କେନ୍ଦ୍ରାପଡାରେ ଜୋନ ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା

କେନ୍ଦ୍ରାପଡ଼ା,୧୮ା୯: କେନ୍ଦ୍ରାପଡ଼ା ସହରର ଇଛାପୁର ସରକାରୀ ହାଇସ୍କୁଲ ପରିସରରେ ଟି.ଇ. ଓ ଏସସିଇଆରଟି ନିର୍ଦେଶାଳୟ, ଓଡିଶା ସହାୟତାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଜୋନ ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସହକାରୀ ଜିଲ୍ଲା…

ମହାନ ଆଧ୍ୟାତ୍ମିକ ସାଧକ ବାବା ଗଣ୍ଡାଧର ଦାସଙ୍କୁ “ଆଧ୍ୟାମିôକ ଗୁରୁ” ସମ୍ମାନ

କେନ୍ଦ୍ରାପଡ଼ା,୧୮ା୯: ସହର ଉପକଣ୍ଠ ଭରତପୁର ଗ୍ରାମର ପ୍ରସିଦ୍ଧ କଳ୍ପତରୁ ଆଶ୍ରମର କିମ୍ବଦନ୍ତୀ ମହାପୁରୁଷ ଅନନ୍ତ ଦାସଙ୍କ ୪୦ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ରାଜ୍ୟର ସହସ୍ରାଧିକ ସାଧୁସନ୍ଥମାନଙ୍କ ଗହଣରେ ମନ୍ଦିରରେ ଥିବା ଚତୁର୍ଦ୍ଧା ମୂର୍ତ୍ତି ସାରାବିଶ୍ୱର ପାଳନ କର୍ତ୍ତା…

ଚିତ୍ରକାର ପ୍ରଭୁଶ୍ରୀ ଓ ପ୍ରୀତିଶ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ପତ୍ର

କେନ୍ଦ୍ରାପଡ଼ା,୧୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋଚିତ୍ର ଆଙ୍କି ପ୍ରଶଂସିତ ହୋଇଛନ୍ତି କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୋପ ଗ୍ରାମର ଭାଇ ଓ ଭଉଣୀ । ଅଙ୍କନ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁନ୍ଦର ଚିତ୍ର ପ୍ରଧାନମନ୍ତ୍ରୀଙ୍କ ମନକୁ ସୁନ୍ଦର ଲାଗିଛି । ଏଥିପାଇଁ…

କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦରର ଷଷ୍ଟତମ ସ୍ୱତନ୍ତ୍ର ବୈଠକ

କେନ୍ଦ୍ରାପଡା ତା.୧୮ା୯: ଆଜି ଷଷ୍ଠ କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦର ଏକ ସ୍ୱତନ୍ତ୍ର ବୈଠକ ଜିଲ୍ଲା ପରିଷଦର ସଭାପତି ଲିଲିତା ଦାସଙ୍କଅଧକ୍ଷ୍ୟତାରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ପଦବୀ ନିମନ୍ତେ ବଛା ଯାଇଥିବା ଚୂଡ଼ାନ୍ତ…

ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ସମାରୋହ

କେନ୍ଦ୍ରାପଡା,୧୮ା୯: ଶୁକ୍ରବାର ଇନ୍ଦୁପୂର୍ଣ୍ଣିମା ତଥା ଭାଗବତ ଜନ୍ମ ଉତ୍ସବ ଅବସରରେ ଶ୍ରୀ ଗୋପିନାଥ ଜୀୟୁ, ବିନୋଦବିହାରୀଜୀୟୁ ଓ ବାଲାବାବା ଟ୍ରଷ୍ଟ ପରିଚାଳନା କମିଟି ଆନୁକୂଲ୍ୟରେ ଶ୍ରୀ ସିଦ୍ଧ ମହାପୁରୁଷ ବାଲାବାବାଙ୍କର ଜନ୍ମ ଉତ୍ସବ ତଥା ବାର୍ଷିକୋତ୍ସବ ସ୍ଥାନୀୟ ଗଣାମାହାଲ ବାଲାବାବା ମନ୍ଦିରଠାରେ…

ମୟୀୟସୀ ବିଦ୍ୟୁତଲତାଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ

ସମ୍ବର୍ଦ୍ଧିତ ହେଲେ ଶତାଧିକ ଭିନ୍ନକ୍ଷମ ପଟ୍ଟାମୁଣ୍ଡାଇ ତା ୧୭/୯- ବ୍ରାହ୍ମଣୀ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ନିର୍ମଳ ଚନ୍ଦ୍ର ବିଶ୍ୱାଳଙ୍କ ଧର୍ମପତ୍ନୀ ଦିବଂଗତl ବିଦ୍ୟୁତଲତା ଦେଵୀଙ୍କ ୪ର୍ଥ ବାର୍ଷିକୀ ଶ୍ରାଦ୍ଧ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ତରଡ଼ିପାଳ…

ଠାକୁର ହରିଦାସଙ୍କ ତିରୋଭାବ ଉତ୍ସବ

କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ରାଧାରମଣ ମଠ ଠାରେ ଠାକୁର ଶ୍ରୀଶ୍ରୀ ହରି ଦାସଙ୍କ ତିରୋଭାବ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ପୁରୀ ଗୋବର୍ଧନ ପୀଠ ସନ୍ଥ ସଂରକ୍ଷକ ପଟ୍ଟାମୁଣ୍ଡାଇ ରାଧାରମଣ ମଠ ମହନ୍ତ ସ୍ୱାମୀ…

ସୁଭଦ୍ରା ଯୋଜନା ସିଧା ପ୍ରସାରଣ ଦେଖରବାକୁ ଆସିଥିବା ମହିଳା ହଟହଟା

କେନ୍ଦ୍ରାପଡ଼ା,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ସେହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ନିମନ୍ତେ କେନ୍ଦ୍ରାପଡା ବ୍ଲକ ପକ୍ଷରୁ କେନ୍ଦ୍ରାପଡା ସହରର ଇଛାପୁର ରଥଦାଣ୍ଡରେ ବ୍ୟବସ୍ଥା କରାଯାଇଥିଲା। ବ୍ଲକର ବିଡିଓ ବନ୍ଦନା ଖଟୁଆ ବ୍ଲକର…