କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଦମଦାଣ୍ଡି ଭୀମସେନ ନୋଡାଲ ୟୁପି ସ୍କୁଲ୍ ପୂର୍ବତନ ପ୍ରଧାନଶିକ୍ଷକ, ଡେରାବିଶ ବ୍ଲକ ପୂର୍ବତନ ଏବିଇଓ କବି ନରହରି ସୂତାରଙ୍କ ହୃଦଘାତରେ ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ଗତ ବର୍ଷେ ତଳେ…
Month: August 2024
ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ , ଜନସ୍ୱାର୍ଥର ଜାଗ୍ରତ ପ୍ରହରୀ ହେବାକୁ ଆହ୍ୱାନ
ଚଳିତ ସାଧାରଣ ନିର୍ବାଚନ ପରେ ବୁଧବାର କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସାଙ୍ଗଠନିକ ସମୀକ୍ଷା ବୈଠକ ଦଳର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ରାଜନଗର ବିଧାୟକ ଧ୍ରୁବ…
ବହୁ ପ୍ରତୀକ୍ଷିତ ପାଳପାଟଣା ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଟରେ ଅଂଚଳବାସୀଙ୍କ ସୁପାରିଶ
କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଆଳି ଓ ରାଜନଗର ବ୍ଲକ ଅଂଚଳର ଲୋକମାନଙ୍କୁ ଉତମ ଗମନାଗମନ ସୁବିଧା ଯୋଗାଇବା ଦେବା ପାଇଁ ୨୦୧୩ ମସିହାରେ ମହାସାହାଣୀ-ପାଳପାଟଣା ସେତୁର ଶିଳାନ୍ୟାଶ କରାଯାଇଥିଲା । ମାତ୍ର କେନ୍ଦ୍ର ସରକାରଙ୍କ ସାଗରମାଳା ଜାତୀୟ ଜଳପଥ ଯୋଜନାରେ ସେତୁକୁ…
ଦୁର୍ଘଟଣା ଆହତଙ୍କୁ ହସ୍ପିଟାଲ ନେଲେ ଅଂଶୁମାନ, ବିଭିନ୍ନ ମହଲରୁ ପ୍ରଶଂସା
କିଛି ବ୍ୟକ୍ତିତ୍ୱ ଥାନ୍ତି ଯିଏ ମାନବିକତାର ପରିଚୟ ଦେଇଥାନ୍ତି । ଦରକାର ପଡିଲେ ଲୋକଙ୍କୁ ସହାୟତା କରିବାକୁ ପଛଘୁଞ୍ଚା ଦିଅନ୍ତି ନାହିଁ । ସେମିତି ଜଣେ ବ୍ୟକ୍ତି ହେଉଛନ୍ତି ରାଜନଗରର ପୂର୍ବତନ ବିଧାୟକ ବିଶିଷ୍ଠ ବିଜେଡି ନେତା ଅଂଶୁମାନ ମହାନ୍ତି। ସେ…
ସମାଜସେବୀ କଢି ସ୍ୱାଇଁଙ୍କ ଶ୍ରଦ୍ଧାଞ୍ଜଳି ସଭା
କେନ୍ଦ୍ରାପଡ଼ା, ୬ା୮: କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ଚଁପୁରହାଟ ନିକଟସ୍ଥ ବନ୍ଧସାହି ଠାରେ ସମାଜସେବୀ ତଥା ବରିଷ୍ଠ ସାମ୍ବାଦିକ ମନୋଜ କୁମାର ସ୍ୱାଇଁଙ୍କ ମା’ସ୍ୱର୍ଗତା କଢି ସ୍ୱାଇଁଙ୍କର ଦ୍ୱାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆଜି ଅନୁଷ୍ଠିତ ହୋଇଯାଇଛି ।…
କେନ୍ଦ୍ରାପଡ଼ା ବିୟୁଟିସିଆନ ୱେଲଫେୟାର ଆସୋସିଏସନ ପକ୍ଷରୁ ପ୍ରଶିକ୍ଷଣ ଶିବିର
କେନ୍ଦ୍ରାପଡ଼ା,୬ା୮: ଗୋଟେ ନାରୀର କେଶ ହିଁ ତା ସୌନ୍ଦର୍ଯ୍ୟର ବହୁତ ବଡ଼ ଅଂଶ ହୋଇଥାଏ । ସେଇଥିପାଁଇତ କେଶକୁ ନେଇ କିଏ କେତେ ପ୍ରକାରର ଡିଜାଇନ କରିଥାନ୍ତି । ନିଜ କେଶର ଯତ୍ନ ପାଁଇ ବିୟୁଟି ପାର୍ଲର ଯିବାକୁ ପଡିଥାଏ ଆଉ…
ଖବରଦାତାଙ୍କ ମାତୃ ବିୟୋଗ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର କଳିଙ୍ଗ ଟିଭି ଖବରଦାତା ପ୍ରଦୋଷ ବିଶ୍ୱାଳଙ୍କ ମାତା ପୁଷ୍ପଲତା ନାୟକଙ୍କ କେନ୍ଦ୍ରାପଡ଼ା ବାସଭବନରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା । ଜଣେ ଶିକ୍ଷୟତ୍ରୀ ଭାବେ କର୍ମମୟ ଜୀବନ ଆରମ୍ଭ…
ଡେପୁଟେସନ ବାତିଲ ନିର୍ଦ୍ଦେଶ ସ୍ଥଗିତ ପରେ ବିଇଓଙ୍କ ବିଭିନ୍ନ ସ୍କୁଲ ପରିଦର୍ଶନ
କେନ୍ଦ୍ରାପଡା,୬/୮-ପଟ୍ଟାମୁଣ୍ଡାଇ ବ୍ଳକର ୬୬ ପ୍ରାଥମିକ ଶିକ୍ଷକଙ୍କର ଡେପୁଟେସନ ବାତିଲ ନିର୍ଦ୍ଦେଶ ସ୍ଥଗିତ ହେବା ପରେ ପଟ୍ଟାମୁଣ୍ଡାଇ ମଣ୍ଡଳ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସ୍ୱଭାବିକ ହୋଇଥିବା ବେଳେ ଆଜି ବ୍ଳକ ଶିକ୍ଷା ଅଧିକାରୀ ହରିହର ଦଳାଇ କେସି ରାଜଭଟ୍ଟ ନୋଡାଲ ଉଚ୍ଚ ବିଦ୍ୟାଳୟ,…
ଶିକ୍ଷାନୁଷ୍ଠାନରେ ଇଟା-ବାଲି-ସିମେଂଟ-ଲୁହାଛଡ଼ ତିଆରି କଂକ୍ରିଟ କୋଠରି କରିଦେଲେ ଗୁଣାତ୍ମକ ଶିକ୍ଷାର ବିକାଶ ହୁଏନାହିଁ
(ଡାଃ ରଶ୍ମିତା ସେଠୀ) ଖାଦ୍ୟ ବସ୍ତ୍ର ବାସଗୃହ ପରେ ଶିକ୍ଷା ହେଇଛି ମନୁଷ୍ୟର ଚତୁର୍ଥ ମୌଳିକ ଆବଶ୍ୟକତା । ଶିକ୍ଷା ସମାଜର ମାନଦଣ୍ଡ । ସମାଜକୁ ଉନ୍ନତ, ମହତ ଓ ପ୍ରଗତିଶୀଳ କରିବାରେ ଶିକ୍ଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ।…
ଗାନ୍ଧୀ ପଦଯାତ୍ରା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା, ୫ା୮: ଗାନ୍ଧୀ ପଦଯାତ୍ରା କମିଟି,କେନ୍ଦ୍ରାପଡା ପକ୍ଷରୁ ଅଗଷ୍ଟ କ୍ରାନ୍ତି ଦିବସ ପାଳନ ଉପଲକ୍ଷେ ଆସନ୍ତା ନଅ ତାରିଖ ଦିନ ସ୍ଥାନୀୟ ତିନିମୁହାଣୀ ସ୍ଥିତ ଗାନ୍ଧୀ ପଦଯାତ୍ରା ସ୍ମାରକୀ ଠାରେ ସକାଳ ନଅ ଘଟିକରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଅପରାହ୍ନ…
ବଜ୍ରମହାକାଳୀ ସାନମାଣତିଆ ପଞ୍ଚାୟତ ହାଇସ୍କୁଲରେ ଚାରାରୋପଣ କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, ୫/୮: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣତିଆ ପଞ୍ଚାୟତସ୍ଥିତ ଜରିଆବାଡ ବଜ୍ରମହାକାଳୀ ପଞ୍ଚାୟତ ହାଇସ୍କୁଲରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଚାରାରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା ସଭାପତି ସମାଜସେବୀ ଗଣେଶ୍ୱର ସାମଲ, ପ୍ରଧାନ ଶିକ୍ଷକ ବିଜୟ…
କେନ୍ଦ୍ରାପଡା କଲେଜର ଦର୍ଶନଶାସ୍ତ୍ର ବିଭାଗ ଛାତ୍ରୀ ପିଜି ପ୍ରବେଶିକା ପରୀକ୍ଷାରେ ରାଜ୍ୟରେ ୧୦ମ ସ୍ଥାନରେ
କେନ୍ଦ୍ରାପଡ଼ା, ୫ା୮: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗରୁ ଚଳିତ ବର୍ଷ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଶୁଭଶ୍ରୀ ଶସ୍ମିତା ସ୍ୱାଇଁ ସ୍ନାତ୍ତୋକୋତ୍ତର(ପିଜି) ଶ୍ରେଣୀରେ ଅଧ୍ୟୟନ ନିମନ୍ତେ ପ୍ରବେଶିକା ପରୀକ୍ଷା ଦେଇଥିଲେ । ସୁଶ୍ରୀ ସ୍ୱାଇଁ ପିଜି ପ୍ରବେଶିକା ପରୀକ୍ଷାରେ ସାରା…
ସଂସ୍କୃତ ଦିବସ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା , ୫/୭: କେନ୍ଦ୍ରାପଡ଼ା ଜିଲ୍ଲା ତରାଣ୍ଡୋ ଉଚ୍ଚ ବିଦ୍ୟାଳୟଠାରେ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ, କେନ୍ଦ୍ରାପଡ଼ା ଶାଖାର ସଂସ୍କୃତ ଦିବସ ପ୍ରସ୍ତୁତି ବୈଠକ ସଂଘର ସଭାପତି ପଣ୍ଡିତ ପ୍ରମୋଦ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ପାଦକ…
ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ତୁରନ୍ତ ବିଦ୍ୟାଳୟରୁ ବଦଳି ନିମନ୍ତେ ଦାବିପତ୍ର
କେନ୍ଦ୍ରାପଡ଼ା, ୫/୮: କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଲୟର ଚତୁର୍ଥ ଶ୍ରେଣୀର ଜଣେ କର୍ମଚାରୀଙ୍କ ମନମୁଖି କାର୍ଯ୍ୟକଳାପ ବିରୋଧରେ ପୁରାତନ ଛାତ୍ରଛାତ୍ରୀମାନେ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ କରିଛନ୍ତି । ସେମାନେ ଏହି ଦବଙ୍ଗଗିରୀ କର୍ମଚାରୀକୁ ସରକାରୀ ଉଚ୍ଚ ବିଦ୍ୟାଳୟରୁ ବଦଳି ନିମନ୍ତେ ଦାବି…
କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡ଼ା, ୫ା୮: କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ୍ହଲ୍ଠାରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ…
Crocodile rescued from village pond
Kendrapara: Rajnagar forest range personnel have rescued a 4.9-foot-long female estuarine crocodile from a pond at Barhapur under Koilipur panchayat of Rajnagar block in this district. According to Forest officials, the…
CM Majhi calls on BJP workers to win every ST-reserved seat in Odisha in next polls
Bhubaneswar: Odisha Chief Minister Mohan Charan Majhi Sunday urged BJP workers to focus on winning all the 33 ST-reserved MLA and five Lok Sabha seats in the next elections. Majhi…
ଏମ ଏନ ହାଇସ୍କୁଲ ପୁରାତନ ଛାତ୍ରସଂସଦର ରକ୍ତଦାନ ଶିବର
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ଗୌରବମୟ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ୧୯୮୬ ବ୍ୟାଚ ପୁରାତନ ଛାତ୍ରସଂସଦ ପକ୍ଷରୁ ବିଶ୍ୱ ବନ୍ଧୁତ୍ୱ ଦିବସ ଅବସରରେ ହାଇସ୍କୁଲ ଠାରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ…
ଡେପୁଟେସନ ଅର୍ଡର ବାତିଲ ଘଟଣାରେ ସ୍କୁଲରେ ପଡିଲା ତାଲା , ଡିଇଓଙ୍କ ଅନୁଧ୍ୟାନ ପରେ ନିଦ୍ଧେଶନାମା ସ୍ଥଗିତ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ମଣ୍ଡଳ ଶିକ୍ଷା ଅଧିକାରୀ ଅଧିନରେ ଥିବା ୬୬ ଶିକ୍ଷୟତ୍ର/ଶିକ୍ଷକଙ୍କ ଡେପୁଟେସନ ଅର୍ଡରକୁ ଜିଲା ଶିକ୍ଷାଧିକାରୀ ବାତିଲ କରିବା ପ୍ରତିବାଦରେ ଗତକାଲି ପଟ୍ଟାମୁଣ୍ଡାଇ ଅଂଚଳର ୧୫ଟି ସ୍କୁଲରେ ତାଲା ପଡିବା ସହିତ ଛାତ୍ରଛାତ୍ରୀ ଓ ଅଭିଭାବକ ଆନ୍ଦୋଳନ ପାଇଁ…
ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦ ପକ୍ଷରୁ ଓଡିଆ ଭାଷା ସାହିତ୍ୟ ଆଲୋଚନାଚକ୍ର
କେନ୍ଦ୍ରାପଡ଼ା, ୪ା୮: ପାର୍ବତୀ ଗୋବିନ୍ଦ ସ୍ମୃତି ସଂସଦର କେନ୍ଦ୍ରାପଡା ଜିଲ୍ଲା ସଂଯୋଜକ ସୁଦର୍ଶନ ମହାପାତ୍ରଙ୍କ ସଂଯୋଜନା ଏବଂ ଶଶଧର ପଣ୍ଡାଙ୍କ ସଭାପତିତ୍ୱରେ ଗରାପୁରସ୍ଥିତ ଶ୍ରୀଗୋପାଳଜୀଉ ମନ୍ଦିର ପରିସରରେ ଓଡିଆ ଭାଷା ସାହିତ୍ୟ ସମ୍ପର୍କିତ ଏକ ଆଲୋଚନାଚକ୍ର ଆଜି ଅନୁଷ୍ଠିତ ହୋଇଯାଇଛି ।…
କେନ୍ଦ୍ରାପଡ଼ା ଜିଲ୍ଲା ଯାତ୍ରା କମିଟି ସଂଘ ର କାର୍ଯ୍ୟକର୍ତ୍ତା ମାନଙ୍କ ବୈଠକ
କେନ୍ଦ୍ରାପଡ଼ା ଜିଲ୍ଲା ଯାତ୍ରା କମିଟି ସଂଘ ର କାର୍ଯ୍ୟକର୍ତ୍ତା ମାନଙ୍କ ବୈଠକ ରବିବାର ସକାଳ ୧୦ ଘଟିକା ସମୟରେ ଗରା ପୁର୍ ଡାକ ବଙ୍ଗଳା ଠାରେ ଜିଲ୍ଳା ସଭାପତି ମିହିର ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଯାତ୍ରା ମାଲିକ ମାନଙ୍କର…
ପଦ୍ମା ରାଉତ ଭିନ୍ନକ୍ଷମ ବାଳିକା ମେଧାବୃତ୍ତି ଓ ସଫଳ ସମର୍ଥା ସମ୍ମାନ ପ୍ରଦାନ
କେନ୍ଦ୍ରାପଡା,୪/୮: ମାଧପୁରସ୍ଥିତ ପୁନର୍ବାସ ପରିସରରେ ପଦ୍ମା ରାଉତ ଭିନ୍ନକ୍ଷମ ବାଳିକା ମେଧାବୃତ୍ତି ଓ ସଫଳ ସମର୍ଥା ସମ୍ମାନ ପ୍ରଦାନ କରାଯାଇଛି । ବିଶିଷ୍ଟ କଥାକାର ତଥା ପୁନର୍ବାସର ମୁଖ୍ୟ ଉପଦେଷ୍ଟା ଡ଼. ବିରଜା ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…
ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ପାଳିତ : ମହାପ୍ରଭୁଙ୍କ ମସ୍ତକରେ ଝଲସିଲା ସୁବର୍ଣ୍ଣ ଚିତା ଓ ମର୍କତ ମଣି
କେନ୍ଦ୍ରାପଡ଼ା, ତା ୦୪/୦୮: ତୁଳସୀକ୍ଷେତ୍ରର ପରମ ଆରାଧ୍ୟ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉ ମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ପାଳିତ ହୋଇଯାଇଛି । ଆଜି ପ୍ରତ୍ୟୁଷରେ ପହଡ଼ ଖୋଲା ଯାଇ ଜୟ ମଙ୍ଗଳା ଆଳତି କରାଯାଇଥିଲା । ପରେ ପରେ ନୀତି…
ଚିତାଲାଗି ଅମାବାସ୍ୟା , ଚିତଉ ଉଆଁସ
ଆଜି ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ । ଓଡ଼ିଶାରେ ଗଣପର୍ବ ପାଳିତ ହୁଏ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ ।…










