ପୋଖରୀରୁ କୁମ୍ଭୀରକୁ ଧରି ବାନ୍ଧି ରଖିଲେ ଲୋକେ

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ କୌଶଳ କ୍ରମେ ଗ୍ରାମବାସୀ କୁମ୍ଭୀରକୁ ଧରି ପୋଖରୀ କୂଳରେ ବାନ୍ଧି ରଖିଛନ୍ତି। ଖବର ପାଇଁ ବନ…

କେନ୍ଦ୍ରାପଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୧୪ା୯: ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲାଜଜ୍ ବିଶ୍ୱଜିତ୍ ମହାନ୍ତିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହାକୁ…

ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ ଦେଶକୁ ଗୋଟିଏ ସୁତ୍ରରେ ବାନ୍ଧି ରଖିବାର କ୍ଷମତା ରହିଛି ହିନ୍ଦୀ ଭାଷାର

କେନ୍ଦ୍ରାପଡ଼ା,୧୪ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକକୁ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ଜେନା ପରିଚାଳନା କରିଥିଲେ। ଛାତ୍ରଛାତ୍ରୀମାନଙ୍କ…

ପ୍ରାଥମିକ ଚିକିତ୍ସା ଅଭାବରୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଯାଇଥାଏ : ଏମ ଏନ ହାଇସ୍କୁଲରେ ହିନ୍ଦି ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଛତା ପକ୍ଷ ପାଳିତ

ପଟ୍ଟାମୁଣ୍ଡାଇ ତା ୧୪/୯-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ଠାରେ ହିନ୍ଦି ଦିବସ, ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି ଓ ଏହି ଉପଲକ୍ଷେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁଜୟ କୁମାର ରାଉତରାୟଙ୍କ…

ଶିକ୍ଷା ପଦ୍ଧତିରେ ସମାଜ ସଂସ୍କାର- ଶ୍ରୀମା

କେନ୍ଦ୍ରାପଡ଼ା, ୧୪ା୯: ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀ ବନମାଳିପୁର ପଞ୍ଚାୟତର ଚଣ୍ଡିଆ ଗ୍ରାମର ଏକ ସ୍କୁଲରେ ଶିକ୍ଷା ପଦ୍ଧତିରେ ସମାଜ ସଂସ୍କାର ଓ ଯୁବପିଢି ଏବଂ ଛୋଟ ବଡ ପିଲାମାନଙ୍କୁ ଶିକ୍ଷା ଓ ନୈତିକ ଶିକ୍ଷାର…

ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ବିଏମସିରେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୧୪/୯- ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ। ବିଏମସି ଅଂଚଳରେ ଥିବା ସବୁ ସ୍କୁଲ-କଲେଜ ଛୁଟି ରହିବ ସହ ବିଏମସି ଅନ୍ତର୍ଗତ…