ଚନ୍ଦନନଗରରେ ବୃକ୍ଷରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ



ପଟ୍ଟାମୁଣ୍ଡାଇ ତା ୩/୧୦-କେନ୍ଦ୍ରାପଡ଼ା ଜିଲ୍ଲା ମୃତିକା ସଂରକ୍ଷଣ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନ ନଗର ପଂଚାୟତ ଠାରେ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବୃକ୍ଷ ରୋପଣ କରିବା ସହିତ ଚାରା ବଣ୍ଟନ କରି ପରିବେଶ ସୁରକ୍ଷା ବାର୍ତା ଦେଇଥିଲେ। ଏଥିରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, କେନ୍ଦ୍ରାପଡ଼ା ମୃତିକା ସଂରକ୍ଷଣ ବିଭାଗ ସହକାରୀ ନିର୍ଦେଶକ ଅଶୋକ ସାମଲ, ଚନ୍ଦନନଗର ସରପଞ୍ଚ ବନୋଜ ସେଠୀ,ସମିତି ସଭ୍ୟ ମାନସ ମଲିକ ବଳଭଦ୍ରପୁର ସରପଞ୍ଚ ପ୍ରିୟବ୍ରତ ଓଝା, ସମାଜସେବୀ ପୂର୍ଣ୍ଣ ଚନ୍ଦ୍ର ସିଂହ,ସଂଗ୍ରାମ ସ୍ୱାଇଁ, ଶଶୀକାନ୍ତ ପଣ୍ଡା, ଗଣେଶ ବଳ, ଜଗନ୍ନାଥ ମହାପାତ୍ର, ସୁଶାନ୍ତ ଦାସ, ପ୍ରେମାନନ୍ଦ ସେଠୀ, ଆଶିଷ ମଥାନ ପ୍ରମୁଖ ଯୋଗ ଦେଇ ବୃକ୍ଷ ରୋପଣ କରିବା ସହିତ ଚାରା ବଣ୍ଟନ କରିଥିଲେ।


Next Post

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

Thu Oct 3 , 2024
ପଟ୍ଟାମୁଣ୍ଡାଇ ତା ୩/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ବିଦ୍ୟାଳୟ ପରିଚାଳନା ସମିତି ସଭାପତି ବାବୁରାମ ସାହୁ ଓ ସମ୍ପାଦକ ସଂଗ୍ରାମ ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସଭାପତି ଆନନ୍ଦ ପ୍ରସାଦ ପଣ୍ଡା,ସହ ସମ୍ପାଦକ କୀର୍ତ୍ତିମାନ ସାହୁ, କୋଷାଧ୍ୟକ୍ଷ ମନସ୍ମିତା ସାହୁ,ପ୍ରଧାନ ଆଚାର୍ଯ୍ୟ ବିକ୍ରମଜିତ ସ୍ୱାଇଁ,ଗୁରୁମା ଶୁଚିସ୍ମିତା ଦାଶ, ଲକ୍ଷ୍ମୀପ୍ରିୟା ଦାସ,ଶିବାନୀ […]

KANIKA

Subscribe