ପଟ୍ଟାମୁଣ୍ଡାଇ ୨୭/୯ -ସରକାର ପ୍ରତିବର୍ଷ ରାସ୍ତାଘାଟ ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କେତେକ ସ୍ଥାନରେ ଦାୟିତ୍ୱରେ ଥିବା ଅଧିକାରୀ, ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ ସେହି ଅର୍ଥ ବାଟମାରଣା ହେଉଛି । ଫଳରେ ରାସ୍ତା କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଏପରିକି କେତେକ କ୍ଷେତ୍ରରେ ସରକାରୀ ନିୟମ ମୁତାବକ କାମ କରା ନ ଯାଇ ଠିକାଦାର ନିଜ ମନ ମୁତାବକ କାମ କରୁଥିବା […]
Day: 28 September 2024
କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ପକ୍ଷରୁ ସହରରେ ସ୍ୱଚ୍ଛତା ହିଁ ସେବା-୨୦୨୪ ଅଭିଯାନ ଜାରି ରହିଛି। ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ଗତ ୧୭ ଠାରୁ ବ୍ୟାପକ ସଫେଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ହେଲେ ସହରର ବିଭିନ୍ନ ସ୍ଥାନରେ ଅଳିଆ ଗଦା ହୋଇ ରହି ପୂତି ଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ତେବେ ପୌରାଂଚଳର ସ୍ୱଚ୍ଛତା ଅଭିଯାନ କାନ୍ଥରେ ଚିତ୍ର ଅଙ୍କା, ବ୍ୟାନରଲଗା […]
କେନ୍ଦ୍ରାପଡ଼ା,୨୮ା୯: କେନ୍ଦ୍ରାପଡା ବାଲିଯାତ୍ରା କମିଟିର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ଦାଶଙ୍କ ପୈାରହିତ୍ୟରେ ଶନିବାର ଗୁଲନଗର ପଞ୍ଚାୟତର ସୁଜାନଗରସ୍ଥିତ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରସ୍ତୁତି ବୈଠକରେ ଆସନ୍ତା ନଭେମ୍ବରମାସ ୧୫ତାରିଖରେ କେନ୍ଦ୍ରାପଡା ବାଲିଯାତ୍ରା ଅନୁଷ୍ଟିତ ହେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ବୈଠକରେ ବାଲିଯାତ୍ରା କମିଟି ସମ୍ପାଦକ ସରକାରୀ ଓକିଲ ସଞ୍ଜୟ କୁମାର ଜେନା, ଉପସଭାପତି ଧିରେନ୍ଦ୍ର କୁମାର ଦାସ, କୋଷାଧ୍ୟକ୍ଷ ମନୋରଞ୍ଜନ ତ୍ରିପାଠୀ, ସାଂସ୍କୃତିକ […]
କେନ୍ଦ୍ରାପଡ଼ା,୨୮ା୯: ଷ୍ଟେଟବ୍ୟାଙ୍କ ବାଣିଜ୍ୟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ରାପଡା ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖା ସମ୍ମିଳନୀ କକ୍ଷରେ ଷ୍ଟେଟବ୍ୟାଙ୍କ ପେନସନର୍ସ ସମସ୍ୟା ସମାଧାନ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ କାର୍ଯ୍ୟାଳୟର ମାନବସମ୍ବଳ ବିକାଶ ପରିଚାଳକ ସୁକାନ୍ତ କୁମାର ସାହୁ ଏହି ବୈଠକରେ ପୈାରହିତ୍ୟ କରିଥିଲେ। ଷ୍ଟେଟବ୍ୟାଙ୍କ ପେନସନର୍ସ ସଙ୍ଘ, ଭୁବନେଶ୍ୱର ସର୍କଲର ଆଞ୍ଚଳିକ ସମ୍ପାଦକ ଗଣେଶ୍ୱର ମେକାପ ବୈଠକ ପରିଚାଳନା କରିବା ସହିତ ବିଭିନ୍ନ ସମସ୍ୟା ଉପସ୍ଥାପନା କରିଥିଲେ। ବୈଠକରେ […]
ପଟ୍ଟାମୁଣ୍ଡାଇ ୨୮/୯ -ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ପ୍ରାଣୀ ବିଜ୍ଞାନ ପ୍ରକୋଷ୍ଠରେ ଆୟୋଜିତ ବୈଠକରେ ପଟ୍ଟାମୁଣ୍ଡାଇ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପିକା ସରୋଜିନୀ ମିଶ୍ର ବୈଠକର ଉଦେଶ୍ୟ ଓ ଲକ୍ଷ୍ୟ ଉପରେ ଆଲୋକପାତ କରି ଉପସ୍ଥିତ ଅଭିଭାବକମାନଙ୍କୁ ସୁଚିନ୍ତିତ ମତାମତ ଦେବାକୁ ପରାମର୍ଶ ଦେଇଥିଲେ । ଅତିଥି ଅଧ୍ୟାପକ […]
କେନ୍ଦ୍ରାପଡ଼ା, ୨୮ା୯: ଓଡିଶା ନର୍ସିଂ କର୍ମଚାରୀ ସଙ୍ଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ଶ୍ୟାମଗୁଡିଆସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ୧୦ଦଫା ସମ୍ବଳିତ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସେହି ଦାବି ଗୁଡିକ ମଧ୍ୟରେ ୨୦୧୩ମସିହା ନଭେମ୍ବର ୧୨ତାରିଖ ପୂର୍ବରୁ ନିଯୁକ୍ତି ପାଇଥିବା ନର୍ସିଂ ଅଫିସରମାନଙ୍କର ୬ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରୀସୀମାରେ ମିଶାଇ ପଦୋନ୍ନତି ଏବଂ ସମସ୍ତ ଆର୍ଥିକ ସୁବିଧା ପ୍ରଦାନ କରାଯିବା, ଯୋଗ୍ୟ ନର୍ସିଂ ଅଫିସରମାନଙ୍କୁ […]
କେନ୍ଦ୍ରାପଡା, ୨୮/୯: ଶନିବାର ଅପରାହ୍ନ ୪ ଘଟିକା ସମୟରେ କେନ୍ଦ୍ରାପଡା ଟାଉନ୍ ହଲ୍ଠାରେ ଆସନ୍ତା ଗାନ୍ଧୀ ଜୟନ୍ତୀଠାରୁ ଏକ ମାସ ବ୍ୟାପି ହେବାକୁ ଥିବା ପଦଯାତ୍ରା କାର୍ଯ୍ୟକ୍ରମ ନିମନ୍ତେ ନଗର ବିଜେଡି ତରଫରୁ ଏକ ପ୍ରସ୍ତୁତି ବୈଠକ ନଗର ସଭାପତି ଯଯାତୀ କେଶରୀ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ବିଜେଡି ସଭାପତି ଧିରେନ୍ କୁମାର ସାହୁ ଓ କେନ୍ଦ୍ରାପଡାର ବିଧାୟକ ଗଣେଶ୍ୱର ବେହେରା ଯୋଗଦେଇ […]
ପଟ୍ଟାମୁଣ୍ଡାଇ ୨୮/୯ -ରାଜ୍ୟବ୍ୟାପି ନର୍ସିଂ କର୍ମଚାରୀ ସଙ୍ଘ ଡାକରାରେ ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ନର୍ସିଂ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ଥରୀୟ ସ୍ୱାସ୍ଥ୍ୟକେନ୍ଦ୍ରର ନର୍ସିଂ କର୍ମଚାରୀ ମାନେ ସିରିଞ୍ଜ ଛାଡ଼ ଆନ୍ଦୋଳନରେ ସାମିଲ ହୋଇ ସ୍ୱାସ୍ଥ୍ୟକେନ୍ଦ୍ର ସମୁଖରେ ବସିଥିଲେ । ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ଥରୀୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେହ ଆସୁଥିବା ପ୍ରାୟ ଦୁଇ ହଜାରରୁ ଅଧିକ ରୋଗୀ ମାନଙ୍କ ସେବା ବାଧା ପ୍ରାପ୍ତ ହୋଇଛି । ଯାହାଫଳରେ ରୋଗୀ […]
ପଟ୍ଟାମୁଣ୍ଡାଇ ୨୭/୯ ରାଜ୍ୟ ସରକାରଙ୍କ ନିର୍ଦେଶରେ ପରିବେଶ ସ୍ୱଚ୍ଛ ନିର୍ମଳ ରଖିବା ସହିତ ଲୋକମାନଙ୍କୁ ନିରୋଗ ରହିବା ପାଇଁ ବାର୍ତା ଦେବା ଉଦେଶ୍ୟରେ ଆଜି ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଂ ସେବା ସଚେତନତା ଶୋଭାଯାତ୍ରା ଆୟୋଜନ କରାଯାଇଥିଲା । ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁଙ୍କ ନେତୃତ୍ୱରେ ଆୟୋଜିତ ଶୋଭାଯାତ୍ରା ପଟ୍ଟାମୁଣ୍ଡାଇ ସହର ପରିକ୍ରମା କରି ପଟ୍ଟାମୁଣ୍ଡାଇ କଲେଜରେ ପହଂଚି ଥିଲା । ଏଥିରେ ପୌର […]
ପଟ୍ଟାମୁଣ୍ଡାଇ୨୭/୯ -ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ କଷଣଅଂଟା ହାଇସ୍କୁଲରେ ଜିଲ୍ଲା ସ୍ତରୀୟ କ୍ରୀଡା ଭଲି ବଲ, ଚେସ, ବ୍ୟାଡ଼ିମିଂଟନ ଯୋଗ ଆଦି ଏକ ଦିବସୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ସିଆରସିସି ମଳୟ ଜେନାଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ପଟ୍ଟାମୁଣ୍ଡାଇ ପୌରପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ମୁଖ୍ୟଅତିଥି ,କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଧିକାରୀ ପ୍ରଦୀପ ନାଗ, ମୁଖ୍ୟବକ୍ତା ରାଜ୍ୟ ପୁରସ୍କୃତ ଶିକ୍ଷକ କଣ୍ଡୁରୀ ଚରଣ ସ୍ୱାଇଁ, ପଟ୍ଟାମୁଣ୍ଡାଇ ବ୍ଲକ […]
କେନ୍ଦ୍ରାପଡ଼ା, ୨୭ା୯: କେନ୍ଦ୍ରାପଡ଼ା ସହର ଉପକଣ୍ଠ ବାରିମୂଳ ଠାରେ ଅବସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟକୁ କେନ୍ଦ୍ରାପଡ଼ା – ଇନ୍ଦୁପୁର ମୁଖ୍ୟ ରାସ୍ତା ସହିତ ସଂଯୋଗ କରୁଥିବା ରାସ୍ତାଟି ଅତ୍ୟନ୍ତ ଅଣଓସାରିଆ ଓ ବ୍ୟସ୍ତବହୁଳ ରାସ୍ତା ହୋଇଯାଇଛି। ଫଳରେ ସେହି ରାସ୍ତା ଦେଇ ଛାତଛାତ୍ରୀମାନେ ବିଦ୍ୟାଳୟ ମଧ୍ୟକୁ ପ୍ରବେଶ କରିବା ଓ ବିଦ୍ୟାଳୟରୁ ଗୃହକୁ ପ୍ରସ୍ଥାନ କରିବା ସମୟରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଦ୍ୟାଳୟ ପ୍ରବେଶ ପଥ ଦେଇ ଏକ ରାସ୍ତା […]










