ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣା, ଶିକ୍ଷକ ଗିରଫ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଏକ ପ୍ରାଥମିକ ସ୍କୁଲରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି । ଏହି ଘଟଣା ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳରେ ଆଲୋଡନ ସୃଷ୍ଟି କରିବା…