କେନ୍ଦ୍ରାପଡ଼ା, ୨୬ା୯: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଗାନ୍ଧୀ ଭବନ ପରିସରରେ ଜିଲ୍ଲା ସ୍ୱାମୀ ବିବେକାନନ୍ଦ ଲୋକ ସଂସଦର ଯୁବ ଶାଖା ଆନୁକୂଲ୍ୟରେ ଲୋକ ସଂସଦର ଉଦବୋଧନୀ ବକ୍ତୃତାମାଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଜିଲ୍ଲା ଲୋକ ସଂସଦର ସଭାପତି ଅଧିକାରୀ ଲକ୍ଷ୍ମୀନାରାୟଣ ଦାଶ ସଭାପତିତ୍ୱ କରିଥିଲେ। ସ୍ୱାମୀ ବିବେକାନନ୍ଦ ଲୋକ ସଂସଦର କଟକ ଜିଲ୍ଲା ସଭାପତି ଜଗତ କିଶୋର ଦାସ ଏଥିରେ ମୁଖ୍ୟବକ୍ତା ଭାବେ […]

ପଟ୍ଟାମୁଣ୍ଡାଇ ୨୬/୯ – ପଟ୍ଟାମୁଣ୍ଡାଇ ତାଲୁକ ଆଇନସେବା ସମିତି ପକ୍ଷରୁ ପକସୋ ଆଇନ ଉପରେ ଏକ ସଚେତନତା ଶିବିର କଷଣଅଂଟା ପଂଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୮ବର୍ଷରୁ କମ ବୟସର ପିଲାମାନେ ସମ୍ମୁଖୀନ ହେଉଥିବା ଶୋଷଣର ଶିକାର ହୋଇ ଅସୁବିଧାର ସମ୍ମୁଖିନ ହେଉଥିବା ବେଳେ ତାହାର ସମାଧାନ ଓ ସହାୟତା ସମ୍ପର୍କରେ ଆଲୋଚନା ହୋଇଥିଲା । ତାଲୁକ ଆଇନ ସେବା ସମିତି ଅଧକ୍ଷା ତଥା […]

କେନ୍ଦ୍ରାପଡ଼ା, ୨୬ା୯ : ରାଜ୍ୟ ସରକାରଙ୍କ ଅଧିନରେ କାର୍ଯ୍ୟ କରି ଅବସର ନେଉଥିବା କର୍ମଚାରୀଙ୍କ ପାଇଁ ପୁରୁଣା ପେନସନ ବ୍ୟବସ୍ଥା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି। ପୁରୁଣା ପେନସନ ପାଇଁ ଜାତୀୟ ଆନ୍ଦୋଳନ, ଓଡିଶା, କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ପ୍ରଦାନ କରାଯାଇଥିବା ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି ଯେ ଗତ ଦୁଇ ଦଶନ୍ଧି ହେବ ପୁରୁଣା ପେନସନ ଉଛେଦ କରାଯାଇଛି। ଏହାଦ୍ୱାରା ଦୁଇ […]

ପଟ୍ଟାମୁଣ୍ଡାଇ,୨୬/୯ -ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ମୂଲ୍ୟବୋଧ ଶିକ୍ଷା ଦୃଷ୍ଟିକୋଣରେ ଶିକ୍ଷକମାନଙ୍କ ଭୂମିକା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ଅଧ୍ୟାପିକା ଡ଼ ରତ୍ନମଞ୍ଜରୀ ଦାସ ଯୋଗ ଦେଇ ବିଷୟ ଭିତିକ ଆଲୋଚନା କରିଥିଲେ । କଲେଜ ଶିକ୍ଷା ବିଭାଗ ମୁଖ୍ୟ ନିବେଦିତା ନାୟକ ସ୍ୱାଗତଭାଷଣ ଓ ଅତିଥିପରିଚୟ ପ୍ରଦାନ କରିଥିଲେ […]

ପଟ୍ଟାମୁଣ୍ଡାଇ,୨୬/୯-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜଳସେଚନ ଉପଖଣ୍ଡ ଅଳଭା-୨ ନିମପୁର ଦେଇ ପ୍ରଭାବିତ ହେଉଥିବା ବ୍ରାହ୍ମଣୀ ନଦୀର ପୋଖରୀସାହି ନିକଟରେ ବୁଧବାର ନଦୀପଠାରୁ ଅତଡା ଖସି ବନ୍ଧ ପାଇଁ ବିପଦ ସୃଷ୍ଟି କରିଛି। ଏହି ବନ୍ଧ ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳ ସମେତ ରାଜନଗର ଓ ମହାକାଳପଡା ବ୍ଲକ ଲୋକମାନଙ୍କୁ ସୁରକ୍ଷା ଦେଇ ଆସିଛି । ଗତକାଲି ରାଜନଗର ବିଧାୟକ ଧ୍ରୁବ ସାହୁ, ଅଧିକ୍ଷଣଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀ, କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି […]

କେନ୍ଦ୍ରାପଡ଼ା, ୨୬/୯: ବର୍ତ୍ତମାନ ବରିଷ୍ଟ ନାଗରିକ ହେଉ କିମ୍ବା ସାଧାରଣ ଲୋକମାନେ ହୁଅନ୍ତୁ ବିଭିନ୍ନ ପ୍ରକାର ରୋଗରେ ପିଡିତ ହେଉଛନ୍ତି । ବିଷେଶ କରି ପିଟି ଓ ଅଣ୍ଟା ଯନ୍ତ୍ରଣା, ମାଂସପେଶୀ ଜନିତ ଯନ୍ତ୍ରଣା, ସ୍ନାୟୁଗତ ସମସ୍ୟା,ପକ୍ଷଘାତ, ଗଣ୍ଠି ବ୍ୟଥା କିମ୍ବା ଲିଗାମେଣ୍ଟ ସମସ୍ୟା ଦେଖାଯାଉଛି । ଏହାକୁ ଲକ୍ଷ୍ୟକରି କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତର ରାମନଗର ପାଟଣା ଠାରେ ନିୟୁ ହୋପ ଫିଜିଓ ଥେରାପି କେନ୍ଦ୍ର ଡା. […]

କେନ୍ଦ୍ରାପଡ଼ା, ୨୫ା୯: କେନ୍ଦ୍ରାପଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଟିଇ ଏବଂ ଏସସିଇଆରଟି ସହାୟତାରେ ଏକ ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ୍ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏଥିରେ ମୁଖ୍ୟବକ୍ତା ଭାବେ […]

ପଟ୍ଟାମୁଣ୍ଡାଇ ୨୫/୯ -ଅଲ ଓଡିଶା ଜିପିଏଲଏଫ କର୍ମୀ ସଂଘ ଆହ୍ୱାନରେ ପଟ୍ଟାମୁଣ୍ଡାଇ ଜିପିଏଲଏଫ କର୍ମୀ ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଚ୍ଛି । ପଟ୍ଟାମୁଣ୍ଡାଇ ବ୍ଲକର ୬ଟି ସିଏସଏସ ଦୀର୍ଘ ୧୨ବର୍ଷ ଧରି ନୀରବଛିନ୍ନ ଭାବେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ କରିଆସୁଛନ୍ତି । ଦୀର୍ଘ ୬ମାସ ହେଲା ପଟ୍ଟାମୁଣ୍ଡାଇ ବ୍ଲକର ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା ଏମବିକେ, ବ୍ୟାଙ୍କ ମିତ୍ର, ସିଆରପିସିଏମ, ପ୍ରାଣୀ ମିତ୍ର, କୃଷି ମିତ୍ର ଏଲଏସପି […]