କଲେକ୍ଟରେଟର ବଡବାବୁ କିଶୋର କରଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୨ା୯:କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ର ପୂର୍ବତନ ଅବସର ପ୍ରାପ୍ତ ବଡବାବୁ କିଶୋର ଚନ୍ଦ୍ର କରଙ୍କ ପରଲୋକ ହୋଇଯାଇଛି । ସେ କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ରାଜସ୍ୱ ବିଭାଗର ଜଣେ ଦକ୍ଷ କର୍ମଚାରୀ ଭାବରେ ନିଷ୍ଠାର ସହ ଦାୟିତ୍ୱ ତୁଲାଉ ଥିଲେ ।…

କୂଳସାହିରେ ଗଣେଶ ମୂର୍ତି ଭସାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ,ଫାଣ୍ଡିରେ ଦୁଇଟି ଏତଲା, ୫ଆହତ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧିନ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ପେଣ୍ଠପାଳ ପଂଚାୟତ କୁଳସାହି ଗ୍ରାମରେ ଗତକାଲି ରାତିରେ ଗଣେଶ ମୂର୍ତି ଭସାଣି ଓ ଶୋଭାଯାତ୍ରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପକ୍ଷର ୫ଜଣ ଆହତ ହୋଇଛନ୍ତି…

ଚୋରା ମଦ ଧରିବାକୁ ଯାଇ ଅବକାରୀ ବିଭାଗ ହଟହଟା , ଗାଡି ଅଟକ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ତଳପଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚୋରାମଦ କାରବାର ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ ଅବକାରୀ ଟିମ୍ ଚଢାଉ କରି ଧମକ ଚମକ ଦେବା ସହିତ ଆସବାବପତ୍ର ଭଙ୍ଗା…

ଅଧା ପନ୍ତରିଆ ହୋଇ ପଡିରହିଛି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା

କେନ୍ଦ୍ରାପଡ଼ା,୧୨/୯: ତରାଣ୍ଡୋ ଭାୟା ବଉଳବିହାର ଖଇରବାଦ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ୧୧/୧୦/୨୦୨୨ରେ ଫଳକ ଲଗାଇବା ଏକବର୍ଷ ପରେ କାମ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ମଧ୍ୟ ଶେଷ ହୋଇପାରିଲା ନାହିଁ । ଯଦି ସରକାରୀ ନିୟମ ଅନୁଯାୟୀ ଉକ୍ତ…

ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ୫କିଲୋମିଟର ବ୍ୟାପୀ ତାଳମଞ୍ଜି ରୋପଣ

କେନ୍ଦ୍ରାପଡା ୧୧/୯ – କେନ୍ଦ୍ରାପଡାର ଅଗ୍ରଣୀ ବିନା ସରକାରୀ ସହାୟତାରେ ଗଢିଉଠିଥିବା “ମୁଡ୍‌” ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ନିକିରାଇ ମଠସାହିସ୍ଥିତ ୮ ନମ୍ବର ଶାଖା କେନାଲର ଦୁଇ ପାଶ୍ୱର୍ରେ ୫କିଲୋମିଟର ବ୍ୟାପୀ ତାଳମଞ୍ଜି ମୁଡ୍‌ର ସଭାପତି ତଥା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ…

ହୀନ ରାଜନୈତିକ ଉଦ୍ଦେଶ୍ୟରେ ବରୁଣା ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଅସ୍ଥିରତା ସୃଷ୍ଟି ପାଇଁ ଉଦ୍ୟମ ଅଭିଯୋଗ

କେନ୍ଦ୍ରାପଡ଼ା, ୧୧ା୯: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ବରୁଣା ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରାଯାଉଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ସମିତିର ସଦସ୍ୟମାନେ ଅଭିଯୋଗ କରିଛନ୍ତି ଯେ ଏହି…

ସ୍ୱଚ୍ଛ ନିର୍ବାଚନ ପାଇଁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ଆବଶ୍ୟକ- ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୧୧ା୯: ଭୋଟର ତାଲିକାରେ ରହିଥିବା ତ୍ରୁଟିର ସଂଶୋଧନ ପାଇଁ ଆଜି ଜିଲ୍ଲା ସଂସ୍କୃତି ଭବନରେ ତିନିଦିନିଆ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ – ୨୦୨୫ ନିମନ୍ତେ ବୁଥସ୍ତରୀୟ ଅଧିକାରୀମାନଙ୍କ କର୍ମଶାଳା ତଥା ତାଲିମ୍ ଶିବିର ଜିଲ୍ଲାପାଳ ତଥା ଜିଲ୍ଲା…

କେନ୍ଦ୍ରାପଡା ଶ୍ରମ କାର୍ଯ୍ୟାଳୟର ଦୁର୍ନୀତିଗ୍ରସ୍ଥ ଡବ୍ଲ.ୁସି.ଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲା ପୂର୍ବ ଓଡିଶା ନିର୍ମାଣ ଶ୍ରମିକ ସଂଘ

କେନ୍ଦ୍ରାପଡ଼ା,୧୦ା୯: କେନ୍ଦ୍ରାପଡା ଶ୍ରମ କାର୍ଯ୍ୟାଳୟର ଦୁର୍ନୀତି ଅଧୁନା ଚରମ ସୀମାରେ ପହଞ୍ôଚଛି । ଅତୀତରେ ଉଦାହରଣ ଅଛି ଯେ ବଞ୍ôଚଥିବା ଲୋକଙ୍କୁ ମୃତ ଘୋଷଣା କରି ତା ନାଁରେ ଲକ୍ଷ ଲକ୍ଷ ଟଙ୍କା ହଡପ ହୋଇଥିଲା । ଜିଲ୍ଲା ଶ୍ରମିକ ସଂଗଠନ…

ଡିଲରଙ୍କ ମନମାନି ଯୋଗୁଁ ୮୫ ବର୍ଷର ବୃଦ୍ଧ ରାସନରୁ ବଞ୍ଚିତ

କେନ୍ଦ୍ରାପଡ଼ା,୯ା୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ଏଣ୍ଡର ଗ୍ରାମରେ ଖାଉଟି ଦୋକାନୀଙ୍କ ମନମାନି ଯୋଗୁଁ ଜନୈକ ୮୫ ବର୍ଷର ବୃଦ୍ଧ ରାସନ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ରାସନରୁ ବଞ୍ଚିତ ହୋଇଥିବା ବରିଷ୍ଠ ନାଗରିକ ଜଣକ ହେଉଛନ୍ତି ଏଣ୍ଡର…

କପାଳେଶ୍ୱର ଓ ଗୁଲନଗର ପଞ୍ଚାୟତ ସହରକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଜମୁଛି ପଚାପାଣି ଗାଁ ଲୋକେ ହେଲେଣି ଅତିଷ୍ଟ

କେନ୍ଦ୍ରାପଡ଼ା, ୯/୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଓ ଗୁଲନଗର ପଞ୍ଚାୟତର ଅଧିବାସୀମାନେ ହନୁମାନ ମନ୍ଦିରଠାରୁ ଗରାପୁର ଭିଆଇପି ରୋଡ଼ କାଳୀମନ୍ଦିର ଛକକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଜମୁଛି ଦୀର୍ଘଦିନର ପଚା ବର୍ଷାପାଣି । ଉକ୍ତ ରାସ୍ତାଦେଇ କପାଳେଶ୍ୱର ଏବଂ ଗୁଲନଗର…

ତୁଳସୀକ୍ଷେତ୍ର ପଣ୍ଡିତ ସଭାର ତାଳମଞ୍ଜି ରୋପଣ

କେନ୍ଦ୍ରାପଡ଼ା,୯ା୯: ଦେ’ପୁରର ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଆଞ୍ଚଳିକ ପରିବେଶ ସଚେତନ ପରିଷଦର ମିଳିତ ଆନୁକୂଲ୍ୟରେ ଦେ’ପୁର ସରସ୍ୱତୀ ଉଚ୍ଚ ବିଦ୍ୟାଳୟଠାରୁ ବରୁଣେଇ ଠାକୁରାଣୀ ପର୍ଯ୍ୟନ୍ତ ଦୀର୍ଘ ୨ କିଲୋମିଟର ଲମ୍ବମାନ ମାର୍ଗର ଉଭୟ ପାଶ୍ୱର୍ରେ ନାନା ବୃକ୍ଷ ତଥା ତାଳମଞ୍ଜି…

ବାଇକ ପୋଡି ଘଟଣାର ଗିରଫ ଅଭିଯୁକ୍ତ ଥାନାରୁ ଫେରାର

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ରାବିବାର ରାତି ସାଢେ ୭ ରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେରୋହି ଗାଁର ଳୀଳାଇ ସ୍ୱାଇଁ ବୋଲି ଜଣାପଡିଛି। ଦୁଇ ଜଣ ସାଙ୍ଗକୁ…

ପୁନର୍ବାସ ପକ୍ଷରୁ ମେଗା ଫିଜିଓଥେରାପି ଶିବିର

କେନ୍ଦ୍ରାପଡ଼ା,୮ା୯:ବିଶ୍ୱ ଫିଜିଓଥେରାପି ଦିବସ ଅବସରରେ ପୁନର୍ବାସ ଏବଂ ନିରତାର, ଓଲଟପୁରର ସ୍ନାତକୋର ଫିଜିଓଥେରାପି ବିଭାଗର ସହଯୋଗରେ ଏକ ମେଗା ଫିଜିଓଥେରାପି ଶିବିର ସହରର ମାଧପୁରସ୍ଥିତ ଅମର ଉଦ୍ୟାନରେ ଅନୁଷ୍ଠିତ ହୋଇ ଯାଇଛି। ଫିଜିଓଥେରାପି ଆମର ପରିବର୍ତ୍ତିତ ଜୀବନଶୈଳୀଗତ ଅଭ୍ୟାସରୁ ଉତ୍ପନ୍ନ ପୀଡାଠାରୁ…

ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଅଂଚଳିକ ପରିବେଶ ସଚେତନ ପରିଷଦ ପକ୍ଷରୁ ତାଳ ମଞ୍ଜି ରୋପଣ

କେନ୍ଦ୍ରାପଡ଼ା, ୮ା୯: ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଦେପୁର ଆଂଚଳିକ ପରିବେଶ ସଚେତନ ପରିଷଦର ମିଳିତ ଆନୁକୁଲ୍ୟରେ ତାଳ ମଞ୍ଜି ରୋପଣ କରାଯାଇଛି। ଦେପୁର ସରସ୍ୱତୀ ଉଚ୍ଚବିଦ୍ୟାଳୟ ଠାରୁ ବରୁଣେଇ ଠାକୁରାଣୀ ପର୍ଯ୍ୟନ୍ତ ପ୍ରାୟ ୨ କି.ମି. ରାସ୍ତାର ଉଭୟ ପାଶ୍ୱର୍ରେ…

ଆଶ୍ରମରେ ଶିବାନନ୍ଦଙ୍କ ଜୟନ୍ତୀ ଉତ୍ସବ

କେନ୍ଦ୍ରାପଡ଼ା,୮ା୯: ବିଶ୍ୱ ଦିବ୍ୟଜୀବନ ସଂଘର ପ୍ରତିଷ୍ଠାତା ସଦ୍‌ଗୁରୁ ଦେବ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ୧୩୭ତମ ଜନ୍ମଜୟନ୍ତୀ କେନ୍ଦ୍ରାପଡାର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆଜି ପ୍ରଭାତରୁ ନଗର ପରିକ୍ରମା, ସଂକୀର୍ତ୍ତନ, ଦିବ୍ୟ ଶ୍ରୀବଳଦେବଜୀଉ ଏବଂ…

ଜିଲ୍ଲାରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ବୁଲିଲା ସଚେତନତା ଗାଡି

କେନ୍ଦ୍ରାପଡ଼ା,୮ା୯: କେନ୍ଦ୍ରାପଡ଼ା ଜିଲ୍ଲାରେ ବାର୍ଡର୍ ଫ୍ଲୁ ହୋଇଥିବା ଶନିବାର ରାତିରେ ସ୍ପଷ୍ଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସଚେତନତା ଗାଡି ବୁଲିଛି। ଏହି ଗାଡି କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ବ୍ଲକ ସମେତ କେନ୍ଦ୍ରାପଡ଼ା ପୌରାଞ୍ଚଳରେ କୁକୁଡ଼ା ମାଂସ ବିକ୍ରି,…

ପଟ୍ଟାମୁଣ୍ଡାଇରେ କୌଶଳ ରଥ ପରିକ୍ରମା

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ-କେନ୍ଦ୍ର ସରକାରଙ୍କ ଦ୍ୱାରା ବିକାଶର ଧାରାକୁ ବଢ଼ାଇବା ଏବଂ ଯୁବକ ଯୁବତୀମାନଙ୍କୁ ଡିଜିଟାଲଇଜେସନ ମାଧ୍ୟମରେ କାର୍ଯ୍ୟ କରିବାର ଉନ୍ନତ ଶୈଳୀ ବିଷୟରେ ଜ୍ଞାନ ପ୍ରଦାନ କରିବାକୁ ଆରମ୍ଭ ହୋଇଥିବା କୌଶଳ ରଥ ଶୁକ୍ରବାର ଅପରାହ୍ନରେ ପଟ୍ଟାମୁଣ୍ଡାଇରେ ପହଂଚିିବା ପରେ ଏହାକୁ…

ଆଧାର-ମୋବାଇଲ ସଂଯୋଗ ନଥିଲେ ବି ହେବ ‘ସୁଭଦ୍ରା’ ପଞ୍ଜିକରଣ

କେନ୍ଦ୍ରାପଡ଼ା,୬ା୯: ସୁଭଦ୍ରା ଯୋଜନାରୁ ଯେପରି କୌଣସି ହିତାଧିକାରୀ ବାଦ ନ ପଡ଼ନ୍ତି ସେଥିପ୍ରତି ରାଜ୍ୟ ସରକାର ସଜାଗ ଅଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଫର୍ମ ଦାଖଲ କରିବା ପାଇଁ ଆଧାର ସହ ମୋବାଇଲ ନମ୍ବର ସଂଯୋଗ…

ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିରରେ ଗୁରୁ ଦିବସ

ପଟ୍ଟାମୁଣ୍ଡାଇ ତା ୬/୯-ଓଡିଶାର ସର୍ବବୃହତ ପଞ୍ଚକଳା ତୀର୍ଥ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ପକ୍ଷରୁ ବଡ଼ମୂଳବସନ୍ତ -ନସିପୁର ଠାରେ ଗୋପାଳ ଦାଶ ସ୍ମାରକୀ ଭବନରେ ପାଳିତ ହୋଇଯାଇଛି I ଗଡ଼ମେକର ପ୍ରତିଷ୍ଠାତା ସଭାପତି ସୁଶାନ୍ତ ପାଣିଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ…

ଜହଙ୍ଗର ପ୍ରାଥମିକ ବିଦ୍ୟାଳୟରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଗୁରୁ ପୂଜନ

କେନ୍ଦ୍ରାପଡ଼ା,୬ା୯: ଡ଼େରାବିଶ ବ୍ଲକ୍‌ର ଜହଙ୍ଗର ପ୍ରାଥମିକ ବିଦ୍ୟାଳୟଠାରେ ଗତ ଗୁରୁବାର ଗୁରୁଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଗୁରୁ ପୂଜନ ଅନୁଷ୍ଠିତ ହୋଇଯାଇଛି । ଡ଼େରାବିଶ ବିଡ଼ିଓ ଦାଶରଥି ଜେନା, ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ…

ପୁର୍ନବାସ ପକ୍ଷରୁ ମେରୁଦଣ୍ଡ ଆଘାତ ସଚେତନତା କର୍ମଶାଳା

କେନ୍ଦ୍ରାପଡା ୬/୯- ସମୁଦାୟ ୨୧ ପ୍ରକାର ଭିନ୍ନକ୍ଷମତା ମଧ୍ୟରୁ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ବର୍ଗରେ ଗଣିତ ହେଉଥିବା ମେରୁଦଣ୍ଡ ଆଘାତ ଭିନ୍ନକ୍ଷମମାନେ ସବୁଠାରୁ ଅଧିକ ଦୁର୍ବିସହ ଜୀବନ ଅତିବାହିତ କରି ଥାଆନ୍ତି । ପରିସଂଖ୍ୟାନରୁ ଜଣାଯାଏ,ସାରା ପୃଥିବୀରେ ଯେତେ ମେରୁଦଣ୍ଡ ଆଘାତ…

ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟରେ ଗୁରୁପୂଜନ ଉତ୍ସବ

କେନ୍ଦ୍ରାପଡ଼ା,୬ା୯:ପବିତ୍ର ଗୁରୁ ଦିବସ ଅବସରରେ କେନ୍ଦ୍ରାପଡ଼ା ସହରସ୍ଥ ପୁରାତନ ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟରେ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭାରାଣୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷୟତ୍ରୀ ପୁଷ୍ପଲତା କର, କ୍ଷଣପ୍ରଭା…

ଶିକ୍ଷକ ଉମାକାନ୍ତ କରଙ୍କୁ ଶିକ୍ଷା ଉତ୍କର୍ଷ ସମ୍ମାନ-୨୦୨୪

କେନ୍ଦ୍ରାପଡ଼ା, ୬ା୯: ସଂଖ୍ୟାଲଘୁ ଉନ୍ନୟନ ଟ୍ରଷ୍ଟ ଉର୍ଦ୍ଦୁ ପାଠଗାର ପରିଚାଳନା ସମିତିର ମିଳିତ ଆନୁକୂଲ୍ୟରେ ଜାତୀୟ ଶିକ୍ଷକ ଦିବସ ପାଳନ ଉପଲକ୍ଷେ ଉର୍ଦ୍ଦୁ ପାଠଗାର ତଥା ଗୋଷ୍ଠିକେନ୍ଦ୍ର ପରିସରରେ ଏକ ଜିଲ୍ଲା ସ୍ତରୀୟ ଶିକ୍ଷକ ଉତ୍କର୍ଷ ପୁରସ୍କାର ଉତ୍ସବ – ୨୦୨୪…

ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୬/୯ -ରାଜ୍ୟ ସରକାରଙ୍କ ନିର୍ଦେଶରେ ବାଣିଜ୍ୟକର ବିଭାଗ ପକ୍ଷରୁ ଏକ ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ପୌର ପରିଷଦ ପ୍ରେକ୍ଷାଳୟ ଗୃହରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବଣିକ ସଂଘ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କଟକ ୨…