କେନ୍ଦ୍ରାପଡ଼ା,୩ା୧୦: ରାଜ୍ୟ ମିଲର ସଙ୍ଘର ୭ଦଫା ଦାବିକୁ ନେଇ କେନ୍ଦ୍ରାପଡା ଜିଲ୍ଲା ରାଇସ ମିଲର୍ସ ସଙ୍ଘ ପକ୍ଷରୁ ଗୁରୁବାର କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ଅମରଉଦ୍ୟାନ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ବୈଠକରେ ଜିଲ୍ଲା ସଙ୍ଘର ସଭାପତି ଧ୍ରୁବ ଚରଣ ସାହୁ ସଭାପତିତ୍ୱ କରି କହିଥିଲେ ଯେ ଧାନ ସଂଗ୍ରହ ପାଇଁ ରାଜ୍ୟ ଯୋଗାଣ ନିଗମ ପକ୍ଷରୁ ନୂଆ ଝୋଟ ବସ୍ତା ଯୋଗାଇ ଦିଆଯାଇଥିବା ବେଳେ […]

କେନ୍ଦ୍ରାପଡ଼ା,୩ା୧୦: ଅଗ୍ନିପୁତ୍ର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ କରାଯିବାକୁ ରାଜ୍ୟପାଳ ରଘୁବୀର ଦାସଙ୍କୁ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ମହାତ୍ମାଗାନ୍ଧୀଙ୍କ ସାବରମତୀ ଆଶ୍ରମର ପ୍ରଥମ ଓଡିଆ ଛାତ୍ର, ଦୁଃଖିନୀ କନିକା ପୁସ୍ତକର ରଚୟିତା, କନିକା ପ୍ରଜା ଆନ୍ଦୋଳନର କର୍ଣ୍ଣଧାର ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ଅତୁଳନୀୟ ଅବଦାନକୁ କେହି ଭୁଲିପାରିବେ ନାହିଁ। ବିପ୍ଳବୀଙ୍କ ସମ୍ପର୍କରେ […]

ପଟ୍ଟାମୁଣ୍ଡାଇ ତା ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ ପରିଚାଳନା ସମିତି ସଭାପତି ବାବୁରାମ ସାହୁ ଓ ସମ୍ପାଦକ ସଂଗ୍ରାମ ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସଭାପତି ଆନନ୍ଦ ପ୍ରସାଦ ପଣ୍ଡା,ସହ ସମ୍ପାଦକ କୀର୍ତ୍ତିମାନ ସାହୁ, କୋଷାଧ୍ୟକ୍ଷ ମନସ୍ମିତା ସାହୁ,ପ୍ରଧାନ ଆଚାର୍ଯ୍ୟ ବିକ୍ରମଜିତ ସ୍ୱାଇଁ,ଗୁରୁମା ଶୁଚିସ୍ମିତା ଦାଶ, ଲକ୍ଷ୍ମୀପ୍ରିୟା ଦାସ,ଶିବାନୀ […]

ପଟ୍ଟାମୁଣ୍ଡାଇ ତା ୩/୧୦-କେନ୍ଦ୍ରାପଡ଼ା ଜିଲ୍ଲା ମୃତିକା ସଂରକ୍ଷଣ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନ ନଗର ପଂଚାୟତ ଠାରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବୃକ୍ଷ ରୋପଣ କରିବା ସହିତ ଚାରା ବଣ୍ଟନ କରି ପରିବେଶ ସୁରକ୍ଷା ବାର୍ତା ଦେଇଥିଲେ। ଏଥିରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, କେନ୍ଦ୍ରାପଡ଼ା […]

ପଟ୍ଟାମୁଣ୍ଡାଇ ୩/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଣ୍ଡପଡା ଠାରେ ବାଲିପାଟଣା ନୋଡାଲ ହାଇସ୍କୁଲ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ମଣ୍ଡପଡା-ବାଛରା ନୋଡାଲ ଉପ୍ରା ବିଦ୍ୟାଳୟ ଠାରେ ସିଆରସିସି ନମିତା ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଏବିଇଓ ପ୍ରେମବାଳା ମହାପାତ୍ର ମୁଖ୍ୟଅତିଥି, ଅନ୍ୟତମ ଏବିଇଓ ସୁନୀତି ଦାଶ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଶିଶୁଙ୍କ ଅନ୍ତର୍ନିହିତ […]

ପଟ୍ଟାମୁଣ୍ଡାଇ ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଲୁରିଆ ପଂଚାୟତ ମହଲକଣ ଗ୍ରାମର ସମାଜସେବୀ ରମେଶ ଚନ୍ଦ୍ର ରାଉତଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ବଲୁରିଆ ପଂଚାୟତ ପୂର୍ବତନ ସରପଂଚ ରାତିକାନ୍ତ ସାହାଣୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପୂର୍ବତନ ସରପଂଚ ନିଶାମଣି ମହାନ୍ତି, ସମାଜସେବୀ ଗଗନ ମହାଳିକ,ତରଡିପାଳ ସମିତି ସଭ୍ୟ ନିରଞ୍ଜନ ବାରିକ ,ପ୍ରାକ୍ତନ ସି ଆର ସି ସି ସୁଦର୍ଶନ ପତି, ଶିକ୍ଷାବିତ ବାସୁଦେବ ବିଶ୍ୱାଳ, ଅଳପୁଆ ସରପଂଚ […]

କେନ୍ଦ୍ରାପଡ଼ା,୩ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଜ୍ରମହାକାଳୀ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋବିନ୍ଦଜୀଉ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଦୀପ କୁମାର ମଲ୍ଲିକଙ୍କ ସଭାପତିତ୍ୱରେ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ତଥା ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ରାଜ୍ୟ ସମ୍ପାଦକ ଶିକ୍ଷକ ନେତା ପ୍ରଣବ କୁମାର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ […]

କେନ୍ଦ୍ରାପଡ଼ା, ୨ା୧୦: ଭୟ ଓ ଆତଙ୍କ ପୂର୍ଣ୍ଣ ଯୁଦ୍ଧୋନ୍ମୁଖୀ ଆନ୍ତର୍ଜାତୀୟ ପରିସ୍ଥିତିରେ ମାନବ ସମାଜର ସ୍ଥାୟିତ୍ୱ ତଥା ବିଶ୍ୱ ଶାନ୍ତି ପାଇଁ ଗାନ୍ଧିଜୀଙ୍କ ପ୍ରଦର୍ଶିତ ସତ୍ୟ ଓ ଅହିଂସା ବିଚାରର ଆବଶ୍ୟକତା ସମଗ୍ର ବିଶ୍ୱ ଅନୁଭବ କରୁଥିବା ବେଳେ ଆମେ ଭାରତୀୟମାନେ ଗାନ୍ଧିଜୀଙ୍କୁ ବୁଝିବା ଓ ତଦନୁଯାୟୀ ନିଜକୁ ଗଢିବା ପାଇଁ ତାଙ୍କୁ ଅଧିକରୁ ଅଧିକ ପଢିବାର ଆବଶ୍ୟକତା ଅଛି ବୋଲି ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଜିଲ୍ଲା […]

କେନ୍ଦ୍ରାପଡ଼ା,୨ା୧୦: ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶିବାନନ୍ଦ ବିଦ୍ୟା ମନ୍ଦିର ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଶିବାନନ୍ଦ ବିଦ୍ୟା ମନ୍ଦିର ଅଧ୍ୟକ୍ଷ ଡ. ସୁରେନ୍ଦ୍ରନାଥ ଆଚାର୍ଯ୍ୟ, ସଦାଶିବ ପଣ୍ଡା, ଶ୍ରୀକାନ୍ତ ପ୍ରଧାନ, ପ୍ରହରାଜ ପଣ୍ଡା, ରୁଦ୍ରାଣୀ ମହାପାତ୍ର ପ୍ରମୁଖ ଯୋଗଦେଇ […]

କେନ୍ଦ୍ରାପଡ଼ା,୨ା୧୦: କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ଆନୁକୂଲ୍ୟରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜୟନ୍ତୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ୧୨୦ତମ ଜୟନ୍ତୀ କଜଳାସ୍ଥିତ ଜିଲ୍ଲା କଂଗ୍ରେସ ଭବନ ପରିସରରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସକାଳୁ ସହର ମଧ୍ୟରେ ରାମଧୂନ୍ ସହ ପ୍ରଭାତ ଫେରି କରାଯାଇଥିଲା । ପରେ ପରେ ଜିଲ୍ଲାର ବରିଷ୍ଠ ନେତୃମଣ୍ଡଳୀ ପୂର୍ବତନ ବିଧାୟକ ଦେବେନ୍ଦ୍ର […]

କେନ୍ଦ୍ରାପଡ଼ା,୨ା୧୦: ଆଜି ବାରୁଅସ୍ଥିତ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ପବିତ୍ର ମହାଳୟା ଉପଲକ୍ଷେ ଚିର ସବୁଜ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତିଙ୍କ ଜନ୍ମୋତ୍ସବ ଏବଂ ସନ୍ଥ ସ୍ୱରୂପ ଦିବ୍ୟାତ୍ମା ତଥା ବିଲମୁଗବାଡି ଗ୍ରାମସ୍ଥିତ ଶ୍ରୀ ଭାଗବତ ଗାଦି ସଂସ୍ଥାପକ ବ୍ରହ୍ମଲୀନ ମାୟାଧର ଜେନାଙ୍କ ଶ୍ରାଦ୍ଧୋତ୍ସବ ଯଥାବିଧି ପାଳିତ ହୋଇଯାଇଛି । ପବିତ୍ର ଗାନ୍ଧୀ ଏବଂ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ରେଡିଓ ଭାବଗ୍ରାହୀର ସରୋଜିନୀ ଷ୍ଟୁଡିଓରେ ଅହିଂସା […]

ପଟ୍ଟାମୁଣ୍ଡାଇ ୨/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ଦୋଷିଆ ପଂଚାୟତ ଆନନ୍ଦପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଗତକାଲି ୩ଜଣ ଛାତ୍ରୀଛାତ୍ରଙ୍କୁ ଦୁଇ ମହିଳା ଜଣେ ଯୁବକଙ୍କୁ ଫେରି ବେପାରୀ ଛୁରି ଦେଖାଇବା ଘଟଣାରେ ପୋଲିସ ଜିମା ଦେଇଥିଲେ।ଏନେଇ ଛାତ୍ରଙ୍କ ବାପା ପ୍ରଦିପ ରାଉତ ଗ୍ରାମଂଚଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ସ୍କୁଲର ସହକାରୀ ଶିକ୍ଷକ ବିକାସ ମଲ୍ଲିକ, ପାଚିକା ବୌଦେଇ ସ୍ୱାଇଁ, ଗ୍ରାମବାସୀ ପ୍ରଦୀପ ସାହୁଙ୍କ […]