କେନ୍ଦ୍ରାପଡ଼ା,୯ା୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ଏଣ୍ଡର ଗ୍ରାମରେ ଖାଉଟି ଦୋକାନୀଙ୍କ ମନମାନି ଯୋଗୁଁ ଜନୈକ ୮୫ ବର୍ଷର ବୃଦ୍ଧ ରାସନ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ରାସନରୁ ବଞ୍ଚିତ ହୋଇଥିବା ବରିଷ୍ଠ ନାଗରିକ ଜଣକ ହେଉଛନ୍ତି ଏଣ୍ଡର ଗ୍ରାମର ଅରକ୍ଷିତ ମଲିକ। ଗତ ୨୦୨୨ ମସିହାରୁ ଅରକ୍ଷିତଙ୍କୁ ସଂପୃକ୍ତ ଖାଉଟି ଡିଲର ପମୋଦ ମହାପାତ୍ର ରାସନ ପ୍ରଦାନ କରୁ ନଥିବା ତାଙ୍କ ପରିବାର ଲୋକେ କହିଛନ୍ତି। […]
Day: 9 September 2024
କେନ୍ଦ୍ରାପଡ଼ା, ୯/୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଓ ଗୁଲନଗର ପଞ୍ଚାୟତର ଅଧିବାସୀମାନେ ହନୁମାନ ମନ୍ଦିରଠାରୁ ଗରାପୁର ଭିଆଇପି ରୋଡ଼ କାଳୀମନ୍ଦିର ଛକକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଜମୁଛି ଦୀର୍ଘଦିନର ପଚା ବର୍ଷାପାଣି । ଉକ୍ତ ରାସ୍ତାଦେଇ କପାଳେଶ୍ୱର ଏବଂ ଗୁଲନଗର ଦୁଇଟି ଗ୍ରାମ ପଞ୍ଚାୟତ ଲୋକେ ମା’ ଦକ୍ଷିଣକାଳୀ ମନ୍ଦିରକୁ ଦର୍ଶନ କରିବା ନିମନ୍ତେ ଯିବା ସହ କେନ୍ଦ୍ରାପଡ଼ା ସହରକୁ ଗମନାଗମନ କରିଥାନ୍ତି । କିନ୍ତୁ ଦୁର୍ଭାଗ୍ୟର ବିଷୟ […]
କେନ୍ଦ୍ରାପଡ଼ା,୯ା୯: ଦେ’ପୁରର ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଆଞ୍ଚଳିକ ପରିବେଶ ସଚେତନ ପରିଷଦର ମିଳିତ ଆନୁକୂଲ୍ୟରେ ଦେ’ପୁର ସରସ୍ୱତୀ ଉଚ୍ଚ ବିଦ୍ୟାଳୟଠାରୁ ବରୁଣେଇ ଠାକୁରାଣୀ ପର୍ଯ୍ୟନ୍ତ ଦୀର୍ଘ ୨ କିଲୋମିଟର ଲମ୍ବମାନ ମାର୍ଗର ଉଭୟ ପାଶ୍ୱର୍ରେ ନାନା ବୃକ୍ଷ ତଥା ତାଳମଞ୍ଜି ରୋପଣ କାର୍ଯ୍ୟକ୍ରମକୁ ସ୍ଥାନୀୟ ସାରଙ୍ଗ ମଠାଧୀଶ ମହନ୍ତ ନରହରି ମହାରାଜ ବୃକ୍ଷରୋପଣ କରି ଶୁଭାରମ୍ଭ କରିଥିଲେ । ତୁଳସୀକ୍ଷେତ୍ର ପଣ୍ଡିତ ସଭାର ସଙ୍ଗଠନ ସମ୍ପାଦକ ପଣ୍ଡିତ ହରେକୃଷ୍ଣ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ରାବିବାର ରାତି ସାଢେ ୭ ରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେରୋହି ଗାଁର ଳୀଳାଇ ସ୍ୱାଇଁ ବୋଲି ଜଣାପଡିଛି। ଦୁଇ ଜଣ ସାଙ୍ଗକୁ ମଡମାରି ଏକ ମଟର ସାଇକେଲ ପୋଡି ଘଟଣାରେ ଳିଳାଇଙ୍କୁ ଶନିବାର ରାତିରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ପୋଲିସ ଗିରଫ କରିଥିବା ବେଳେ ସେ ରାବିବାର ବାହାରକୁ ଆସି ଫେରାର […]










