ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୨୫/୯ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଓଡ଼ିଆ ଭାଷାର ଅସ୍ମିତା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଗବେଷକ ଡ଼ ନୀଳମଣି ଲେଙ୍କା…

ଧସିଲା ବ୍ରହ୍ମଣୀ ନଦୀପଠା ନଦୀ ଗର୍ଭକୁ ଚାଲିଗଲା ୬୦ ଫୁଟରୁ ଅଧିକ ଲମ୍ବର ମାଟି ଅତଡା, ଆତଙ୍କରେ ସ୍ଥାନୀୟ ଲୋକେ , ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ଅଧିକାରୀ

ପଟ୍ଟାମୁଣ୍ଡାଇ ୨୫/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜଳସେଚନ ଉପଖଣ୍ଡ ଅଳଭା-୨ ନିମପୁର ଦେଇ ପ୍ରଭାବିତ ହେଉଥିବା ବ୍ରାହ୍ମଣୀ ନଦୀର ପୋଖରୀସାହି ନିକଟରେ ୬୦ ଫୁଟରୁ ଅଧିକ ଲମ୍ବର ମାଟି ଅତଡା ଧସି ନଦୀ ଗର୍ଭରେ ମିଶି ଯାଇଛି । ଫଳରେ ଆଖପାଖ…

ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ସାଂସ୍କୃତିକ ମହୋତ୍ସବ ଉଦଯାପିତ

କେନ୍ଦ୍ରାପଡ଼ା,୨୪ା୯: କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଏବଂ ସାଂସ୍କୃତିକ ମହୋତ୍ସବ ମଙ୍ଗଳବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ତିନିଦିନ ଧରି ରାଜ୍ୟ ସରକାରଙ୍କ ପ୍ରଣୀତ ଯୋଜନା ସମ୍ପର୍କରେ ଜନ ସଚେତନତା ସୃଷ୍ଟି…

ଗାଈ କ୍ଷୀର, ଗୋବର ଏବଂ ମୂତ୍ରରେ ପ୍ଲାଷ୍ଟିକ୍ କଣିକା , ମିିଳୁନି ଗୋଚାରଣ ଭୂମି , ଗାଇଗୋରୁ ଖାଉଛନ୍ତି ପ୍ଲାଷ୍ଟିକ ବ୍ୟାଗ ଅଳିଆ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବହୁଳ ପଲିଥିନ ପ୍ଲାଷ୍ଟିକ୍ ବର୍ଜ୍ୟ ଲୋକମାନଙ୍କ ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍‌ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ବାର୍ଯ୍ୟବସ୍ତୁରେ ପରିଣତ ହୋଇ ଚାରିଆଡେ ପଡିରହୁଛି । ଏହା ଦ୍ୱାରା ଗାଇଗୋରୁ ଛେଳିମାଣ୍ଢା ପ୍ରଭୁତି ପ୍ରଣୀ ମାନେ…

କଳସପୂଜା ଘାଟରେ ଜାଲିବ୍ୟବସ୍ଥା, କୁମ୍ଭୀର ପାଇଁ ସତର୍କତା, ଶାରଦୀୟ ଦୂର୍ଗା ପାଇଁ ତହସିଲରେ ଶାନ୍ତି କମିଟି ବୈଠକ

ପଟ୍ଟାମୁଣ୍ଡାଇ ୨୪/୯ ଜମିଦାର ଅମଳରୁ ପଟ୍ଟାମୁଣ୍ଡାଇରେ ପ୍ରଚଳିତ ହୋଇଆସୁଥିବା ଗଣପର୍ବ ଦୂର୍ଗାପୂଜା କେନ୍ଦ୍ରାପଡା ଜିଲ୍ଲାର ସର୍ବପୁରାତନ ସାଂସ୍କୃତିକ ପର୍ବ । ଏହି ପର୍ବକୁ ପୁରୁଷ ପୁରୁଷ ଧରି ପଟ୍ଟାମୁଣ୍ଡାଇବାସୀ ଗଣପର୍ବ ଭାବେ ପାଳନ କରି ଆସୁ ଥିବା ବେଳେ ଏହି ଉତ୍ସବର…