କେନ୍ଦ୍ରାପଡ଼ା, ୨୬ା୯: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଗାନ୍ଧୀ ଭବନ ପରିସରରେ ଜିଲ୍ଲା ସ୍ୱାମୀ ବିବେକାନନ୍ଦ ଲୋକ ସଂସଦର ଯୁବ ଶାଖା ଆନୁକୂଲ୍ୟରେ ଲୋକ ସଂସଦର ଉଦବୋଧନୀ ବକ୍ତୃତାମାଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଜିଲ୍ଲା ଲୋକ…
Month: September 2024
କଷଣଅଂଟା ହାଇସ୍କୁଲରେ ଆଇନ ସଚେତନତା ଶିବିର
ପଟ୍ଟାମୁଣ୍ଡାଇ ୨୬/୯ – ପଟ୍ଟାମୁଣ୍ଡାଇ ତାଲୁକ ଆଇନସେବା ସମିତି ପକ୍ଷରୁ ପକସୋ ଆଇନ ଉପରେ ଏକ ସଚେତନତା ଶିବିର କଷଣଅଂଟା ପଂଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୮ବର୍ଷରୁ କମ ବୟସର ପିଲାମାନେ ସମ୍ମୁଖୀନ ହେଉଥିବା ଶୋଷଣର…
ପୁରୁଣା ପେନସନ ଲାଗୁପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର
କେନ୍ଦ୍ରାପଡ଼ା, ୨୬ା୯ : ରାଜ୍ୟ ସରକାରଙ୍କ ଅଧିନରେ କାର୍ଯ୍ୟ କରି ଅବସର ନେଉଥିବା କର୍ମଚାରୀଙ୍କ ପାଇଁ ପୁରୁଣା ପେନସନ ବ୍ୟବସ୍ଥା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି। ପୁରୁଣା ପେନସନ ପାଇଁ ଜାତୀୟ ଆନ୍ଦୋଳନ, ଓଡିଶା,…
ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ଆଲୋଚନାଚକ୍ର
ପଟ୍ଟାମୁଣ୍ଡାଇ,୨୬/୯ -ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ମୂଲ୍ୟବୋଧ ଶିକ୍ଷା ଦୃଷ୍ଟିକୋଣରେ ଶିକ୍ଷକମାନଙ୍କ ଭୂମିକା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜ ଅଧ୍ୟାପିକା ଡ଼…
ବ୍ରାହ୍ମଣୀ ନଦୀବନ୍ଧ ପରିଦର୍ଶନକଲେ ଜଳସଂପଦ ବିଭାଗ ମୁଖ୍ୟଯନ୍ତ୍ରୀ
ପଟ୍ଟାମୁଣ୍ଡାଇ,୨୬/୯-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜଳସେଚନ ଉପଖଣ୍ଡ ଅଳଭା-୨ ନିମପୁର ଦେଇ ପ୍ରଭାବିତ ହେଉଥିବା ବ୍ରାହ୍ମଣୀ ନଦୀର ପୋଖରୀସାହି ନିକଟରେ ବୁଧବାର ନଦୀପଠାରୁ ଅତଡା ଖସି ବନ୍ଧ ପାଇଁ ବିପଦ ସୃଷ୍ଟି କରିଛି। ଏହି ବନ୍ଧ ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳ ସମେତ ରାଜନଗର…
ଗୁଲନଗର ପଞ୍ଚାୟତରେ ଉଦ୍ଘାଟିତ ହେଲା ନିଶୁଳ୍କ ଫିଜିଓଥେରାପି
କେନ୍ଦ୍ରାପଡ଼ା, ୨୬/୯: ବର୍ତ୍ତମାନ ବରିଷ୍ଟ ନାଗରିକ ହେଉ କିମ୍ବା ସାଧାରଣ ଲୋକମାନେ ହୁଅନ୍ତୁ ବିଭିନ୍ନ ପ୍ରକାର ରୋଗରେ ପିଡିତ ହେଉଛନ୍ତି । ବିଷେଶ କରି ପିଟି ଓ ଅଣ୍ଟା ଯନ୍ତ୍ରଣା, ମାଂସପେଶୀ ଜନିତ ଯନ୍ତ୍ରଣା, ସ୍ନାୟୁଗତ ସମସ୍ୟା,ପକ୍ଷଘାତ, ଗଣ୍ଠି ବ୍ୟଥା କିମ୍ବା…
ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର
କେନ୍ଦ୍ରାପଡ଼ା, ୨୫ା୯: କେନ୍ଦ୍ରାପଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଟିଇ ଏବଂ ଏସସିଇଆରଟି ସହାୟତାରେ ଏକ ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା…
ପାରିଶ୍ରମିକ ଦାବୀରେ ଜି ପି ଏଲ ଏଫ କର୍ମୀ ସଂଘର କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା
ପଟ୍ଟାମୁଣ୍ଡାଇ ୨୫/୯ -ଅଲ ଓଡିଶା ଜିପିଏଲଏଫ କର୍ମୀ ସଂଘ ଆହ୍ୱାନରେ ପଟ୍ଟାମୁଣ୍ଡାଇ ଜିପିଏଲଏଫ କର୍ମୀ ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଚ୍ଛି । ପଟ୍ଟାମୁଣ୍ଡାଇ ବ୍ଲକର ୬ଟି ସିଏସଏସ ଦୀର୍ଘ ୧୨ବର୍ଷ ଧରି ନୀରବଛିନ୍ନ ଭାବେ ବିଭିନ୍ନ ସରକାରୀ…
ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ଆଲୋଚନାଚକ୍ର
ପଟ୍ଟାମୁଣ୍ଡାଇ ୨୫/୯ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଓଡ଼ିଆ ଭାଷାର ଅସ୍ମିତା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ଗବେଷକ ଡ଼ ନୀଳମଣି ଲେଙ୍କା…
ଧସିଲା ବ୍ରହ୍ମଣୀ ନଦୀପଠା ନଦୀ ଗର୍ଭକୁ ଚାଲିଗଲା ୬୦ ଫୁଟରୁ ଅଧିକ ଲମ୍ବର ମାଟି ଅତଡା, ଆତଙ୍କରେ ସ୍ଥାନୀୟ ଲୋକେ , ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ଅଧିକାରୀ
ପଟ୍ଟାମୁଣ୍ଡାଇ ୨୫/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଜଳସେଚନ ଉପଖଣ୍ଡ ଅଳଭା-୨ ନିମପୁର ଦେଇ ପ୍ରଭାବିତ ହେଉଥିବା ବ୍ରାହ୍ମଣୀ ନଦୀର ପୋଖରୀସାହି ନିକଟରେ ୬୦ ଫୁଟରୁ ଅଧିକ ଲମ୍ବର ମାଟି ଅତଡା ଧସି ନଦୀ ଗର୍ଭରେ ମିଶି ଯାଇଛି । ଫଳରେ ଆଖପାଖ…
ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ସାଂସ୍କୃତିକ ମହୋତ୍ସବ ଉଦଯାପିତ
କେନ୍ଦ୍ରାପଡ଼ା,୨୪ା୯: କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆରେ ଚାଲିଥିବା ଜିଲ୍ଲାସ୍ତରୀୟ ବିକାଶ ମେଳା ଏବଂ ସାଂସ୍କୃତିକ ମହୋତ୍ସବ ମଙ୍ଗଳବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ତିନିଦିନ ଧରି ରାଜ୍ୟ ସରକାରଙ୍କ ପ୍ରଣୀତ ଯୋଜନା ସମ୍ପର୍କରେ ଜନ ସଚେତନତା ସୃଷ୍ଟି…
ଗାଈ କ୍ଷୀର, ଗୋବର ଏବଂ ମୂତ୍ରରେ ପ୍ଲାଷ୍ଟିକ୍ କଣିକା , ମିିଳୁନି ଗୋଚାରଣ ଭୂମି , ଗାଇଗୋରୁ ଖାଉଛନ୍ତି ପ୍ଲାଷ୍ଟିକ ବ୍ୟାଗ ଅଳିଆ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବହୁଳ ପଲିଥିନ ପ୍ଲାଷ୍ଟିକ୍ ବର୍ଜ୍ୟ ଲୋକମାନଙ୍କ ପାଇଁ ଅଭିଶାପ ପାଲଟିଛି। ପ୍ଲାଷ୍ଟିକ୍ର ମାତ୍ରାଧିକ ବ୍ୟବହାର ଯୋଗୁ ଏହା ବାର୍ଯ୍ୟବସ୍ତୁରେ ପରିଣତ ହୋଇ ଚାରିଆଡେ ପଡିରହୁଛି । ଏହା ଦ୍ୱାରା ଗାଇଗୋରୁ ଛେଳିମାଣ୍ଢା ପ୍ରଭୁତି ପ୍ରଣୀ ମାନେ…
କଳସପୂଜା ଘାଟରେ ଜାଲିବ୍ୟବସ୍ଥା, କୁମ୍ଭୀର ପାଇଁ ସତର୍କତା, ଶାରଦୀୟ ଦୂର୍ଗା ପାଇଁ ତହସିଲରେ ଶାନ୍ତି କମିଟି ବୈଠକ
ପଟ୍ଟାମୁଣ୍ଡାଇ ୨୪/୯ ଜମିଦାର ଅମଳରୁ ପଟ୍ଟାମୁଣ୍ଡାଇରେ ପ୍ରଚଳିତ ହୋଇଆସୁଥିବା ଗଣପର୍ବ ଦୂର୍ଗାପୂଜା କେନ୍ଦ୍ରାପଡା ଜିଲ୍ଲାର ସର୍ବପୁରାତନ ସାଂସ୍କୃତିକ ପର୍ବ । ଏହି ପର୍ବକୁ ପୁରୁଷ ପୁରୁଷ ଧରି ପଟ୍ଟାମୁଣ୍ଡାଇବାସୀ ଗଣପର୍ବ ଭାବେ ପାଳନ କରି ଆସୁ ଥିବା ବେଳେ ଏହି ଉତ୍ସବର…
ଦୁଇ ପରିବାରରେ ଗଣ୍ଡଗୋଳ , ୩ ଗୁରୁତର,ଗୁହାଳପୋଡି ଓ ଗୋରୁ ଆହତ
ଡେରାବିଶ ୨୪/୯ ବେବର୍ତା ଅଜୟ ଦାସ-କେନ୍ଦ୍ରାପଡା ସଦର ଥାନା ଅଧିନ ଡେରାବିଶ ବ୍ଲକ ଜଅଁରାବାରିମୁଳ ପଂଚାୟତ ତେରମା ଗ୍ରାମରେ ଜମି ଭାଗବଂଟାକୁ ନେଇ ମଙ୍ଗଳବାର ରାତ୍ର ସାଢେ ୮ ବେଳେ ଗଣ୍ଡଗଳେ ଘଟି ୨ ଟି ପରିବାର ମଧ୍ୟରେ ୩ ଜଣ…
ନବ ନିର୍ବାଚିତ ଜିଲ୍ଲା ଓଷ୍ଟାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ
କେନ୍ଦ୍ରାପଡ଼ା,୨୩ା୯: ନବ ନିର୍ବାଚିତ ଜିଲ୍ଲା ଓଷ୍ଟାର ପ୍ରଥମ କାର୍ଯ୍ୟକାରିିଣୀ ବୈଠକ ସଭାପତି ଅଶୋକ କୁମାର ପରିଡାଙ୍କ ସଭାପତିତ୍ୱରେ କେନ୍ଦ୍ରାପଡା ବ୍ଲକ ଅଧିନ କୁତୁରଙ୍ଗ ପଞ୍ଚାୟତ ସିଦ୍ଧ ସେଢୁଆ ମହାପୁରୁଷ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ନୂତନ ରୂପେ ଦାୟିତ୍ୱ ଗ୍ରହଣ…
ଶ୍ରମିକ ସଂଗଠନ ପକ୍ଷରୁ କଳା ଦିବସ ପାଳିତ
କେନ୍ଦ୍ରାପଡ଼ା, ୨୩ା୯: ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ସୋମବାର କଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଶ୍ରମିକ ସଂଗଠନର ନେତାମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନେ ଦର୍ଶାଇଥିଲେ ଯେ ୨୦୧୯ ଶ୍ରମ ଆଇନ, ୨୦୨୦ ଶିଳ୍ପ…
ପଟ୍ଟାମୁଣ୍ଡାଇ ବ୍ଲକରେ ମିଳିତ ଜନଶୁଣାଣୀ ଶିବିର ୮୫ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ
ପଟ୍ଟାମୁଣ୍ଡାଇ ୨୩/୯ -ପଟ୍ଟାମୁଣ୍ଡାଇ ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ, ଏସପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ ତଥା ପିଡ଼ି ନିଲୁ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣା, ଶିକ୍ଷକ ଗିରଫ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଏକ ପ୍ରାଥମିକ ସ୍କୁଲରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି । ଏହି ଘଟଣା ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳରେ ଆଲୋଡନ ସୃଷ୍ଟି କରିବା…
ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦ୍ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡ଼ା,୨୨ା୯: ୨୦୩୬ ସୁଦ୍ଧା ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଓ ବିକଶିତ ଓଡ଼ିଶାର ଅଭ୍ୟୁଦୟ ଏବଂ ରାଜ୍ୟ ସରକାରଙ୍କ୧୦୦ଦିନର ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆରେ ରବିବାର ଜିଲ୍ଲାସ୍ତରୀୟ ବିକାଶ ମେଳା ଏବଂ ସାଂସ୍କୃତିକ ମହୋତ୍ସବ-୨୦୨୪ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ…
ଜିଲ୍ଲା ସ୍ତରୀୟ ହିନ୍ଦୀ ଦିବସ ସମାରୋହ ଓ ସମ୍ବର୍ଦ୍ଧନା ପର୍ବ
କେନ୍ଦ୍ରାପଡ଼ା, ୨୨ା୯: କେନ୍ଦ୍ରାପଡା ଜିଲ୍ଲା ହିନ୍ଦୀ ଶିକ୍ଷକ ସଙ୍ଘ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ହିନ୍ଦୀ ଦିବସ ସମାରୋହ ଓ ସମ୍ବର୍ଦ୍ଧନା ପର୍ବ ସ୍ଥାନୀୟ ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଙ୍ଘ ସଭାପତି ଅକ୍ଷୟ କୁମାର ନାୟକଙ୍କ…
ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବୈଠକ
ପଟାମୁଣ୍ଡାଇ ୨୧/୯ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହରେ ପୁରାତନ ଛାତ୍ର ସଂସଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯୋଧନ ପରିଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ଛାତ୍ରୀଙ୍କୁ ଅସଦାଚରଣ କରି ଛେଚା ଖାଇଲେ ଶିକ୍ଷକ
ପଟ୍ଟାମୁଣ୍ଡାଇ ୨୧/୯-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଂଚଳରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଏକ ନିର୍ଦ୍ଦିଷ୍ଟ ସ୍କୁଲର ଶିକ୍ଷକଙ୍କୁ ଅଭିଭାବକ ଓ ଗ୍ରାମବାସୀ ଅଟକ ରଖି ମାଡମାରିଥିଲେ । କୌଣସି ସୂତ୍ରରୁ ଖବର ପାଇ ଗ୍ରାମାଂଚଳ…
ଜିଲ୍ଲା ବିକାଶ ମେଳାରେ ସାଂସ୍କୃତିକ ଦଳକୁ ଅବହେଳା ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡ଼ା,୨୧ା୯: କେନ୍ଦ୍ରାପଡା ଜିଲ୍ଲା ସଂସ୍କୃତି ବିଭାଗର କେତେକ ମୁଷ୍ଟିମେୟ ସାଂସ୍କୃତିକ ଦଳକୁ ପୂର୍ବ ସରକାରଙ୍କ ସମୟରୁ ଲଗାତର ନୃତ୍ୟ ଓ ସଙ୍ଗୀତ ପରିବେଷଣ ପାଇଁ ସୁଯୋଗ ଦେଇଆସୁଥିବା ବେଳେ ବର୍ତ୍ତମାନ କେନ୍ଦ୍ରାପଡା ଜିଲ୍ଲାସ୍ତରୀୟ ବିକାଶ ମେଳା ଯାହାକି କେନ୍ଦ୍ରାପଡା କଲେଜରେ ୨୨ତାରିଖରୁ…
କେନ୍ଦ୍ରାପଡା ପୌର ପରିଷଦ ସ୍ୱାସ୍ଥ୍ୟ ଶିବିର
କେନ୍ଦ୍ରାପଡା,୨୦/୯: ପ୍ରତିବର୍ଷ ପରି ଚଳିତବର୍ଷ କେନ୍ଦ୍ରାପଡା ପୌର ପରିଷଦ ଆନୁକୂଲ୍ୟରେ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ସ୍ୱଚ୍ଛତା ହିଁ ସେବା ଏହି ପରିପ୍ରେକ୍ଷୀରେ ସେପ୍ଟେମ୍ବର ୧୭ତାରିଖରୁ ଅକ୍ଟୋବର ୧ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ…










