କେନ୍ଦ୍ରାପଡ଼ା ଜିଲ୍ଲା ଓଷ୍ଟାର ନବମ ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୫/୯: କେନ୍ଦ୍ରାପଡା ଜିଲ୍ଲା ଓଷ୍ଟାର ନବମ ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲା ସଭାପତି ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ପ୍ରାକ୍ତନ ମନ୍ତ୍ରୀ ତଥା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଉତ୍ସବକୁ…

ତୁଳସୀ ମହୋତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୧୫/୯: ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଏବଂ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ସହାୟତାରେ ଗତ ୨ ଦିନ ଧରି ଗରାପୁର ସ୍ୱୟଂସିଦ୍ଧା କଣ୍ଟିନେଣ୍ଟାଲ ପରିସରରେ ୨ୟ ବାର୍ଷିକ ତୁଳସୀ ମହୋତ୍ସବ-୨୦୨୩-୨୪ ଶନିବାର ରାତିରେ…

ଅନାମବନ୍ଧୁ ଧଳଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା,୧୫ା୯: କେନ୍ଦ୍ରାପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ଅନାମବନ୍ଧୁ ଧଳଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର କପାଳେଶ୍ୱର ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନାମବନ୍ଧୁ ଧଳ ସ୍ମୃତି ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ମୃତି ପରିଷଦର…

ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇତା ୧୫/୯-ରାଜ୍ୟ ସରକାରଙ୍କ ବହୁ ଚର୍ଚିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ସୁଭଦ୍ରା ସମ୍ପର୍କରେ ଜନସଚେତନତା ସୃଷ୍ଟି ଲଗି ସାରା ରାଜ୍ୟରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା ଆୟୋଜିତ ହୋଇଛି । ଏହି କ୍ରମରେ ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ସୁଭଦ୍ରା ସ୍ୱାଗତ…

କେନ୍ଦ୍ରାପଡାରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆୟୋଜିତ

କେନ୍ଦ୍ରାପଡ଼ା,୧୫ା୯: ଓଡ଼ିଶାର ମା’ ଭଉଣୀମାନଙ୍କୁ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ସ୍ୱାବଲମ୍ବୀ ତଥା ସଶକ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମହତାକାଂକ୍ଷୀ ସୁଭଦ୍ରା ଯୋଜନାର ବହୁଳ ପ୍ରଚାର ପ୍ରସାର କରିବା ନିମନ୍ତେ ରବିବାର କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଦର…

ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୪ା୯: ଓଡିଶା ପ୍ରାଥମିକ ଶିକ୍ଷକ ସଂଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂଘର ସଭାପତି ଅନନ୍ତ କୁମାର ପରିଡାଙ୍କ ସଭାପତିତ୍ୱରେ ଗରାପୁରସ୍ଥ ଶିକ୍ଷକ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପୂର୍ବତନ ସଭାପତି ବିଶ୍ୱବଂଧୁ ଜେନା, ପୂର୍ବତନ ସମ୍ପାଦକ ଶେକ…