ଦାଣ୍ଡିସାହି କଲେଜରେ ସଚେତନତା ଶିବିର


କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଏନ ଏସ ଏସ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବ୍ରାହ୍ମଣୀ କଲେଜ ଅଧକ୍ଷ ଡ଼ ଗୌରୀ କୁମାର ସାମଲ ଉଦଘାଟନ କରିଥିଲେ । ଏନ ଏସ ଏସ ସଂଯୋଜକ ଅଧ୍ୟାପକ ନଟବର ସୂତାରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟାପକ ପ୍ରଶାନ୍ତ ସାମଲ,ଅଧ୍ୟାପକ ଡ଼ ସତ୍ୟଜିତ ବେହେରା, ଅଧ୍ୟାପକ ଡ଼ ଚିନ୍ମୟ ପ୍ରଧାନ, ଅଧ୍ୟାପକ ନିରଞ୍ଜନ ବାରିକ, ଅଧ୍ୟାପକ ଜଗନ୍ନାଥ ବେହେରା ଓ ଅଧ୍ୟାପିକା ସୋନାଲି ଚୌଧୁରୀ ପ୍ରମୁଖ ଭାଷଣ ଦେଇ ଜାତୀୟ ସେବା ସଂସ୍ଥାର ଲକ୍ଷ୍ୟ ଓ ଉଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ।


Discover more from

Subscribe now to keep reading and get access to the full archive.

Continue reading