ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ଆଲୋଚନାଚକ୍ର


ପଟ୍ଟାମୁଣ୍ଡାଇ ୯/୧୦ -ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ପକ୍ଷରୁ “ଆକ୍ଟିଙ୍ଗ ଅନ ପ୍ରିନସିପ୍ଲୁସ, ଦି ରୋଲ ଏଫ ମ୍ୟାକ୍ସିସ ଇନ କାଂଟିଆନ ଏଥିକ୍ସ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ସହକାରୀ ପ୍ରଫେସର ଡ଼ ନିବେଦିତା ପ୍ରିୟଦର୍ଶନୀ ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ ବିଷୟଭିତ୍ତିକ ଆଲୋଚନା କରିଥିଲେ । ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ମୁଖ୍ୟ ଅଧ୍ୟାପକ ଶ୍ରୀମନ୍ତ କୁମାର ଜେନା ସ୍ୱାଗତ ଭାଷଣ ଓ ଅଧ୍ୟାପକ ଆଲୋକ ସାହୁ ଅତିଥିପରିଚୟ ପ୍ରଦାନ କରିଥିଲେ । ଶେଷରେ ଲେପ୍ଟନାଂଟ ଆର ଏଲ ମଧୁସ୍ମିତା ପରିଡା ଧନ୍ୟବାଦ ଦେଇଥିଲେ । ଏଥିରେ ପଟ୍ଟାମୁଣ୍ଡାଇ କଲେଜ ଦର୍ଶନ ବିଭାଗ ଛାତ୍ରୀଛାତ୍ର ଯୋଗ ଦେଇଥିଲେ ।


Next Post

ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ଆଲୋଚନାଚକ୍ର

Wed Oct 9 , 2024
ପଟ୍ଟାମୁଣ୍ଡାଇ ୯/୧୦ – ପଟ୍ଟାମୁଣ୍ଡାଇ କଲେଜ ଇତିହାସ ବିଭାଗ ପକ୍ଷରୁ ” ଯୁଦ୍ଧ ଓ ପରିବର୍ତିତ ବିଶ୍ୱ ଶୃଙ୍ଖଳା “ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ରମାଦେବୀ ବିଶ୍ୱବିଦ୍ୟାଳୟ ପ୍ରଫେସର ଡ଼ ମାନସ ବେହେରା ମୁଖ୍ୟ ଆଲୋଚକ ଭାବେ ଯୋଗ ଦେଇ ବିଷୟଭିତିକ ଆଲୋଚନା କରିଥିଲେ । ଇତିହାସ ବିଭାଗ ମୁଖ୍ୟ ଡ଼ ସର୍ବେଶ୍ୱର ସାହୁ ସନ୍ଧର୍ଭ […]

KANIKA