ପଟ୍ଟାମୁଣ୍ଡାଇ ୪/୯-ସମାଜବାଦୀ ଆନ୍ଦୋଳନର ଅନ୍ୟତମ ପ୍ରବକ୍ତା କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅର୍ନ୍ତଗତ ଷଣ୍ଢପଲ୍ଲୀ ଗ୍ରାମର ବିଶିଷ୍ଟ ସମାଜସେବୀ ଦିବଗଂତ ବିଶ୍ୱନାଥ ଧଳଙ୍କ ୮୦ତମ ଜନ୍ମଜୟନ୍ତୀ , ମେଧା ପୁରସ୍କାର ଓ ସମ୍ବର୍ଦ୍ଧନା ସଭା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ଚିତ୍ତବିନୋଦନ ଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ବିଶ୍ୱନାଥ ଧଳ ସ୍ମୃତି କମିଟି ଓ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବରିଷ୍ଠ ନାଗରିକ ମଞ୍ଚ ସଭାପତି ପ୍ରଫେସର ଅନିରୁଦ୍ଧ […]