ପଟ୍ଟାମୁଣ୍ଡାଇ ସବ ଡିଭିଜନ ହସ୍ପିଟାଲ ବ୍ଲକ କାର୍ଯ୍ୟାଳୟରେ ସ୍ୱଛତା ପକ୍ଷ ପାଳନ

ପଟ୍ଟାମୁଣ୍ଡାଇ ୨/୧୦-ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ଓ ବ୍ଲକ ପରିସରରେ ସ୍ୱଛତା ପକ୍ଷ ପାଳନ ଅବସରରେ ସଫେଇ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଅନ୍ୱେଷଣ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ବିଡ଼ିଓ ଶୁଭାଂଶୁ ସାହୂ,ବ୍ଲକ ଉପାଧ୍ୟାକ୍ଷା ଜୟନ୍ତୀ…

ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ

ପଟ୍ଟାମୁଣ୍ଡାଇ ୨/୧୦ -ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ପକ୍ଷରୁ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପକ ପ୍ରମୋଦ ସ୍ୱାଇଁଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ଅଭିଭାବକ ସବିତା ବିଶ୍ୱାଳ, ସସ୍ମିତା ନାଥଙ୍କ ସମେତ ବହୁ ଅଭିଭାବକ…

କଳିଙ୍ଗ ନବଦିଗନ୍ତ ପକ୍ଷରୁ ଗାନ୍ଧି ଜୟନ୍ତୀ ପାଳନ

ପଟ୍ଟାମୁଣ୍ଡାଇ:୨/୧୦ -କଳିଙ୍ଗ ନବଦିଗନ୍ତ ସାମାଜିକ ସଂଗଠନ ସଂପାଦକ ପ୍ରକାଶ ମହାନ୍ତିଙ୍କ ନେତୃତ୍ୱରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ସହ ନିଶା ନିବାରଣ ଓ ସ୍ୱଚ୍ଛ ଭାରତ ସମ୍ପର୍କରେ ଜନସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଗଠନ ପକ୍ଷରୁ ପଟ୍ଟାମୁଣ୍ଡାଇ…

ସରକାରୀ ବିଫଳତା ବିରୋଧରେ ବିଜେଡିର ରଣହୁଙ୍କାର : ପଟ୍ଟାମୁଣ୍ଡାଇ ବିଜେଡି ଜନସମ୍ପର୍କ ପଦଯାତ୍ରା

ପଟ୍ଟାମୁଣ୍ଡାଇ ୨/୧୦ -ରାଜ୍ୟରେ ବିଭିନ୍ନ ସ୍ଥାନରେ ଲୋକଙ୍କ ସହ ଯୋଡିହେବାକୁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ରାଜ୍ୟବ୍ୟାପି ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସମସ୍ତଙ୍କୁ ଏକଜୁଟ ହୋଇ ଦଳପାଇଁ କାମ କରିବାକୁ ବିଜେଡି ସୁପ୍ରିମୋ ତଥା ବିରୋଧି…

କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା

କେନ୍ଦ୍ରାପଡ଼ା,୨ା୧୦: ବୁଧବାର  ସକାଳ ୯ ଘଟିକା ସମୟରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସକାଳୁ ଗରାପୁର ଛକ ଗାନ୍ଧୀ ପୀଠରେ ମାହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ମାଲ୍ୟାର୍ପଣ କରି…