ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜିଲ୍ଲା ସ୍ତରୀୟ ବିଜ୍ଞାନମେଳା

କେନ୍ଦ୍ରାପଡ଼ା,୧୭ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ପଞ୍ଚାୟତର ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରରେ ଏକ ଜିଲ୍ଲା ସ୍ତରୀୟ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାମନ୍ଦିର ପରିଚାଳନା ପରିଷଦର ସଭାପତି ପ୍ରମୋଦ କୁମାର ସାହୁଙ୍କ ସଭାପତିତ୍ୱରେ ଏବଂ ପ୍ରଧାନ ଆଚାର୍ଯ୍ୟ ବିଭୁତିରଞ୍ଜନ ରାଉତଙ୍କ…

ସୁଭଦ୍ରା ହିତାଧିକାରୀମାନଙ୍କୁ ଡିବିଟି ମାଧ୍ୟମରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ

କେନ୍ଦ୍ରାପଡ଼ା,୧୭ା୯:ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୪ତମ ଜନ୍ମଦିବସରେ ଭୁବନେଶ୍ୱର ଜନତା ମଇଦାନରେ ସୁଭଦ୍ରା ଯୋଜନାର ଯୋଗ୍ୟ ହିତାଧିକାରୀମାନଙ୍କୁ ଡିବିଟି ମାଧ୍ୟମରେ ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୌରପରିଷଦ ପକ୍ଷରୁ…

ଜୀବନ ନେଲା ଉଚ୍ଚ ଶବ୍ଦ ସଂପନ୍ନ ବାଜା , ଚାଲିଗଲା ଏକମାତ୍ର ପୁତ୍ରର ଜୀବନ

କେନ୍ଦ୍ରାପଡ଼ା,୧୭ା୯: କେନ୍ଦ୍ରାପଡା କପାଳେଶ୍ୱର ପଞ୍ଚାୟତ ଯଝାଙ୍ଗ ଗ୍ରାମର ଜଗବନ୍ଧୁ ଦାସଙ୍କ ଏକମାତ୍ର ପୁଅ ରମେଶ ଦାସ (୨୬) ଗତ କାଲି ବିଳମ୍ବିତ ରାତିରେ ଡିଜେର ବିକଟାଳ ଶବ୍ଦରେ ମୃତ୍ୟୁ ହୋଇଯାଇଛି। ଜଗବନ୍ଧୁଙ୍କ ଏକମାତ୍ର ପୁତ୍ର ଥିଲେ ରାମେଶ। ଡିଜେ ବା ଉଚ୍ଚ…

ବାଇକ-ସ୍କୁଟି ଦୁର୍ଘଟଣା, ୨ ଆହତ

କେନ୍ଦ୍ରାପଡ଼ା,୧୭ା୯:କେନ୍ଦ୍ରାପଡ଼ା ସହର ତିନିମୁହାଣୀ ଛକ ଶିବ ମନ୍ଦିର ନିକଟରେ ଏକ ବାଇକ ଓ ସ୍କୁଟି ଧକ୍କା ହେବାରୁ ଦୁଇଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତରିତ ହୋଇଛନ୍ତି। ଗୁରୁତର ହୋଇଥିବା କବି ପ୍ରସାଦ ମଲ୍ଲିକଙ୍କୁ ପ୍ରଥମେ…

ପୋଖରୀରେ ବୁଡି ଶିଶୁପୁତ୍ର ମୃତ

ପଟ୍ଟାମୁଣ୍ଡାଇ ୧୭/୯- ପୋଖରୀରେ ପାଣିରେ ବୁଡି ତିନି ବର୍ଷର ଶିଶୁପୁତ୍ର ମୃତ । ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ମାଳିପୁର ଗାଁରେ । ଏନେଇ ଗାଁରେ ଶୋକର ଛାୟା ଖେଳିଯାଇଛି । ସୂଚନା ଅନୁସାରେ, ମାଳିପୁର ଗାଁର…

ପଟ୍ଟାମୁଣ୍ଡାଇରେ ସୁଭଦ୍ରା ଯୋଜନା ଶୁଭାରମ୍ଭ ଓ ସ୍ୱଚ୍ଛତା ପାଇଁ ଶପଥ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କରାଯିବା ସହିତ ସ୍ୱଚ୍ଛ ନିର୍ମଳ ପରିବେଶ ପାଇଁ ସ୍ୱଛତା ଶପଥ ନିଆଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ଠାରେ ବ୍ଲକ ଓ ପୌର ପ୍ରଶାସନ ପକ୍ଷରୁ ବିଶାଳ ସମାବେଶ…

ରାଷ୍ଟ୍ରୀୟ ଶ୍ରମ ଦିବସ ପାଳନ

କେନ୍ଦ୍ରାପଡ଼ା, ୧୭ା୯: ପବିତ୍ର ବିଶ୍ୱକର୍ମାଙ୍କ ଜୟନ୍ତୀ ତଥା ରାଷ୍ଟ୍ରୀୟ ଶ୍ରମ ଦିବସ ଉପଲକ୍ଷେ କେନ୍ଦ୍ରାପଡା ଭାରତୀୟ ମଜଦୁର ସଂଘ ଜିଲ୍ଲା ସମିତି ଏକ ବୈଠକର ଆୟୋଜନ କରିଥିଲା । ପରମ ପୂଜ୍ୟ ଭାରତ ମାତା, ଦେବ ଶିଳ୍ପୀ ଭଗବାନ ବିଶ୍ୱକର୍ମା ଓ…