ଅଧା ପନ୍ତରିଆ ହୋଇ ପଡିରହିଛି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା

କେନ୍ଦ୍ରାପଡ଼ା,୧୨/୯: ତରାଣ୍ଡୋ ଭାୟା ବଉଳବିହାର ଖଇରବାଦ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ୧୧/୧୦/୨୦୨୨ରେ ଫଳକ ଲଗାଇବା ଏକବର୍ଷ ପରେ କାମ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ମଧ୍ୟ ଶେଷ ହୋଇପାରିଲା ନାହିଁ । ଯଦି ସରକାରୀ ନିୟମ ଅନୁଯାୟୀ ଉକ୍ତ…

ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ୫କିଲୋମିଟର ବ୍ୟାପୀ ତାଳମଞ୍ଜି ରୋପଣ

କେନ୍ଦ୍ରାପଡା ୧୧/୯ – କେନ୍ଦ୍ରାପଡାର ଅଗ୍ରଣୀ ବିନା ସରକାରୀ ସହାୟତାରେ ଗଢିଉଠିଥିବା “ମୁଡ୍‌” ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ନିକିରାଇ ମଠସାହିସ୍ଥିତ ୮ ନମ୍ବର ଶାଖା କେନାଲର ଦୁଇ ପାଶ୍ୱର୍ରେ ୫କିଲୋମିଟର ବ୍ୟାପୀ ତାଳମଞ୍ଜି ମୁଡ୍‌ର ସଭାପତି ତଥା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ…

ହୀନ ରାଜନୈତିକ ଉଦ୍ଦେଶ୍ୟରେ ବରୁଣା ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଅସ୍ଥିରତା ସୃଷ୍ଟି ପାଇଁ ଉଦ୍ୟମ ଅଭିଯୋଗ

କେନ୍ଦ୍ରାପଡ଼ା, ୧୧ା୯: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ବରୁଣା ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରାଯାଉଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ସମିତିର ସଦସ୍ୟମାନେ ଅଭିଯୋଗ କରିଛନ୍ତି ଯେ ଏହି…

ସ୍ୱଚ୍ଛ ନିର୍ବାଚନ ପାଇଁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ଆବଶ୍ୟକ- ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୧୧ା୯: ଭୋଟର ତାଲିକାରେ ରହିଥିବା ତ୍ରୁଟିର ସଂଶୋଧନ ପାଇଁ ଆଜି ଜିଲ୍ଲା ସଂସ୍କୃତି ଭବନରେ ତିନିଦିନିଆ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ – ୨୦୨୫ ନିମନ୍ତେ ବୁଥସ୍ତରୀୟ ଅଧିକାରୀମାନଙ୍କ କର୍ମଶାଳା ତଥା ତାଲିମ୍ ଶିବିର ଜିଲ୍ଲାପାଳ ତଥା ଜିଲ୍ଲା…