ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ତା ୨୯/୯-ପଟ୍ଟାମୁଣ୍ଡାଇ କଲେଜ ରସାୟନ ବିଭାଗ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋ ଚନାଚକ୍ରରେ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟ ରସାୟନ ବିଭାଗ ମୁଖ୍ୟ…

ଶ୍ରୀମଦ ଭାଗବତ ଜ୍ଞାନ ଯଜ୍ଞ ମହୋତ୍ସବ ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ ୨୯/୯ -ପଟ୍ଟାମୁଣ୍ଡାଇ ଶ୍ରୀମଦ ଭାଗବତ ଚେତନା ପରିଷଦ ପକ୍ଷରୁ ଚଳିତ ବର୍ଷ ଶ୍ରୀମଦ ଭାଗବତ ଜ୍ଞାନଯଜ୍ଞ ମହୋତ୍ସବ ଆୟୋଜନ କରିବା ପାଇଁ ସ୍ଥାନୀୟ ଶ୍ରୀରାମ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ବଣିକ ସଂଘ…

ସଂସ୍କୃତ ଦିବସ ସମୀକ୍ଷା ବୈଠକ

କେନ୍ଦ୍ରାପଡା, ୨୯/୯: ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ କେନ୍ଦ୍ରାପଡ଼ା ଶାଖା ପକ୍ଷରୁ ଗୁଲନଗର ଉଚ୍ଚ ବାଳିକା ବିଦ୍ୟାଳୟରେ ଆଜି ଦିବା ୧୦ଟାରେ ସଭାପତି ପଣ୍ଡିତ ପ୍ରମୋଦ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୯ଗୋଟି ମଣ୍ଡଳରୁ ଆସିଥିବା…

ବାଣୀବିହାର ୧୯୭୭ ମସିହା ଇତିହାସ ବିଭାଗ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ

କେନ୍ଦ୍ରାପଡ଼ା,୨୯ା୯ : ୧୯୭୭ ମସିହା ବାଣୀବିହାରରେ ଇତିହାସ ପଢିଥିବା ଛାତ୍ରଛାତ୍ରୀମାନଙ୍କର ଏକ ବନ୍ଧୁମିଳନ ଉତ୍ସବ ମହାସମାରୋହରେ କେନ୍ଦ୍ରାପଡାରେ ସେପ୍ଟେମ୍ବର ୨୫ତାରିଖରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର କୈଳାସ ଚନ୍ଦ୍ର ବରାଳଙ୍କ ସୌଜନ୍ୟରେ ଏହି କାର୍ଯ୍ୟକ୍ରମ…

ଦୂରଦର୍ଶୀ ଜନନାୟକ ସୀତାରାମ ୟେଚୁରୀଙ୍କ ଅକାଳ ବିୟୋଗ , ସମଗ୍ର ଦେଶ ପାଇଁ ଅପୂରଣୀୟ କ୍ଷତି

  ଜିଲ୍ଲାସ୍ତରୀୟ ସର୍ବଦଳୀୟ ଶୋକ ସଭାରେ ପ୍ରୟାତ ଜନନେତାଙ୍କ ପ୍ରତି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କେନ୍ଦ୍ରାପଡ଼ା,୨୯ା୯: ସି.ପି.ଆଇ.(ଏମ୍‌)ର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅମ୍ଳାନ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ କେନ୍ଦ୍ରାପଡା ପୈାରସଂସ୍ଥା ଟାଉନହଲ ପରିସରରେ ଏକ ଜିଲ୍ଲାସ୍ତରୀୟ ସର୍ବଦଳୀୟ…

କଲେଜ ଛତ୍ରୀଙ୍କ ଅତ୍ମହତ୍ୟା

ପଟ୍ଟାମୁଣ୍ଡାଇ ୨୯/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଂଚଳରେ ଜଣେ କଲେଜ ଛାତ୍ରୀ ରବିବାର ମଧ୍ୟାହ୍ନରେ ନିଜ ମାମୁଁ ଘରେ ଶାଢିଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ପଟ୍ଟାମୁଣ୍ଡାଇ ମହିଳା ମହାବିଦ୍ୟାଳୟ +୩ ଦିତୀୟ ବର୍ଷର ଛାତ୍ରୀ ବୋଲି…