧାରଣ ପରିଷଦ ବୈଠକ ଆଜି […]

‘ସାଫ୍ରନ୍ ସୋର୍ଡସ୍‌’କୁ ନେଇ “ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ

11 August 2024 kanika odisha 0

କେନ୍ଦ୍ରାପଡା,୧୧/୮:ସାମାଜିକ ସଂଗଠନ ‘ଜୟ ରାଷ୍ଟ୍ର’ ପକ୍ଷରୁ ପୁସ୍ତକ ଚର୍ଚ୍ଚା କାର୍ଯ୍ୟକ୍ରମ ତିନିମୁହାଣୀସ୍ଥିତ ଶ୍ରୀରାମ ମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆରେ ଅନୁବାଦ ହୋଇଥିବା ବଙ୍ଗଳା ଲେଖିକା ମାନସୀ ସିହ୍ନା […]

କେନ୍ଦ୍ରାପଡା ବ୍ଲକ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ଓ କର୍ମକର୍ତ୍ତା ଚୟନ

11 August 2024 kanika odisha 0

କେନ୍ଦ୍ରାପଡ଼ା, ୧୧ା୮: ଏହି ବ୍ଲକ୍ ଅନ୍ତର୍ଗତ କୁତରଙ୍ଗସ୍ଥିତ ମଦନମୋହନ ଜ୍ଞାନପୀଠଠାରେ କେନ୍ଦ୍ରାପଡା ବ୍ଲକ୍‌ର ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ରବିବାର ଦିନ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପସଭାପତି ରାଜକିଶୋର […]

ଚଳନ୍ତା କାରରେ ଲାଗିଲା ନିଆଁ , ଅଳ୍ପକେ ବର୍ତିଲେ ଯାତ୍ରୀ

11 August 2024 kanika odisha 0

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଏକ ଚଳନ୍ତା କାରରେ ହଠାତ ନିଆଁ ଲାଗି ଜଳିଯାଇଛି । କାର ଗାଡ଼ିଟି କଟକ-ଚାନ୍ଦବାଲି ରାସ୍ତାରେ ଯାଉଥିବା ବେଳେ କଷଣଅଂଟା ନିକଟରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । […]