କେନ୍ଦ୍ରାପଡ଼ା,୫ା୯: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରୀ ର୍ୟାକେଟ୍ର ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ସେମାନଙ୍କ ଠାରୁ ୯ଟି ଚୋରୀ ବାଇକ ସମେତ ୬ଟି ମୋବାଇଲ ଫୋନ ଜବତ କରିଛି। ଅନ୍ୟ ୨ଜଣ ଚୋର ଫେରାର ହୋଇଯାଇଛନ୍ତି। ଏସମ୍ପର୍କରେ ଟାଉନ ଥାନା ପକ୍ଷରୁ ଗୁରୁବାର ଥାନା ପରିସରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ କହିଛନ୍ତି । ଗତ […]
Day: 5 September 2024
କେନ୍ଦ୍ରାପଡା ୫/୯ – କେନ୍ଦ୍ରାପଡାର ପ୍ରମୁଖ ସଂଗଠନ ମୂର୍ଚ୍ଛନା ଓ ଓଡିଶା କଲଚର୍ ଆର୍ଟ ଏକାଡେମୀ ପକ୍ଷରୁ ଗୀତ ଗୀତ ଗୋବିନ୍ଦ ସଦନ ଠାରେ ଗତ ବୁଧବାର ଦିନ ରାଜ୍ୟ ସ୍ତରୀୟ ଗୁରୁ ପୁଜନ ଉତ୍ସବ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଓଡିଶାରୁ ୧୨୦ ଜଣ ଗୁରୁଙ୍କୁ ଗୁରୁଶ୍ରୀ ସମ୍ମାନରେ ସମ୍ମାନୀତ କରା ଯାଇଥିବା ବେଳେ ଶିଶୁ ପ୍ରତିଭା ସମ୍ମାନରେ ୬୦ ଜଣ ଯୁବ ପ୍ରତିଭା ସମ୍ମାନରେ ୩୦ […]
କେନ୍ଦ୍ରାପଡ଼ା, ୫/୯: ନିକିରାଇସ୍ଥିତ ବୀର ହନୁମାନଜୀୟୁ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟ ତରଫରୁ ଦିବଂଗତ ପ୍ରାକ୍ତନ ଜୀବ ବିଜ୍ଞାନ ବିଭାଗର ଡେମୋନ୍ଷ୍ଟ୍ରେଟର୍ ସ୍ୱର୍ଗତ ପ୍ରଫୁଲ୍ଲ କୁମାର ରାଉତଙ୍କ ସ୍ମୃତି ଉଦ୍ଦେଶ୍ୟରେ “ତାଳବଣ” ସୃଷ୍ଟି ଉପଲକ୍ଷେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳ ଆନୁଷ୍ଠାନିକ ଭାବେ ଉକ୍ତ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଉକ୍ତ କାର୍ଯ୍ୟକ୍ରମର ଉପାଦେୟତା ସମ୍ବନ୍ଧରେ ମତ ପ୍ରକାଶ କରିଥିଲ । ଅନୁଷ୍ଠାନର ଯୁବ […]
କେନ୍ଦ୍ରାପଡ଼ା,୫ା୯: କେନ୍ଦ୍ରାପଡ଼ା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆରେ ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ-୨୦୨୪ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ଭାବେ ମହାକାଳପଡ଼ା ବିଧାୟକ ଦୂର୍ଗା ପ୍ରସନ୍ନ ନାୟକ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ କେନ୍ଦ୍ରାପଡ଼ା ଲୋକସଭା […]
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ ତା ୫/୯-ନୈତିକ ଆଧ୍ୟାତ୍ମିକ ଓ ମୂଲ୍ୟବୋଧ ଭିତ୍ତିକ ଶିକ୍ଷା ପ୍ରଦାନ ପାଇଁ ଗୁରୁକୁଳ ପରମ୍ପରାରେ ଆଧ୍ୟାତ୍ମିକ ପୀଠ ରାଧାରମଣ ମଠ ପରିସରରେ ଗଢି ଉଠିଥିବା ନିଆରା ଶିକ୍ଷାନୁଷ୍ଠାନ ସରସ୍ବତୀ ଶିଶୁ ଶିକ୍ଷା ମନ୍ଦିର ସବୁ କ୍ଷେତ୍ରରେ ସଫଳତାର ପାହାଚ ଚଢି ଚାଲିଥିବାବେଳେ ଆଜି ନିଆରା ଢଙ୍ଗରେ ଗୁରୁ ଦିବସ ପାଳନ କରି ଗୁରୁ -ଶିଷ୍ୟ ପରମ୍ପରାକୁ ଉଜ୍ଜୀବିତ କରିବା ସହିତ ଅନନ୍ୟ ଉଦାହରଣ ସୃଷ୍ଟି କରିଛି ।ଏହି […]
କେନ୍ଦ୍ରାପଡା ୫/୯ ସରକାରଙ୍କ ସୁଭଦ୍ରା ଯୋଜନା ସମ୍ପର୍କରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଏକ ଖବରଦାତା ସମ୍ମିଳନୀ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଖବରଦାତା ମାନଙ୍କୁ ସୁଚନାଦେଇ ଜିଲ୍ଲାପାଳ କହିଥିଲେ ଯେ ମହିଳାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ସଶକ୍ତ କରିବ। ଏହି ଯୋଜନାରେ ସମସ୍ତ ହିତାଧିକାରୀ ସାମିଲ ହୋଇପାରିବେ। […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ପଞ୍ଚାୟତ ବରିଷ୍ଠ ନାଗରିକ ସମନ୍ୱୟ ସମିତି ବୈଠକ ପବିତ୍ର ଗୁରୁ ଦିବସ ଅବସରରେ ତଳାପଡ଼ିଆ ଦୁର୍ଗା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗରିକ ସମନ୍ୱୟ ସମିତି ସଭାପତି ବିଭୁତି ଭୂଷଣ ପଟ୍ଟନାୟକଙ୍କ ପୌରାହିତ୍ୟରେ ଆୟୋଜିତ ବୈଠକରେ ଅଳପୁଆ ପଞ୍ଚାୟତ ସମିତି ସଭ୍ୟ ରାମ ଚନ୍ଦ୍ର ସେଠୀ, ପୂର୍ବତନ ସରପଞ୍ଚ କିଶୋର ବେହେରା, ପୂର୍ବତନ ସମିତି ସଭ୍ୟ ଚନ୍ଦନ ସାହୁ, ପ୍ରାକ୍ତନ […]
ପଟ୍ଟାମୁଣ୍ଡାଇ ୪/୯-ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆବେଦନ ପ୍ରକିୟା ଆରମ୍ଭ ହୋଇଛି । ଆବେଦନ ପରେ କେ ୱାଇ ସି ଯାଂଚ କରାଯାଇ ହିତାଧିକାରୀ ତାଲିକା ଚୂଡାନ୍ତ ହେବ। ସେପ୍ଟମ୍ବର ୧୭ ତାରିଖରେ ଯୋଜନାର ଶୁଭାରମ୍ଭ କରାଯାଇ କାର୍ଡ ସହ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ମିଳିବା ନେଇ ଗାଇଡଲାଇନ ଆସିବା ପରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ମହିଳାଙ୍କ ଭିତରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଏଥିନେଇ ଅଙ୍ଗନୱାଡି କେନ୍ଦ୍ର, […]
କେନ୍ଦ୍ରାପଡ଼ା, ତା ୦୪/୦୯/୨୦୨୪ : ଜମି ପରିଚାଳନା ଏବଂ ଅଭାବି ଲୋକଙ୍କୁ ଏହାର ବଣ୍ଟନ ହେଉଛି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଦୟିତ୍ୱ । ଏହି ଉପଲକ୍ଷେ ଜିଲ୍ଲାପ୍ରଶାସନ ପକ୍ଷରୁ ଆଜି ପଟ୍ଟାମୁଣ୍ଡାଇ ମୁନିସିପାଲିଟି ଅଡିଟୋରିଅମଠାରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ତହସିଲଦାର, ରେଭିନ୍ୟୁ ସୁପରଭାଇଜର, ରାଜସ୍ୱ ନିରିକ୍ଷକ, ସହାୟକ ରାଜସ୍ୱ ନିରିକ୍ଷକ, ଅମିନମାନଙ୍କର ବସୁନ୍ଧରା ଯୋଜନା ସମ୍ବନ୍ଧୀୟ ଏକ ତାଲିମ, ସଚେତନତା […]
କେନ୍ଦ୍ରାପଡ଼ା,୪ା୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମ ପଞ୍ଚାୟତର ଖଇରାବାଦ ଅଙ୍ଗନୱାଡି କେନ୍ଦ୍ରଟି ଏବେ ଭୁତ କୋଠି ପାଲଟିଛି । କାରଣ କିଛିମାସ ତଳେ ସେଠାରେ ଟାଇଲ ବିଛାଇବା କାର୍ଯ୍ୟ ହୋଇଥିବା ବେଳେ ସବୁଯାକ ଟାଇଲ ଫାଟି ଏବେ ମେଲା ହୋଇଯାଇଛି । ଯୁଆଡେ ଦେଖିବ ସେଆଡେ ଟାଇଲ ଗୁଡିକ ଦବିଯାଇ ଫାଟିଯାଇଛି । ଏହି କେନ୍ଦ୍ରକୁ ଆସୁଥିବା ଶିଶୁମାନେ ତଳେ ବସିପାରୁ ନାହାଁନ୍ତି । ଏହି ଫଟା ଟାଇଲରେ […]
ଭୁବନେଶ୍ବର ଡ଼.ରଶ୍ମିତା ସେଠୀ: ରେଭେନ୍ସା ବିଶ୍ୱବିଦ୍ୟାଳୟ କଟକରେ ଅବସ୍ଥିତ । ଏହାକୁ ଥୋମାସ ଏଡୱାଡ ରେଭେନ୍ସା (ଞଷକ୍ଟଜ୍ଞବଗ୍ଦ ଋୟଙ୍ଗବକ୍ସୟ ଜବଙ୍ଖରଦ୍ଭଗ୍ଦଷବଙ୍ଗ) , ୧୮୬୮ ମସିହାରେ ପ୍ରତିଷ୍ଠା କରିଥିଲେ । ୧୫ ନଭେମ୍ବର ୨୦୦୬ରେ ଏହି କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିଥିଲା ତେଣୁ ଏବେ କିଛିଦିନ ତଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍ସାର ନାଁ ପରିବର୍ତ୍ତନ କରିବା ନେଇ ବିଷୟବସ୍ତୁ ଉଠାଇଥିଲେ। ଏବଂ ତାହା ପରେ ଆଲୋଚନାର ପରିସରକୁ […]










