ପଟ୍ଟାମୁଣ୍ଡାଇରେ କୌଶଳ ରଥ ପରିକ୍ରମା

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ-କେନ୍ଦ୍ର ସରକାରଙ୍କ ଦ୍ୱାରା ବିକାଶର ଧାରାକୁ ବଢ଼ାଇବା ଏବଂ ଯୁବକ ଯୁବତୀମାନଙ୍କୁ ଡିଜିଟାଲଇଜେସନ ମାଧ୍ୟମରେ କାର୍ଯ୍ୟ କରିବାର ଉନ୍ନତ ଶୈଳୀ ବିଷୟରେ ଜ୍ଞାନ ପ୍ରଦାନ କରିବାକୁ ଆରମ୍ଭ ହୋଇଥିବା କୌଶଳ ରଥ ଶୁକ୍ରବାର ଅପରାହ୍ନରେ ପଟ୍ଟାମୁଣ୍ଡାଇରେ ପହଂଚିିବା ପରେ ଏହାକୁ…

ଆଧାର-ମୋବାଇଲ ସଂଯୋଗ ନଥିଲେ ବି ହେବ ‘ସୁଭଦ୍ରା’ ପଞ୍ଜିକରଣ

କେନ୍ଦ୍ରାପଡ଼ା,୬ା୯: ସୁଭଦ୍ରା ଯୋଜନାରୁ ଯେପରି କୌଣସି ହିତାଧିକାରୀ ବାଦ ନ ପଡ଼ନ୍ତି ସେଥିପ୍ରତି ରାଜ୍ୟ ସରକାର ସଜାଗ ଅଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଫର୍ମ ଦାଖଲ କରିବା ପାଇଁ ଆଧାର ସହ ମୋବାଇଲ ନମ୍ବର ସଂଯୋଗ…

ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିରରେ ଗୁରୁ ଦିବସ

ପଟ୍ଟାମୁଣ୍ଡାଇ ତା ୬/୯-ଓଡିଶାର ସର୍ବବୃହତ ପଞ୍ଚକଳା ତୀର୍ଥ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ପକ୍ଷରୁ ବଡ଼ମୂଳବସନ୍ତ -ନସିପୁର ଠାରେ ଗୋପାଳ ଦାଶ ସ୍ମାରକୀ ଭବନରେ ପାଳିତ ହୋଇଯାଇଛି I ଗଡ଼ମେକର ପ୍ରତିଷ୍ଠାତା ସଭାପତି ସୁଶାନ୍ତ ପାଣିଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ…

ଜହଙ୍ଗର ପ୍ରାଥମିକ ବିଦ୍ୟାଳୟରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଗୁରୁ ପୂଜନ

କେନ୍ଦ୍ରାପଡ଼ା,୬ା୯: ଡ଼େରାବିଶ ବ୍ଲକ୍‌ର ଜହଙ୍ଗର ପ୍ରାଥମିକ ବିଦ୍ୟାଳୟଠାରେ ଗତ ଗୁରୁବାର ଗୁରୁଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଗୁରୁ ପୂଜନ ଅନୁଷ୍ଠିତ ହୋଇଯାଇଛି । ଡ଼େରାବିଶ ବିଡ଼ିଓ ଦାଶରଥି ଜେନା, ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ…

ପୁର୍ନବାସ ପକ୍ଷରୁ ମେରୁଦଣ୍ଡ ଆଘାତ ସଚେତନତା କର୍ମଶାଳା

କେନ୍ଦ୍ରାପଡା ୬/୯- ସମୁଦାୟ ୨୧ ପ୍ରକାର ଭିନ୍ନକ୍ଷମତା ମଧ୍ୟରୁ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ବର୍ଗରେ ଗଣିତ ହେଉଥିବା ମେରୁଦଣ୍ଡ ଆଘାତ ଭିନ୍ନକ୍ଷମମାନେ ସବୁଠାରୁ ଅଧିକ ଦୁର୍ବିସହ ଜୀବନ ଅତିବାହିତ କରି ଥାଆନ୍ତି । ପରିସଂଖ୍ୟାନରୁ ଜଣାଯାଏ,ସାରା ପୃଥିବୀରେ ଯେତେ ମେରୁଦଣ୍ଡ ଆଘାତ…

ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟରେ ଗୁରୁପୂଜନ ଉତ୍ସବ

କେନ୍ଦ୍ରାପଡ଼ା,୬ା୯:ପବିତ୍ର ଗୁରୁ ଦିବସ ଅବସରରେ କେନ୍ଦ୍ରାପଡ଼ା ସହରସ୍ଥ ପୁରାତନ ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟରେ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭାରାଣୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷୟତ୍ରୀ ପୁଷ୍ପଲତା କର, କ୍ଷଣପ୍ରଭା…

ଶିକ୍ଷକ ଉମାକାନ୍ତ କରଙ୍କୁ ଶିକ୍ଷା ଉତ୍କର୍ଷ ସମ୍ମାନ-୨୦୨୪

କେନ୍ଦ୍ରାପଡ଼ା, ୬ା୯: ସଂଖ୍ୟାଲଘୁ ଉନ୍ନୟନ ଟ୍ରଷ୍ଟ ଉର୍ଦ୍ଦୁ ପାଠଗାର ପରିଚାଳନା ସମିତିର ମିଳିତ ଆନୁକୂଲ୍ୟରେ ଜାତୀୟ ଶିକ୍ଷକ ଦିବସ ପାଳନ ଉପଲକ୍ଷେ ଉର୍ଦ୍ଦୁ ପାଠଗାର ତଥା ଗୋଷ୍ଠିକେନ୍ଦ୍ର ପରିସରରେ ଏକ ଜିଲ୍ଲା ସ୍ତରୀୟ ଶିକ୍ଷକ ଉତ୍କର୍ଷ ପୁରସ୍କାର ଉତ୍ସବ – ୨୦୨୪…

ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୬/୯ -ରାଜ୍ୟ ସରକାରଙ୍କ ନିର୍ଦେଶରେ ବାଣିଜ୍ୟକର ବିଭାଗ ପକ୍ଷରୁ ଏକ ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ପୌର ପରିଷଦ ପ୍ରେକ୍ଷାଳୟ ଗୃହରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବଣିକ ସଂଘ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କଟକ ୨…

ବେଆଇନ୍ ଭୃଣହତ୍ୟା ଘଟଣା : ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ୯ ଗିରଫ

କେନ୍ଦ୍ରାପଡ଼ା,୬ା୯: ବେଆଇନ୍ ଭୃଣହତ୍ୟା ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ୩ ମହିଳାଙ୍କ ସମେତ ୯ ଜଣଙ୍କୁ ଗିରଫ କରି ଆଜି କୋର୍ଟଚାଲାଣ କରିଛି। ଏହି ମହିଳାଙ୍କ ମଧ୍ୟରୁ ଜଣେ ନର୍ସ ହୋଇଥିବା ବେଳେ ଜଣେ ନର୍ସିଂହୋମର ମାଲିକାଣୀ ଓ ଅନ୍ୟ…