କଲେକ୍ଟରେଟର ବଡବାବୁ କିଶୋର କରଙ୍କ ପରଲୋକ
କେନ୍ଦ୍ରାପଡ଼ା,୧୨ା୯:କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ର ପୂର୍ବତନ ଅବସର ପ୍ରାପ୍ତ ବଡବାବୁ କିଶୋର ଚନ୍ଦ୍ର କରଙ୍କ ପରଲୋକ ହୋଇଯାଇଛି । ସେ କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ରାଜସ୍ୱ ବିଭାଗର ଜଣେ ଦକ୍ଷ କର୍ମଚାରୀ ଭାବରେ ନିଷ୍ଠାର […]
କେନ୍ଦ୍ରାପଡ଼ା,୧୨ା୯:କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ର ପୂର୍ବତନ ଅବସର ପ୍ରାପ୍ତ ବଡବାବୁ କିଶୋର ଚନ୍ଦ୍ର କରଙ୍କ ପରଲୋକ ହୋଇଯାଇଛି । ସେ କେନ୍ଦ୍ରାପଡା ଜିଲ୍ଲା କାର୍ଯ୍ୟାଳୟ ରାଜସ୍ୱ ବିଭାଗର ଜଣେ ଦକ୍ଷ କର୍ମଚାରୀ ଭାବରେ ନିଷ୍ଠାର […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଧିନ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ପେଣ୍ଠପାଳ ପଂଚାୟତ କୁଳସାହି ଗ୍ରାମରେ ଗତକାଲି ରାତିରେ ଗଣେଶ ମୂର୍ତି ଭସାଣି ଓ ଶୋଭାଯାତ୍ରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି […]
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ତଳପଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚୋରାମଦ କାରବାର ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ ଅବକାରୀ ଟିମ୍ ଚଢାଉ କରି ଧମକ […]
କେନ୍ଦ୍ରାପଡ଼ା,୧୨/୯: ତରାଣ୍ଡୋ ଭାୟା ବଉଳବିହାର ଖଇରବାଦ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ୧୧/୧୦/୨୦୨୨ରେ ଫଳକ ଲଗାଇବା ଏକବର୍ଷ ପରେ କାମ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ମଧ୍ୟ ଶେଷ ହୋଇପାରିଲା ନାହିଁ । […]
କେନ୍ଦ୍ରାପଡା ୧୧/୯ – କେନ୍ଦ୍ରାପଡାର ଅଗ୍ରଣୀ ବିନା ସରକାରୀ ସହାୟତାରେ ଗଢିଉଠିଥିବା “ମୁଡ୍” ସ୍ୱେଚ୍ଛାସେବୀ ଅନୁଷ୍ଠାନ ତରଫରୁ ନିକିରାଇ ମଠସାହିସ୍ଥିତ ୮ ନମ୍ବର ଶାଖା କେନାଲର ଦୁଇ ପାଶ୍ୱର୍ରେ ୫କିଲୋମିଟର ବ୍ୟାପୀ ତାଳମଞ୍ଜି ମୁଡ୍ର […]
କେନ୍ଦ୍ରାପଡ଼ା, ୧୧ା୯: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ବରୁଣା ପ୍ରାଥମିକ କୃଷି ସେବା ସମବାୟ ସମିତିରେ ଅସ୍ଥିରତା ସୃଷ୍ଟି କରିବାକୁ ଉଦ୍ୟମ କରାଯାଉଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ସମିତିର […]
କେନ୍ଦ୍ରାପଡ଼ା,୧୧ା୯: ଭୋଟର ତାଲିକାରେ ରହିଥିବା ତ୍ରୁଟିର ସଂଶୋଧନ ପାଇଁ ଆଜି ଜିଲ୍ଲା ସଂସ୍କୃତି ଭବନରେ ତିନିଦିନିଆ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ – ୨୦୨୫ ନିମନ୍ତେ ବୁଥସ୍ତରୀୟ ଅଧିକାରୀମାନଙ୍କ କର୍ମଶାଳା ତଥା […]
କେନ୍ଦ୍ରାପଡ଼ା,୧୦ା୯: କେନ୍ଦ୍ରାପଡା ଶ୍ରମ କାର୍ଯ୍ୟାଳୟର ଦୁର୍ନୀତି ଅଧୁନା ଚରମ ସୀମାରେ ପହଞ୍ôଚଛି । ଅତୀତରେ ଉଦାହରଣ ଅଛି ଯେ ବଞ୍ôଚଥିବା ଲୋକଙ୍କୁ ମୃତ ଘୋଷଣା କରି ତା ନାଁରେ ଲକ୍ଷ ଲକ୍ଷ ଟଙ୍କା ହଡପ […]
କେନ୍ଦ୍ରାପଡ଼ା,୯ା୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ଏଣ୍ଡର ଗ୍ରାମରେ ଖାଉଟି ଦୋକାନୀଙ୍କ ମନମାନି ଯୋଗୁଁ ଜନୈକ ୮୫ ବର୍ଷର ବୃଦ୍ଧ ରାସନ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ରାସନରୁ ବଞ୍ଚିତ ହୋଇଥିବା […]
କେନ୍ଦ୍ରାପଡ଼ା, ୯/୯: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଓ ଗୁଲନଗର ପଞ୍ଚାୟତର ଅଧିବାସୀମାନେ ହନୁମାନ ମନ୍ଦିରଠାରୁ ଗରାପୁର ଭିଆଇପି ରୋଡ଼ କାଳୀମନ୍ଦିର ଛକକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ଜମୁଛି ଦୀର୍ଘଦିନର ପଚା ବର୍ଷାପାଣି । […]
କେନ୍ଦ୍ରାପଡ଼ା,୯ା୯: ଦେ’ପୁରର ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଆଞ୍ଚଳିକ ପରିବେଶ ସଚେତନ ପରିଷଦର ମିଳିତ ଆନୁକୂଲ୍ୟରେ ଦେ’ପୁର ସରସ୍ୱତୀ ଉଚ୍ଚ ବିଦ୍ୟାଳୟଠାରୁ ବରୁଣେଇ ଠାକୁରାଣୀ ପର୍ଯ୍ୟନ୍ତ ଦୀର୍ଘ ୨ କିଲୋମିଟର ଲମ୍ବମାନ ମାର୍ଗର ଉଭୟ […]
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ହାଜତରୁ ଜଣେ ଅଭିଯୁକ୍ତ ପରିସ୍ରା ଯିବା ବାହାନାରେ ରାବିବାର ରାତି ସାଢେ ୭ ରେ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ତେରୋହି ଗାଁର ଳୀଳାଇ ସ୍ୱାଇଁ […]
କେନ୍ଦ୍ରାପଡ଼ା,୮ା୯:ବିଶ୍ୱ ଫିଜିଓଥେରାପି ଦିବସ ଅବସରରେ ପୁନର୍ବାସ ଏବଂ ନିରତାର, ଓଲଟପୁରର ସ୍ନାତକୋର ଫିଜିଓଥେରାପି ବିଭାଗର ସହଯୋଗରେ ଏକ ମେଗା ଫିଜିଓଥେରାପି ଶିବିର ସହରର ମାଧପୁରସ୍ଥିତ ଅମର ଉଦ୍ୟାନରେ ଅନୁଷ୍ଠିତ ହୋଇ ଯାଇଛି। ଫିଜିଓଥେରାପି ଆମର […]
କେନ୍ଦ୍ରାପଡ଼ା, ୮ା୯: ତୁଳସୀକ୍ଷେତ୍ର ପଣ୍ଡିତ ସଭା ଓ ଦେପୁର ଆଂଚଳିକ ପରିବେଶ ସଚେତନ ପରିଷଦର ମିଳିତ ଆନୁକୁଲ୍ୟରେ ତାଳ ମଞ୍ଜି ରୋପଣ କରାଯାଇଛି। ଦେପୁର ସରସ୍ୱତୀ ଉଚ୍ଚବିଦ୍ୟାଳୟ ଠାରୁ ବରୁଣେଇ ଠାକୁରାଣୀ ପର୍ଯ୍ୟନ୍ତ ପ୍ରାୟ […]
କେନ୍ଦ୍ରାପଡ଼ା,୮ା୯: ବିଶ୍ୱ ଦିବ୍ୟଜୀବନ ସଂଘର ପ୍ରତିଷ୍ଠାତା ସଦ୍ଗୁରୁ ଦେବ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କର ୧୩୭ତମ ଜନ୍ମଜୟନ୍ତୀ କେନ୍ଦ୍ରାପଡାର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆଜି ପ୍ରଭାତରୁ ନଗର […]
କେନ୍ଦ୍ରାପଡ଼ା,୮ା୯: କେନ୍ଦ୍ରାପଡ଼ା ଜିଲ୍ଲାରେ ବାର୍ଡର୍ ଫ୍ଲୁ ହୋଇଥିବା ଶନିବାର ରାତିରେ ସ୍ପଷ୍ଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସଚେତନତା ଗାଡି ବୁଲିଛି। ଏହି ଗାଡି କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ବ୍ଲକ ସମେତ […]
କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇ-କେନ୍ଦ୍ର ସରକାରଙ୍କ ଦ୍ୱାରା ବିକାଶର ଧାରାକୁ ବଢ଼ାଇବା ଏବଂ ଯୁବକ ଯୁବତୀମାନଙ୍କୁ ଡିଜିଟାଲଇଜେସନ ମାଧ୍ୟମରେ କାର୍ଯ୍ୟ କରିବାର ଉନ୍ନତ ଶୈଳୀ ବିଷୟରେ ଜ୍ଞାନ ପ୍ରଦାନ କରିବାକୁ ଆରମ୍ଭ ହୋଇଥିବା କୌଶଳ ରଥ ଶୁକ୍ରବାର […]
କେନ୍ଦ୍ରାପଡ଼ା,୬ା୯: ସୁଭଦ୍ରା ଯୋଜନାରୁ ଯେପରି କୌଣସି ହିତାଧିକାରୀ ବାଦ ନ ପଡ଼ନ୍ତି ସେଥିପ୍ରତି ରାଜ୍ୟ ସରକାର ସଜାଗ ଅଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଫର୍ମ ଦାଖଲ କରିବା ପାଇଁ […]
ପଟ୍ଟାମୁଣ୍ଡାଇ ତା ୬/୯-ଓଡିଶାର ସର୍ବବୃହତ ପଞ୍ଚକଳା ତୀର୍ଥ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ପକ୍ଷରୁ ବଡ଼ମୂଳବସନ୍ତ -ନସିପୁର ଠାରେ ଗୋପାଳ ଦାଶ ସ୍ମାରକୀ ଭବନରେ ପାଳିତ ହୋଇଯାଇଛି I ଗଡ଼ମେକର ପ୍ରତିଷ୍ଠାତା ସଭାପତି […]
କେନ୍ଦ୍ରାପଡ଼ା,୬ା୯: ଡ଼େରାବିଶ ବ୍ଲକ୍ର ଜହଙ୍ଗର ପ୍ରାଥମିକ ବିଦ୍ୟାଳୟଠାରେ ଗତ ଗୁରୁବାର ଗୁରୁଦିବସ ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଗୁରୁ ପୂଜନ ଅନୁଷ୍ଠିତ ହୋଇଯାଇଛି । ଡ଼େରାବିଶ ବିଡ଼ିଓ ଦାଶରଥି […]
କେନ୍ଦ୍ରାପଡା ୬/୯- ସମୁଦାୟ ୨୧ ପ୍ରକାର ଭିନ୍ନକ୍ଷମତା ମଧ୍ୟରୁ ଚଳନଶକ୍ତି ବାଧିତ ଭିନ୍ନକ୍ଷମ ବର୍ଗରେ ଗଣିତ ହେଉଥିବା ମେରୁଦଣ୍ଡ ଆଘାତ ଭିନ୍ନକ୍ଷମମାନେ ସବୁଠାରୁ ଅଧିକ ଦୁର୍ବିସହ ଜୀବନ ଅତିବାହିତ କରି ଥାଆନ୍ତି । ପରିସଂଖ୍ୟାନରୁ […]
କେନ୍ଦ୍ରାପଡ଼ା,୬ା୯:ପବିତ୍ର ଗୁରୁ ଦିବସ ଅବସରରେ କେନ୍ଦ୍ରାପଡ଼ା ସହରସ୍ଥ ପୁରାତନ ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟରେ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭାରାଣୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ […]
କେନ୍ଦ୍ରାପଡ଼ା, ୬ା୯: ସଂଖ୍ୟାଲଘୁ ଉନ୍ନୟନ ଟ୍ରଷ୍ଟ ଉର୍ଦ୍ଦୁ ପାଠଗାର ପରିଚାଳନା ସମିତିର ମିଳିତ ଆନୁକୂଲ୍ୟରେ ଜାତୀୟ ଶିକ୍ଷକ ଦିବସ ପାଳନ ଉପଲକ୍ଷେ ଉର୍ଦ୍ଦୁ ପାଠଗାର ତଥା ଗୋଷ୍ଠିକେନ୍ଦ୍ର ପରିସରରେ ଏକ ଜିଲ୍ଲା ସ୍ତରୀୟ ଶିକ୍ଷକ […]
ପଟ୍ଟାମୁଣ୍ଡାଇ ୬/୯ -ରାଜ୍ୟ ସରକାରଙ୍କ ନିର୍ଦେଶରେ ବାଣିଜ୍ୟକର ବିଭାଗ ପକ୍ଷରୁ ଏକ ଜି ଏସ ଟି ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ପୌର ପରିଷଦ ପ୍ରେକ୍ଷାଳୟ ଗୃହରେ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବଣିକ ସଂଘ […]
Copyright © 2026 | WordPress Theme by MH Themes