ପୁରୁଣା ଗୋବରୀ ନଦୀ ଖନନ ପାଇଁ ଡ୍ରେନେଜକଟ ଯନ୍ତ୍ରୀଙ୍କ କ୍ଷେତ୍ର ପରିଦର୍ଶନ , ଡିପିଆର ପ୍ରସ୍ତୁତି

ପଟ୍ଟାମୁଣ୍ଡାଇ ୩୦/୯ – ପଟ୍ଟାମୁଣ୍ଡାଇ ସହର ଜଳ ନିଷ୍କାସନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସରକାର ଓ ପ୍ରଶାସନ ପଦକ୍ଷେପ ନେବା ଆରମ୍ଭ କରିଛି । ସାମାନ୍ୟ ବର୍ଷାରେ ଉବୁଟୁବୁ ହେଉଥିବା ପଟ୍ଟାମୁଣ୍ଡାଇ ସହର ଓ ପୌରାଂଚଳ ସ୍ଥିତି ଦିନକୁ ଦିନ…

ଅଭିଭାବକ ଓ ଶିକ୍ଷକ ସମାରୋହ

କେନ୍ଦ୍ରାପଡ଼ା,୩୦/୯: ଇନ୍ଦୁପୁରସ୍ଥିତ ବିରୂପା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି +୨ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ସହ ଅଭିଭାବକ ଓ ଶିକ୍ଷକମାନଙ୍କର ଏକ ସମାବେଶ ଅନୁଷ୍ଠିତ ହୋଇଥିଲା । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମାର୍ଗଦର୍ଶିକା…

ବିଜେଡି ସାଂଗଠନିକ ବୈଠକ

କେନ୍ଦ୍ରାପଡ଼ା,୩୦/୯: ଚଳିତବର୍ଷ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅଭିଯାନ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀଠାରୁ ଆରମ୍ଭ ହେବ । ସେହିପରି ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀଠାରୁ ବିଜୁ ଜନତା ଦଳ ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ…

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଶାସନର ପ୍ରସ୍ତୁତି ବୈଠକ , ଭଷାଣରେ ଭାଗନେବେ ୪୭ ମେଢ଼

କେନ୍ଦ୍ରାପଡ଼ା,୩୦ା୯: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସୋମବାର କେନ୍ଦ୍ରାପଡ଼ା ପୌରପାଳିକା ଟାଉନହଲ୍ ପରିସରରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା, ରାଜନଗର…

ନିପୁଣ ଓଡିଶା ମିଶନର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ ଜିଲ୍ଲା ଓ ମଣ୍ଡଳ ଶିକ୍ଷା ଅଧିକାରୀମାନେ ସ୍କୁଲ ପରିଦର୍ଶନ କରନ୍ତୁ

କେନ୍ଦ୍ରାପଡ଼ା, ୩୦ା୯: ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ନିପୁଣ ଓଡିଶା ମିଶନ-୨୦୨୪ର ଜିଲ୍ଲା ସ୍ତରୀୟ ଶୁଭ ଉନ୍ମୋଚନ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ…

ଜନ୍ମଦିନରେ କବିତା ପାଠୋତ୍ସବ

କେନ୍ଦ୍ରାପଡା ୨୯/୯: ପୂର୍ବାହ୍ନରେ ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନର ଚିରସବୁଜ ଅକ୍ଷୟ ମହାନ୍ତି କକ୍ଷରେ କବି ଭାବଗ୍ରାହୀ ପରିଡାଙ୍କ ଦ୍ୱାରା ସଂସ୍ଥାପକ ବାଣୀବିନୋଦ ସାହିତ୍ୟ ସେବା ନିକେତନ ଏବଂ କୋରୋସ୍ଥିତ ସତୀର୍ଥ ସାହିତ୍ୟ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ଶାରଦୀୟ କବିତା ପାଠୋତ୍ସବ…

ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୯/୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ମହାଲକ୍ଷ୍ମୀ ପୂଜା କମିଟିର ପ୍ରସ୍ତୁତି ବୈଠକ ଗୁଲନଗର ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସଭାପତି ନିତ୍ୟାନନ୍ଦ ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସଭାପତିଙ୍କ ନିଷ୍ପତ୍ତି କ୍ରମେ ଗଜଲକ୍ଷ୍ମୀ ପୂଜା କିପରି…