ଶତାୟୁ ସ୍ୱାଧୀନତା ସଂଗ୍ରାମୀଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୬ା୯: ଶତାୟୁ ସ୍ୱାଧୀନତା ସଂଗ୍ରାମୀ ତଥା କେନ୍ଦ୍ରାପଡା ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ଉପସଭାପତି ଫକିର ମୋହନ ଦାସଙ୍କର ୧୦୧ବର୍ଷ ବୟସରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଅପରାହ୍ନ ୩ଟା ୧୮ମିନିଟରେ ଦେହାନ୍ତ ହୋଇଯାଇଛି। ପୂର୍ବରୁ ସ୍ୱର୍ଗତ ଦାସ ମୁତ୍ର…

ପଟ୍ଟାମୁଣ୍ଡାଇରେ ଇଦ ମିଲାଦୁନ ନବି ପାଳିତ

ପଟ୍ଟାମୁଣ୍ଡାଇ -ପଟ୍ଟାମୁଣ୍ଡାଇ ଅଂଚଳରେ ପବିତ୍ର ଇସଲାମ ଧର୍ମର ମହାନ ପ୍ରବର୍ତକ ହଜରତ ମହମଦଙ୍କ ଜନ୍ମ ଦିବସ ଇଦ ମିଲାଦୁନ ନବି ସମାରୋହରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି । ପୌରାଂଚଳର ୧୧ନଂ ୱାର୍ଡ ସଂଖ୍ୟାଲଘୁ ବସ୍ତିର ମଦ୍ରାସା ନିକଟରୁ…

କାଶତଣ୍ଡିର ସୁଗନ୍ଧ ନଥାଏ ସିନା ରୂପ ଭାରି ମନଲୋଭା

କେନ୍ଦ୍ରାପଡା ୧୫/୯ -ଋତୁଚକ୍ର ପରିବର୍ତନର ତାଳେତାଳେ ବଦଳିଥାଏ ପ୍ରକୃତିର ଚିତ୍ର । ଶରତର ଆଗମନରେ ପାର୍ବଣର ବାର୍ତା ନେଇ ଧରା ପୃଷ୍ଠରେ ଧୋବ ଫରଫର କାଶତଣ୍ଡୀ ଫୁଲ ପବନର ଝିପି ଝିପି ବର୍ଷାରେ ସତେ ଯେମିତି ପସରା ମେଲି ଦୋଳି ଖେଳୁଛି।…

କେନ୍ଦ୍ରାପଡ଼ା ଜିଲ୍ଲା ଓଷ୍ଟାର ନବମ ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୫/୯: କେନ୍ଦ୍ରାପଡା ଜିଲ୍ଲା ଓଷ୍ଟାର ନବମ ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲା ସଭାପତି ପ୍ରମୋଦ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ପ୍ରାକ୍ତନ ମନ୍ତ୍ରୀ ତଥା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ଉତ୍ସବକୁ…

ତୁଳସୀ ମହୋତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା,୧୫/୯: ତୁଳସୀକ୍ଷେତ୍ର କେନ୍ଦ୍ରାପଡାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଏବଂ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ସହାୟତାରେ ଗତ ୨ ଦିନ ଧରି ଗରାପୁର ସ୍ୱୟଂସିଦ୍ଧା କଣ୍ଟିନେଣ୍ଟାଲ ପରିସରରେ ୨ୟ ବାର୍ଷିକ ତୁଳସୀ ମହୋତ୍ସବ-୨୦୨୩-୨୪ ଶନିବାର ରାତିରେ…

ଅନାମବନ୍ଧୁ ଧଳଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା,୧୫ା୯: କେନ୍ଦ୍ରାପଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ସ୍ୱର୍ଗତ ଅନାମବନ୍ଧୁ ଧଳଙ୍କ ୪ର୍ଥ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର କପାଳେଶ୍ୱର ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନାମବନ୍ଧୁ ଧଳ ସ୍ମୃତି ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ମୃତି ପରିଷଦର…

ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇତା ୧୫/୯-ରାଜ୍ୟ ସରକାରଙ୍କ ବହୁ ଚର୍ଚିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ସୁଭଦ୍ରା ସମ୍ପର୍କରେ ଜନସଚେତନତା ସୃଷ୍ଟି ଲଗି ସାରା ରାଜ୍ୟରେ ସୁଭଦ୍ରା ସ୍ୱାଗତ ଶୋଭାଯାତ୍ରା ଆୟୋଜିତ ହୋଇଛି । ଏହି କ୍ରମରେ ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ସୁଭଦ୍ରା ସ୍ୱାଗତ…

କେନ୍ଦ୍ରାପଡାରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆୟୋଜିତ

କେନ୍ଦ୍ରାପଡ଼ା,୧୫ା୯: ଓଡ଼ିଶାର ମା’ ଭଉଣୀମାନଙ୍କୁ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ସ୍ୱାବଲମ୍ବୀ ତଥା ସଶକ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ମହତାକାଂକ୍ଷୀ ସୁଭଦ୍ରା ଯୋଜନାର ବହୁଳ ପ୍ରଚାର ପ୍ରସାର କରିବା ନିମନ୍ତେ ରବିବାର କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଦର…

ଓଡିଶା ପ୍ରାଥମିକ ଶିକ୍ଷକ ସଙ୍ଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୪ା୯: ଓଡିଶା ପ୍ରାଥମିକ ଶିକ୍ଷକ ସଂଘ କେନ୍ଦ୍ରାପଡା ବ୍ଲକର ସାମ୍ବିଧାନିକ ସମ୍ମିଳନୀ ଜିଲ୍ଲା ସଂଘର ସଭାପତି ଅନନ୍ତ କୁମାର ପରିଡାଙ୍କ ସଭାପତିତ୍ୱରେ ଗରାପୁରସ୍ଥ ଶିକ୍ଷକ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପୂର୍ବତନ ସଭାପତି ବିଶ୍ୱବଂଧୁ ଜେନା, ପୂର୍ବତନ ସମ୍ପାଦକ ଶେକ…

ପୋଖରୀରୁ କୁମ୍ଭୀରକୁ ଧରି ବାନ୍ଧି ରଖିଲେ ଲୋକେ

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ କୌଶଳ କ୍ରମେ ଗ୍ରାମବାସୀ କୁମ୍ଭୀରକୁ ଧରି ପୋଖରୀ କୂଳରେ ବାନ୍ଧି ରଖିଛନ୍ତି। ଖବର ପାଇଁ ବନ…

କେନ୍ଦ୍ରାପଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୧୪ା୯: ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲାଜଜ୍ ବିଶ୍ୱଜିତ୍ ମହାନ୍ତିଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହାକୁ…

ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ ଦେଶକୁ ଗୋଟିଏ ସୁତ୍ରରେ ବାନ୍ଧି ରଖିବାର କ୍ଷମତା ରହିଛି ହିନ୍ଦୀ ଭାଷାର

କେନ୍ଦ୍ରାପଡ଼ା,୧୪ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁରସ୍ଥିତ ସରସ୍ୱତୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକକୁ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ଜେନା ପରିଚାଳନା କରିଥିଲେ। ଛାତ୍ରଛାତ୍ରୀମାନଙ୍କ…

ପ୍ରାଥମିକ ଚିକିତ୍ସା ଅଭାବରୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଯାଇଥାଏ : ଏମ ଏନ ହାଇସ୍କୁଲରେ ହିନ୍ଦି ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଛତା ପକ୍ଷ ପାଳିତ

ପଟ୍ଟାମୁଣ୍ଡାଇ ତା ୧୪/୯-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲ ଠାରେ ହିନ୍ଦି ଦିବସ, ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ଓ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି ଓ ଏହି ଉପଲକ୍ଷେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁଜୟ କୁମାର ରାଉତରାୟଙ୍କ…

ଶିକ୍ଷା ପଦ୍ଧତିରେ ସମାଜ ସଂସ୍କାର- ଶ୍ରୀମା

କେନ୍ଦ୍ରାପଡ଼ା, ୧୪ା୯: ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟ ସ୍ୱରୂପାନନ୍ଦ ସରସ୍ୱତୀ ବନମାଳିପୁର ପଞ୍ଚାୟତର ଚଣ୍ଡିଆ ଗ୍ରାମର ଏକ ସ୍କୁଲରେ ଶିକ୍ଷା ପଦ୍ଧତିରେ ସମାଜ ସଂସ୍କାର ଓ ଯୁବପିଢି ଏବଂ ଛୋଟ ବଡ ପିଲାମାନଙ୍କୁ ଶିକ୍ଷା ଓ ନୈତିକ ଶିକ୍ଷାର…

ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ବିଏମସିରେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୧୪/୯- ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ଆସନ୍ତା ୧୭ ତାରିଖ ମଙ୍ଗଳବାର ଦିନ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ। ବିଏମସି ଅଂଚଳରେ ଥିବା ସବୁ ସ୍କୁଲ-କଲେଜ ଛୁଟି ରହିବ ସହ ବିଏମସି ଅନ୍ତର୍ଗତ…

ଗୀତିକବି ସୁଶାନ୍ତ ପାଣିଙ୍କୁ ଗୁରୁ ସମ୍ମାନ

ପଟ୍ଟାମୁଣ୍ଡାଇ ତା ୧୩/୯-ଓଡିଶାର ପ୍ରମୁଖ ପଞ୍ଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ପ୍ରତିଷ୍ଠାତା ସଭାପତି ଗୀତିକବି ସୁଶାନ୍ତ ପାଣିଙ୍କୁ ଓଡିଶୀ ନୃତ୍ୟ ସଂଗୀତର ପ୍ରଚାର ପ୍ରସାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପବିତ୍ର ଗୁରୁ ଦିବସ ଅବସରରେ ସମ୍ମାନଜନକ…

କାଳିଆ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା , ଅଯୋଗ୍ୟ ହିତାଧିକାରୀ ଫେରାଇବେ ଟଙ୍କା …

ଭୁବନେଶ୍ୱର,୧୩।୯-କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୦୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର ଟଙ୍କା…

ସି.ପି.ଆଇ. ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଜନ ସମସ୍ୟାର ସମାଧାନ ପାଇଁ ଦାବି

କେନ୍ଦ୍ରାପଡ଼ା, ୧୩ା୯: ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଜନସାଧାରଣଙ୍କ ଜୀବନ ଜୀବିକାର ସମସ୍ୟା ସମାଧାନ ହେବା ପରିବର୍ତ୍ତେ କ୍ରମେ ସଙ୍ଗୀନ ଆକାର ଧାରଣ କରୁଛି । ନୂଆ ସରକାର ଗାଦୀସୀନ ହେବାପରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ରର ଲଗାମ ହୀନ ଭାବେ…

୨୧ରେ ‘ଓଡ଼ିଶା ଜର୍ନାଲିଜିମ୍‌‌ ଆୱାର୍ଡ’: ଜାଣନ୍ତୁ କାହାକୁ ମିଳିବ ପୁରସ୍କାର

  ପଲ୍ଲୀବାଣୀ ମିଶନ ପକ୍ଷରୁ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସଭାଗୃହରେ ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଅବସରରେ ଏନ୍‌ଡି…

୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୩।୯-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହି ସମୟରେ ସମସ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପ୍ରଧାନମନ୍ତ୍ରୀ…

ମାର୍କ୍ସବାଦୀ ଦାର୍ଶନିକ ବିଶିଷ୍ଟ ରାଜନେତା ସୀତାରାମ ୟେଚୁରୀଙ୍କ ବିୟୋଗରେ ସିପିଆଇ(ଏମ୍‌)ର ଶୋକ

କେନ୍ଦ୍ରାପଡ଼ା,୧୩ା୯: ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ)ର ସର୍ବଭାରତୀୟ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅକାଳ ବିୟୋଗରେ ସିପିଆଇ(ଏମ୍‌) କେନ୍ଦ୍ରାପଡ଼ା ଜିଲ୍ଲା କମିଟି ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଫୁସଫୁସ ସଂକ୍ରମଣ ଜନିତ ରୋଗରେ ଗୁରୁତର ଭାବେ ଆକ୍ରାନ୍ତ ହୋଇ ୭୨ବର୍ଷ ବୟସରେ…

ବେଲପାଳ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

କେନ୍ଦ୍ରାପଡ଼ା, ୧୩ା୯: କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ ବେଲପାଳ ଗ୍ରାମ ପଞ୍ଚାୟତର ସରପଞ୍ଚ ତିଳୋତ୍ତମା ବରାଳଙ୍କୁ ବହିଷ୍କାର କରିବା ପାଇଁ ପଞ୍ଚାୟତର ୱାର୍ଡ ସଭ୍ୟ/ସଭ୍ୟାମାନେ ଉପଜିଲ୍ଲାପାଳଙ୍କ ନିକଟରେ ଉପସ୍ଥିତ ହୋଇ ପ୍ରସ୍ତାବ ଆଗତ କରିଛନ୍ତି। ୱାର୍ଡ ସଭ୍ୟ/ସଭ୍ୟାମାନେ ସେମାନଙ୍କ ଅଭିଯୋଗରେ…

କେନ୍ଦ୍ରାପଡ଼ା ମହାବିଦ୍ୟାଳୟରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ନିକଟରେ ପୁରାତନ ଛାତ୍ରଙ୍କ ଦାବି

କେନ୍ଦ୍ରାପଡ଼ା,୧୩ା୯: କେନ୍ଦ୍ରାପଡ଼ା ଜିଲାର ସର୍ବପୁରାତନ ମହାବିଦ୍ୟାଳୟ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ପୁରାତନ ଛାତ୍ରମାନେ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି। ସେମାନେ ଏ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏଥିରେ ଉଲ୍ଲେଖ କରିଛନ୍ତି…

ପ୍ରାଣୀ ଜଗତ ଓ ଉଦ୍ଭିଦ ଜଗତ ପରସ୍ପର ପରିପୁରକ, ବରିଷ୍ଠ ନାଗରିକ ମଂଚର ଚାରାରୋପଣ କାର୍ଯ୍ୟକ୍ରମ

କେନ୍ଦ୍ରାପଡା , ପଟ୍ଟାମୁଣ୍ଡାଇ ୧୩/୯ -ଦିନକୁ ଦିନ ବହୁସଂଖ୍ୟାରେ ଗଛକଟା ହେବା ଯୋଗୁ ଜଙ୍ଗଲ ଧ୍ୱଂସ ହେଉଛି। ଏଥିଯୋଗୁ ପ୍ରକୃତି ତା’ର ଭାରସାମ୍ୟ ହରାଇବାକୁ ବସିଲାଣି। ପରିବେଶ ସନ୍ତୁଳନରେ ବାଧା ବି ଉପୁଜିଲାଣି। ମଣିଷ ଜୀବନ ପାଇଁ ବୃକ୍ଷ କେତେ ଗୁରୁତ୍ୱପୂର୍ଣ୍ଣ…