ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟର ଗଣିତ ବିଭାଗରେ ଆଲୋଚନା ଚକ୍ର

ପଟ୍ଟାମୁଣ୍ଡାଇ ୯.୧୦- ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟରେ ଗଣିତ ବିଭାଗ ତରଫରୁ “ସିଙ୍ଗୁଲାର ସଲୁସନ ଅଫ ଡିଫରେନସିଆଲ ଇକ୍ୟୁଏସନ ଆଣ୍ଡ ଇଟ୍ସ ଆପଲିକେସନ” ବିଭାଗ ସ୍ଥରୀୟ ଆଲୋଚନାଚକ୍ର ମହାବିଦ୍ୟାଳୟର ଅଧକ୍ଷ ପ୍ରଫେସର ଦିଲ୍ଲୀପ କୁମାର ଭୂୟାଁଙ୍କ ପୌରହିତରେ ଗତ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।…

ବୀରସ୍ୱତୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ା, ୯ା୧୦: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ଗ୍ରାମପଞ୍ଚାୟତର ବୀରସ୍ୱତୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ମିନତୀ କୁମାରୀ ବିଶ୍ୱାଳ ଯୋଗଦେଇଛନ୍ତି। ଉକ୍ତ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ କାକୁଲି ମଲ୍ଲିକ, ଶିକ୍ଷୟିତ୍ରୀ ସଂଜ୍ଞାସାଗରିକା ନାୟକ, ରେଣୁକା…

ଜିଲ୍ଲା ବିଜେଡିର ପ୍ରାଥମିକ ସଭ୍ୟ ସଂଗ୍ରହ ଅଭିଯାନ ଉଦ୍‌ଘାଟନ

କେନ୍ଦ୍ରାପଡ଼ା, ୯ା୧୦: ଆଜି କେନ୍ଦ୍ରାପଡା ପୌରସଂସ୍ଥା ଟାଉନ ହଲ୍‌ରେ ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ସହ ବିଜେଡି ସୁପ୍ରିମୋ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନର ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

ଓର୍ଷକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ‘ସୁରଭି’ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା,୯ା୧୦: କେନ୍ଦ୍ରାପଡା ଜିଲ୍ଲା ତରାପୁର ଆଞ୍ଚଳିକ ସାଧନ କେନ୍ଦ୍ର୍ ଆନୁକୂଲ୍ୟରେ ଓର୍ଷକା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ଅନୁପମା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବେ…

ଭାରତୀୟ ଆଇନଜୀବୀ ସଙ୍ଘର ଜିଲ୍ଲା କମିଟି ବୈଠକ ନୂତନ କର୍ମକର୍ତ୍ତା ନିର୍ବାଚିତ

କେନ୍ଦ୍ରାପଡ଼ା, ୯ା୧୦: ଭାରତୀୟ ଆଇନଜୀବୀ ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ବୈଠକ ମଙ୍ଗଳବାର ପବ୍ଲିକ ରିଡିଂରୁମ ପରିସରରେ ଜିଲ୍ଲାର ବରିଷ୍ଠ ଆଇନଜୀବୀ ପ୍ରେମାନନ୍ଦ ମାଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଦେଶ ପାଇଁ ଶହୀଦ ହୋଇଥିବା ସୈନିକ, କୃଷକ ଓ…

ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୯/୧୦ – ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ପକ୍ଷରୁ ” ଯୁଦ୍ଧ ଓ ପରିବର୍ତିତ ବିଶ୍ୱ ଶୃଙ୍ଖଳା “ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ରମାଦେବୀ ବିଶ୍ୱବିଦ୍ୟାଳୟ…

ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ଆଲୋଚନାଚକ୍ର

ପଟ୍ଟାମୁଣ୍ଡାଇ ୯/୧୦ -ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ପକ୍ଷରୁ “ଆକ୍ଟିଙ୍ଗ ଅନ ପ୍ରିନସିପ୍ଲୁସ, ଦି ରୋଲ ଏଫ ମ୍ୟାକ୍ସିସ ଇନ କାଂଟିଆନ ଏଥିକ୍ସ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ…

ପଟ୍ଟାମୁଣ୍ଡାଇ କଲେଜରେ ଗୋପବନ୍ଧୁ ଜୟନ୍ତୀ

ପଟ୍ଟାମୁଣ୍ଡାଇ ୯/୧୦-ପଟ୍ଟାମୁଣ୍ଡାଇ କଲେଜ ଶିକ୍ଷା ବିଭାଗ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ଶିକ୍ଷା ବିଭାଗ ମୁଖ୍ୟ ନିବେଦିତା ନାୟକ, ଅଧ୍ୟାପିକା…

ବଙ୍ଗଳିସାହିର ଦୂର୍ଗା ପୂଜା ନିଆରା , ବିଦାୟଦିନ ମାଙ୍କୁ ଦିଆଯାଏ କନକ ଅଞ୍ଜୁଳି , ଚିକିମିକି ଆଲୋକମାଳାରେ ଝଲସୁଛି ପଟ୍ଟାମୁଣ୍ଡାଇ ସହର

ପଟ୍ଟାମୁଣ୍ଡାଇ ୯.୧୦ – ଆଶ୍ୱିଣ ଆସିଲେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଂଚଳ ଉତ୍ସବ ମୁଖର ହୋଇଉଠେ । ପାର୍ବଣ ନେଇ ପୁଣି ଫେରିଛି ଶରତ ଋତୁର ଆଶ୍ୱିନ ମାସ । ସାଙ୍ଗରେ ଆଣିଛି ଉତ୍ସାହ ଓ…

ଗଣ୍ଡକୁଳରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪

ପଟ୍ଟାମୁଣ୍ଡାଇ ୯/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ରାମେଶ୍ୱର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପଂଚାୟତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ଲଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି -୨୦୨୪ ଅନୁଷ୍ଠିତ ହୋଇଯାଇଛି । ପଂଚାୟତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ…

ବାସୁଦେବପୁର ଗ୍ରାମରେ ମାରାଣା ଷଣ୍ଢର ଅକ୍ରମଣରେ ୪ ଆହତ

ପଟ୍ଟାମୁଣ୍ଡାଇ ୮/୧୦ -କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଦୋଷିଆ ପଂଚାୟତ ବାସୁଦେବପୁର ଗାଁ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ବୁଲା ଷଣ୍ଢ ଆକ୍ରମଣରେ ୪ଜଣ ଲୋକ ଆହତ ହୋଇଥିବା ବେଳେ ୨ଜଣଙ୍କ ମଟରସାଇକେଲ ଭାଙ୍ଗି ଦେଇଛି । ଏଥିରେ ଜଣେ ଲୋକ ଗୁରୁତର…