ଶ୍ରୀବଳଦେବଜୀଉଙ୍କୁ ପଚା ଘିଅ ଅର୍ପଣ ସନ୍ଧ୍ୟା ନୀତିରେ ବିଳମ୍ବ

କେନ୍ଦ୍ରାପଡ଼ା,୫ା୧୦:କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀସିଦ୍ଧବଳଦେବଜୀଉଙ୍କୁ ପଚା ଘିଅ ଅର୍ପଣ କରାଯାଉଛି। ଯାହାକୁ ନେଇ କେତେକ ସେବାୟତ ପ୍ରଶ୍ନ ଉଠାଇଛନ୍ତି। ଏହାକୁ ନେଇ ଗୁରୁବାର ସନ୍ଧ୍ୟାରେ ସନ୍ଧ୍ୟା ନୀତି ବିଳମ୍ବ ଘଟିଛି। ଏହା ପ୍ରଚାରିତ ହେବା ପରେ ଘିଅର ପ୍ରସ୍ତୁତି ମାସ, ବ୍ୟାଚ…

କେନ୍ଦ୍ରୀୟ ଭୂତଳ ଜଳ ପରିଷଦ ପକ୍ଷରୁ ଆଞ୍ଚଳିକ ଭୂଜଳ ସମସ୍ୟା ଏବଂ ଭୂଜଳ ପରିଚାଳନାରେ ସହଭାଗିତା ଉପରେ ଆଲୋଚନା

କେନ୍ଦ୍ରାପଡ଼ା,୫ା୧୦: କେନ୍ଦ୍ରୀୟ ଭୂମିଜଳ ପରିଷଦ, ଦକ୍ଷିଣପୂର୍ବ କ୍ଷେତ୍ର, ଭୁବନେଶ୍ୱର ଆନୁକୂଲ୍ୟରେ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଏକ ଦିବସୀୟ ତ୍ରିସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମହାବିଦ୍ୟାଳୟର କାର୍ଯର୍୍ୟକାରୀ ଅଧ୍ୟକ୍ଷ ଅଶୋକ କୁମାର…

ମୟୀୟସୀ ପାଳୁଣୀ ଦେବୀ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ତା ୫/୧୦-ପଟ୍ଟାମୁ ଣ୍ଡାଇ ବ୍ଲକ ଅନ୍ତର୍ଗତ ଓଉପଦା ଗ୍ରାମ ପଞ୍ଚାୟତର ବିଶିଷ୍ଟ ସମାଜବାଦୀ ଅକ୍ଷୟ ସାମଲଙ୍କ ମାଁ ମୟୀୟସୀ ପାଲୁଣୀ ସାମଲଙ୍କ ଏକାଦଶାହ ଅବସରରେ ଵାଘତୈଳା ଗ୍ରାମରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଧୃବ -ଅନ୍ନପୂର୍ଣ୍ଣା ସେବା…

ଗଡ଼ମେକର ୩ କଣ୍ଠଶିଳ୍ପୀଙ୍କୁ ଆକାଶବାଣୀ ମାନ୍ୟତା

ପଟ୍ଟାମୁଣ୍ଡାଇ ୬/୧୦କ-ଓଡିଶାର ସର୍ବବୃହତ ପଂଚକଳା ପ୍ରତିଷ୍ଠାନ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର (ଗଡ଼ମେକର )ର ୩ଜଣ କଣ୍ଠଶିଳ୍ପୀ ଆକାଶବାଣୀ ବି ଗ୍ରେଡ଼ ମାନ୍ୟତା ପାଇଛନ୍ତି । ସେମାନେ ହେଲେ ପଟ୍ଟାମୁଣ୍ଡାଇ ବ୍ଲକ ଅଣ୍ଢରା ଗ୍ରାମର ସୁପ୍ରିୟା ଦାଶ, ଗୁଣୁପୁରର ସୌମ୍ୟ…

ବକ୍ତାରପୁରରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

ପଟ୍ଟାମୁଣ୍ଡାଇ ୫/୧୦- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବକ୍ତାରପୁର ହାଇସ୍କୁଲ ପରିସରରେ ବକ୍ତାରପୁର କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । କ୍ଲଷ୍ଟର ସିଆରସିସି ସଂଘମିତ୍ରା ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ପଟ୍ଟାମୁଣ୍ଡାଇ ପୌରପରିଷଦ…