ପଟ୍ଟାମୁଣ୍ଡାଇ ମାଟିର ପୁଅ ଦେବାଶିଷ ତ୍ରିପାଠୀ ହାଇକୋର୍ଟର ନୂଆ ଏଜିଏ

31 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩୧/୧୦ – ଓଡିଶା ହାଇକୋର୍ଟର ଆଇନଜୀବୀ ଦେବାଶିଷ ତ୍ରିପାଠୀ ରାଜ୍ୟ ସରକାରଙ୍କ ନୂଆ ଅତିରିକ୍ତ ସରକାରୀ ଆଇନଜୀବୀ (ଏଜିଏ) ଭାବେ ନିଯୁକ୍ତି ପାଇଛନ୍ତି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। […]

ବାଣ ବସ୍ଫୋରଣ: ୩ ଗୁରୁତର

31 October 2024 kanika odisha 0

ବାଣ ବିସ୍ଫୋରଣ ହୋଇ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ଜଣ ନାବାଳକ ବୋଲି ଜଣାପଡିଛି। ପୁରୀ ସଦର ଥାନା ଅଧୀନ ବାଟଗାଁ ରାଉତ ସାହିରେ ଗୁରୁବାର ବାଣ […]

ଅର୍ଜୁନ ଓଝାଙ୍କ ଶ୍ରଦ୍ଧାଞ୍ଜଳି ସଭା

31 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗୁଣୁପୁର ମା ଛୁଆଳିଆ ହାଇସ୍କୁଲ କିରାଣୀ ତଥା ଓଷ୍ଟା ସଭ୍ୟ ଅର୍ଜୁନ ଓଝାଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା କାଠିଆପଡା ଠାରେ ଅନୁଷ୍ଠିତ ହୋଇଯାଇଛି […]

ଚଳିତବର୍ଷ କେନ୍ଦ୍ରାପଡା ବାଲିଯାତ୍ରାରେ ଲୋକକଳାକୁ ଗୁରୁତ୍ୱାରୋପ

30 October 2024 kanika odisha 0

କେନ୍ଦ୍ରାପଡା, ୩୦ା୧୦: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟିର ଏକ ପ୍ରସ୍ତୁତି ବୈଠକ କମିଟିର ସଭାପତି ପ୍ରଦୀପ କୁମାର ଦାଶଙ୍କ ପୌରୋହିତ୍ୟରେ ସ୍ଥାନୀୟ ଗୁରୁକୁଳ ଆବାସିକ ଶିକ୍ଷା ନିକେତନ ପରିସରରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇ […]

ପେନସନ ଭୋଗୀମାନଙ୍କର ଜୀବନ ପ୍ରମାଣପତ୍ର ଦାଖଲ ଆରମ୍ଭ

30 October 2024 kanika odisha 0

କେନ୍ଦ୍ରାପଡା,୩୧ା୧୦: ପେନସନ ଭୋଗୀମାନଙ୍କର ବାର୍ଷିକ ଜୀବନ ପ୍ରମାଣ ପତ୍ର ଦାଖଲର ଅବଧି ଆରମ୍ଭ ହୋଇଛି। ଏଥିନିମନ୍ତେ ସ୍ଥାନୀୟ ଭାରତୀୟ ଷ୍ଟେଟବ୍ୟାଙ୍କର ମୁଖ୍ୟ ଶାଖା ଓ ଜିଲ୍ଲା କୋଷାଗାର ତଥା ଟ୍ରେଜେରୀ ତରଫରୁ ସୁବନ୍ଦୋବସ୍ତ କରଯାଇଛି। […]

ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା

30 October 2024 kanika odisha 0

ପଟ୍ଟାମୁଣ୍ଡାଇ୩୦/୧୦ -ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ରାଜନଗର ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଯିବାବେଳେ ପଟ୍ଟାମୁଣ୍ଡାଇ ବାଇପାସ ଛକ ଠାରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ […]

ଡାମରପୁର ଘାଟ ନିକଟରୁ ମୃତ କୁମ୍ଭୀର ଉଦ୍ଧାର

30 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଡାମରପୁର ପଂଚାୟତ ଡାମରପୁର ବ୍ରାହ୍ମଣୀ ନଦୀ ଘାଟ ନିକଟରୁ ଏକ ମୃତ କୁମ୍ଭୀର ଠାବ କରାଯାଇଛି । ଏହି କୁମ୍ଭୀର ଦେଖିବାକୁ ଲୋକଙ୍କ ଭିଡ଼ ଜମିଛି । […]

ନନ୍ଦଲାଲଜୀଉଙ୍କ ବିଶ୍ୱଶାନ୍ତି ମହାଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

30 October 2024 kanika odisha 0

ପଟ୍ଟାମୁଣ୍ଡାଇ ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତ ନନ୍ଦଲାଲପାଟଣାରେ ବିଶ୍ୱଶାନ୍ତି ମହାଯଜ୍ଞ ସଫଳତାର ସହ ଆୟୋଜନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧିକାରୀ ପ୍ରଦୀପ ଦାଶଙ୍କ ପୌରହିତ୍ୟରେ […]

କଖାରୁଣୀ କ୍ଲଷ୍ଟରରେ ନୂତନ କନିଷ୍ଠ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

30 October 2024 kanika odisha 0

ପଟ୍ଟାମୁଣ୍ଡାଇ ତା ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ୟୁ ଜି ୟୁ ପି କ୍ଲଷ୍ଟର ପକ୍ଷରୁ ନବ ନିଯୁକ୍ତ କନିଷ୍ଠ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଉପଲକ୍ଷେ ସି ଆର […]

ବଦଳି ପରେ ଅସନ୍ତୋଷ ବ୍ୟକ୍ତ କଲେ ଜନତା କେନ୍ଦ୍ରାପଡ଼ା ବିଡିଓଙ୍କ ପ୍ରକୋଷ୍ଠକୁ ଅଣ୍ଡାମାଡ଼

30 October 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ବିଡିଓଙ୍କ ବଦଳି ପରେ ଜନତା ଉତ୍ତ୍ୟକ୍ତ ହୋଇ ସେମାନଙ୍କ ଆକ୍ରୋଷ ବ୍ୟକ୍ତ କରିଛନ୍ତି। ଫଳ ସ୍ୱରୂପ ବିଡିଓଙ୍କ କାର୍ଯ୍ୟାଳୟକୁ ଘନ ଘନ ଅଣ୍ଡାମାଡ ହୋଇଛି। ଏହା ଦ୍ୱାରା ଦୀର୍ଘଦିନର ଅସନ୍ତୋଷର […]

ମୋ ଭାରତ ଓ ଦୀପାବଳୀ ଉତ୍ସବ ପାଳନ

30 October 2024 kanika odisha 0

କେନ୍ଦ୍ରାପଡ଼ା,୩୦ା୧୦: ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମୋ ଯୁବ ଭାରତର ପ୍ରଥମ ବାର୍ଷିକୀ ଉତ୍ସବ ପାଳନ ଅବସରରେ ଆଲୋକର ପର୍ବ ଦୀପାବଳୀକୁ ନିଆରାଢଙ୍ଗରେ ପାଳନ କରାଯାଇଛି। ପ୍ରାୟ […]

ସିଡିପିଓଙ୍କ ନିର୍ଯ୍ୟାତନା ଯୋଗୁଁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟଣା ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ

30 October 2024 kanika odisha 0

  କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡା ଜିଲ୍ଲା ଅଧିନ ଡେରାବିଶ ବ୍ଲକର ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ(ଆଇସିଡିଏସ)ର ଜଣେ ଗର୍ଭବତୀ ମହିଳା କର୍ମଚାରୀ(କିରାଣୀ) ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ)ଙ୍କ ନିର୍ଯାତନା ଯୋଗୁଁ […]

ଦୁଇ ଦିବଂଗତ ନେତାଙ୍କ ଉଦେଶ୍ୟରେ କେନ୍ଦ୍ରାପଡାରେ ସର୍ବ ଦଳୀୟ ଶ୍ରଦ୍ଧାଞ୍ଜଳି ସଭା

29 October 2024 kanika odisha 0

କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡାର ପୂର୍ବତନ ସାଂସଦ ସ୍ୱର୍ଗତ ପ୍ରଭାତ ସାମନ୍ତରାୟ ଓ ପୂର୍ବତନ ବିଧାୟକ ସ୍ୱର୍ଗତ ଉତ୍କଳ କେଶରୀ ପରିଡାଙ୍କ ପରଲୋକରେ ଆଜି ବିଜୁ ଜନତା ଦଳ ତରଫରୁ ଏକ ସର୍ବ ଦଳୀୟ ଶ୍ରଦ୍ଧାଞ୍ଜଳି […]

ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ , ମରିବା ପୂର୍ବରୁ ଥର ଥର କଣ୍ଠରେ ସାନ ଭାଇକୁ ପଚାରିଲେ, ବାବୁରେ ମୋତେ କି ବିଷ ଦେଇଛୁ କହ?

29 October 2024 kanika odisha 0

ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ବିଷ ପିଇ ଯନ୍ତ୍ରଣାରେ ଜର୍ଜରିତ ହୋଇ ଡାକ୍ତରଖାନାରେ ମଧ୍ୟ ବଡ଼ ଭାଇ ସାନଭାଇକୁ ଖୋଜୁଥିଲା । ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ […]

ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ମିନି ମାରାଥନ

29 October 2024 kanika odisha 0

କେନ୍ଦ୍ରାପଡ଼ା, ୨୯ା୧୦: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ବିଭିନ୍ନ ସ୍ଲୋଗାନ୍ ଦେଇ […]

ଲୋକନାଥପୁରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା

29 October 2024 kanika odisha 0

ପଟ୍ଟାମୁଣ୍ଡାଇ ୨୯/୧୦ – ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଗୁଣୁପୁର ମା’ଛୁଆଳିଆ ପଂଚାୟତ ହାଇସ୍କୁଲ ପକ୍ଷରୁ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ […]

ବ୍ରାହ୍ମଣୀ କଲେଜରେ ସପ୍ତାହବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ

29 October 2024 kanika odisha 0

  ପଟ୍ଟାମୁଣ୍ଡାଇ ୨୯/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଜାତୀୟ ସେବା ସଂସ୍ଥା ଏନଏସଏସ ପକ୍ଷରୁ ଗତ ୧୭ ତାରିଖରୁ ୨୨ତାରିଖ ସପ୍ତାହ ବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି […]

ବିଭିନ୍ନ ଦାବି ନେଇ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ଆନ୍ଦୋଳନ ଚେତାବନୀ

29 October 2024 kanika odisha 0

କେନ୍ଦ୍ରାପଡା,୨୮ା୧୦: ଆଲ ଓଡିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ସମସ୍ତ କାର୍ଯ୍ୟରତ କର୍ମଚାରୀମାନେ ବିଗତ ୨୦୧୩ ମସିହାଠାରୁ ଜିକିତଜା ହେଲଥ୍ କେୟାର ନାମକ ଠିକା ସଂସ୍ଥା ଦ୍ୱାରା ପରିଚାଳିତ ହେଉଥିବା ୧୦୮ ଆମ୍ବୁଲାନ୍ସରେ ନିଷ୍ଠାପୂର୍ଣ୍ଣ […]

ଶୁକ୍ରବାର ଦୀପାବଳି ଓ ପୟାଶ୍ରାଦ୍ଧ ପାଳନୀୟ

29 October 2024 kanika odisha 0

କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡା ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ମୁଖ୍ୟ ସମ୍ପାଦକ ପଣ୍ଡିତ ସତ୍ୟନାରାୟଣ ପତି ଜଣାଇଛନ୍ତି ଯେ ଦୀପାବଳି ଓ ପୟାଶ୍ରାଦ୍ଧ(ପିମ୍ପେଇଡକା)ପାଳନ ବିଷୟରେ ବିଭିନ୍ନ କ୍ୟାଲେଣ୍ଡରରେ ୩୧ ତାରିଖ ଗୁରୁବାରରେ ହେବ ବୋଲି […]

ଜିଲ୍ଲା ସ୍କାଉଟ ଓ ଗାଇଡ ସଂଗଠନ ପକ୍ଷରୁ ବାତ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

29 October 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୦: ବାତ୍ୟା “ଦାନା’ ପ୍ରଭାବରେ ସାରା ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଶେଷ କ୍ଷୟକ୍ଷତି ହୋଇଥିଲା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବ୍ଲକ ଅଧିନ ବଗପାଟିଆ, ସାତଭାୟା ଅଂଚଳ ସବୁଠୁ ବେଶୀ ପ୍ରଭାବିତ ହୋଇଛି। ସେହି […]

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପାଇଁ ସଚେତନତା

29 October 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୦: ମଙ୍ଗଳବାର ପୂର୍ବାହ୍ନ ୮ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଉପଲକ୍ଷେ ପଥ ଉତ୍ସବ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥି ନିମନ୍ତେ ଏକ ପଦଯାତ୍ରା ଓ ସଚେତନତା ରଥ […]

ପରିବେଶ ସୁରକ୍ଷା ପାଇଁ ଏକ ହୁଅ

29 October 2024 kanika odisha 0

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ମହିଳା ସମିତି ଆନୁକୂଲ୍ୟରେ ୨୫ବର୍ଷ ତଳେ ହୋଇଥିବା ମହାବାତ୍ୟାର ଭୟବହତାକୁ ମନେପକାଇ ପରିବେଶ ସଚେତନତା ଉପରେ ଏକ […]

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

28 October 2024 kanika odisha 0

କେନ୍ଦ୍ରାପଡ଼ା,୨୮ା୧୦: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଗାନ୍ଧୀଭବନଠାରେ ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ ପାଠରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏବଂ […]

ସିମ୍ଫୋନି ପକ୍ଷରୁ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ

28 October 2024 kanika odisha 0

କେନ୍ଦ୍ରାପଡା ୨୮/୧୦- ପୁନର୍ବାସ ପରିସରରେ ବିବିଧ କଳାର ସମ୍ବିଳିତ ମଞ୍ଚ “ସିମ୍ଫୋନି’ ପକ୍ଷରୁ ଆସନ୍ତା ଡିସେମ୍ବର ମାସରେ ଜିଲ୍ଲାରେ ପ୍ରଥମଥର ହେବାକୁ ଯାଉଥିବା ତ୍ରିଦିବସୀୟ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି […]