କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୨ା୯ : କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ…

ଗୋଷ୍ଠିକେନ୍ଦ୍ର ନିର୍ମାଣରେ ବିଳମ୍ବ ବିଡିଓଙ୍କୁ ଦାବିପତ୍ର

କେନ୍ଦ୍ରାପଡା ପୁରୁଣାବସଷ୍ଟାଣ୍ଡ ସ୍ଥିତ ଡାଇମଣ୍ଡ ଜୁବୁଲି ପାଠାଗାର ଉପରେ ନିର୍ମାଣଧିନ ଗୋଷ୍ଠି କେନ୍ଦ୍ରର ନିର୍ମାଣ ତୁରନ୍ତ ଶେଷ କରିବା ପାଇଁ ବିଭିନ୍ନ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ପକ୍ଷରୁ କେନ୍ଦ୍ରାପଡା ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିରେ ଉଲ୍ଲେଖ କରାଯାଇଛି ଯେ…

ସମୁଦ୍ରରେ ଭାସି ଆସିଲା କଣ୍ଟେନର , ଲୋକେ ବୋହିନେଲ ଖାଦ୍ୟ ସାମଗ୍ରୀ

ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଓ ଦଙ୍ଗା ପରେ ଅନୁପ୍ରବେଶ ଆଶଙ୍କାରେ ଓଡ଼ିଶା ଉପକୂଳବର୍ତୀ ଅଂଚଳ ଗୁଡ଼ିକରେ ପୋଲିସ ପକ୍ଷରୁ କଡ଼ା ନିରାପତା ବ୍ୟବସ୍ଥା ଗ୍ରହଣ କରାଯାଇ ସମୁଦ୍ର ପଥରେ ଭାରତ ସରକାରଙ୍କ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି । ଏହାରି…