କେନ୍ଦ୍ରାପଡ଼ା, ୬ା୧୦: ଶ୍ରୀବଳଦେବଜୀଉ ମନ୍ଦିର ମଣୋହି ନୀତି ପାଇଁ ଗଚ୍ଛିତ ଗୁଆ ଘିଅ ଦୁର୍ଗନ୍ଧଯୁକ୍ତ ହେବା ଘଟଣା ଚର୍ଚ୍ଚାକୁ ଆସିଥିବା ବେଳେ ଘିଅ ଯୋଗାଣକାରୀ ସଂସ୍ଥା ଏହି ଦୁର୍ଗନ୍ଧଯୁକ୍ତ ଘିଅକୁ ଫେରାଇ ନେଇ ନୂତନ ଘିଅ ପ୍ରଦାନ କରି ନିଜର ଭୁଲ୍ ସଂଶୋଧନ କରିବାକୁ ଉଦ୍ୟମ କରିଛି । କିନ୍ତୁ ଏହି ଦୁର୍ଗନ୍ଧଯୁକ୍ତ ଘିଅ ପାଇଁ କିଏ ଦାୟୀ ତାହାର ପର୍ଦ୍ଦାଫାସ ନ ହେବାରୁ ଶ୍ରୀବଳଦେବଜୀଉଙ୍କ ଭକ୍ତ ଓ ଶ୍ରଦ୍ଧାଳୁଙ୍କ […]
Day: 6 October 2024
କେନ୍ଦ୍ରାପଡ଼ା,୬ା୧୦: ଅଖିଳ ଭାରତ ଗ୍ରାମୀଣ ଡାକସେବକ ସଙ୍ଘର କେନ୍ଦ୍ରାପଡା ଡିଭିଜନର ଦ୍ୱିତୀୟ ଦ୍ୱିର୍ଷିକ ସମ୍ମିଳନୀର ଖୋଲା ଅଧିବେସନ ରବିବାର କେନ୍ଦ୍ରାପଡା ମୁଖ୍ୟ ଡାକଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଓଡିଶା ସର୍କଲର ପୂର୍ବତନ ସମ୍ପାଦକ ଅଶୋକ କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଓଡିଶା ସର୍କଲର ପୂର୍ବତନ ସମ୍ପାଦକ ହିମାଂଶୁ ଶେଖର ଦାସ, ପୂର୍ବତନ ସମ୍ପାଦକ ନିର୍ମଳ ଚନ୍ଦ୍ର ସିଂ, ସି.ପି.ଆଇ.(ଏମ)ର ଜିଲ୍ଲା ସାଧାରଣ ସମ୍ପାଦକ ଗୟାଧର ଧଳ, […]
କେନ୍ଦ୍ରାପଡା,୬/୧୦: ମସ୍ତିଷ୍କ ପକ୍ଷାଘାତ ଏକ ଗମ୍ଭୀର ସ୍ନାୟୁ ଓ ମାଂସପେଶୀଜନିତ ଭିନ୍ନକ୍ଷମତା ଯାହା ମାତୃ ଗର୍ଭାବସ୍ଥା ଓ ପ୍ରସବକାଳୀନ ତଥା ପରବର୍ତ୍ତୀ ପାର୍ଶ୍ୱପ୍ରଭାବର ପରିଣାମ ଅଟେ। ସଚେତନତା ମାଧ୍ୟମରେ ଏହାର ପ୍ରତିରୋଧ ଓ ପ୍ରଭାବିତ ସମୂହଙ୍କ ଜୀବନରେ ପରିବର୍ତ୍ତନ ଅଣାଯାଇପାରେ। ୬ ଅକ୍ଟୋବର ବିଶ୍ୱ ମସ୍ତିଷ୍କ ଦିବସ ଅବସରରେ ଭିନ୍ନକ୍ଷମଙ୍କ ସଶକ୍ତିକରଣ ପାଇଁ କାର୍ଯ୍ୟରତ ପୁନର୍ବାସ ପକ୍ଷରୁ ଏକ ସଚେତନଧର୍ମୀ ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାତା ତଥା ମୁଖ୍ୟ […]
ପଟ୍ଟାମୁଣ୍ଡାଇ ୬/୧୦-ଦେଶର ଆଗାମୀ ଭବିଷ୍ୟତ ଶିଶୁ ମାନଙ୍କ ଅନ୍ତର୍ନିହିତ ପ୍ରତିଭା ବିକାଶ ହେଲେ ଦେଶ ସଶକ୍ତ ହେବ ବୋଲି ରାଜନଗର ବିଧାୟକ ଧ୍ରୁବ ସାହୁ କଖାରୁଣୀ ଠାରେ କଖାରୁଣୀ ଉନ୍ନୀତ ଉପ୍ରା ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଆୟୋଜିତ ଶିଶୁ ମହୋତ୍ସବ ସୁରଭି -୨୦୨୪ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପ୍ରକାଶ କରିଛନ୍ତି । ସିଆରସିସି ଅରବିନ୍ଦ ବଳଙ୍କ ପୌରହିତ୍ୟ ଓ ସିଆରସିସି ମଳୟ ଜେନାଙ୍କ ସଂଯୋଜନାରେ ଆୟୋଜିତ ଉଦଘାଟନୀ […]
ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ରବିବାର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂସଦ ସଭାପତି ପ୍ରଫେସର ଦୁର୍ଯ୍ୟୋଧନ ପରିଡାଙ୍କ ପୌରହିତ୍ୟରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲା ଶିକ୍ଷାଧିକାରି ପ୍ରଦୀପ ନାଗ ଯୋଗ ଦେଇ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ପ୍ରସଙ୍ଗରେ ଯଥା ଶିଘ୍ର ପଦେକ୍ଷପ ନିଆଯିବା ସହିତ ୫୧ ଲକ୍ଷ ଟଙ୍କା ବ୍ୟୟରେ […]
ପଟ୍ଟାମୁଣ୍ଡାଇ ୬/୧୦-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ ବଡମହନପୁର ହରିଜନ ସାହିରେ କମେଟମାରାକୁ କେନ୍ଦ୍ରକରି ଶନିବାର ରାତିରେ ଦୁଇ ଗୋଷ୍ଠି ମଧ୍ୟରେ ଗଣ୍ଡଗୋଳ ଓ ମାରପିଟ । ଏନେଇ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଉଭୟ ପକ୍ଷରୁ ଅଭିଯୋଗ । ପୋଲିସ ତଦନ୍ତ ପରେ ମାମଲା ନଂ ୪୭୫/୨୦୨୪ ଓ ୪୭୬/୨୦୨୪ରେ ଦୁଇଟି ମାମଲା ରୁଜୁ କରି ଉଭୟ ପକ୍ଷରୁ ୧୦ ଜଣଙ୍କୁ ପଟ୍ଟାମୁଣ୍ଡାଇ କୋଟ ପଠାଇଥିବା ଗ୍ରାମାଂଚଳ ଥାନା […]










