ପଟ୍ଟାମୁଣ୍ଡାଇତା ୧୧/୧୦-ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ୧୮ନଂ ୱାର୍ଡ ଦକ୍ଷିଣଦିଆ ଗ୍ରାମର ତାତନା ରାସ୍ତାରେ କିଆ ଯୋଡି ଗ୍ରାମର ଇତିଶ୍ରୀ ଶୁଭଦର୍ଶନୀ ତରାଇ ନାମକ ଜନୈକା ମହିଳା ଘର ଭଡା ନେଇ ରହୁଥିଲେ । ସେ ପଟ୍ଟାମୁଣ୍ଡାଇ ପୌର ପରିଷଦରେ ମୁକ୍ତା ପ୍ରକଳ୍ପ ସଂଯୋଜକ ଚାକିରୀ କରନ୍ତି । ସେ ଦଶହରା ଛୁତିରେ ନିଜ ଘରକୁ ଯାଇଥିବା ବେଳେ ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ କେତେକ ଦୁବୃର୍ତ୍ତ ତାଙ୍କ ଭଡା ଘରେ […]
Day: 11 October 2024
କେନ୍ଦ୍ରାପଡ଼ା,୧୧ା୧୦: କେନ୍ଦ୍ରାପଡା ସଦର ଥାନା ଆଇଆଇସି ସରୋଜ କୁମାର ସାହୁଙ୍କର ଜିଲ୍ଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟକୁ ବଦଳି ହେବା ଅବସରରେ ଶ୍ୟାମସୁନ୍ଦରପୁରର ଜଗନ୍ନାଥ ମନ୍ଦିରର କର୍ମକର୍ତ୍ତା, ଭକ୍ତବୃନ୍ଦ ତଥା ଜନସାଧାରଣଙ୍କ ତରଫରୁ ଏକ ବିଦାୟୀକାଳୀନ ସମ୍ବର୍ଦ୍ଧନା ସଭା ପଣ୍ଡିତ ହୃଷିକେଶ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଡା. ବିଶ୍ୱପ୍ରକାଶ କାନୁନଗୋ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ସାହୁଙ୍କର କାର୍ଯ୍ୟଦକ୍ଷତା, ସଚ୍ଚୋଟତା ଓ ନୀରପେକ୍ଷତା ଉପରେ […]
କେନ୍ଦ୍ରାପଡ଼ା,୧୧ା୧୦: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ବାଲିଯାତ୍ରା କମିଟି ସଭାପତି ପ୍ରଦୀପ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ବାଲିଯାତ୍ରାକୁ ସର୍ବାଙ୍ଗସୁନ୍ଦର ଓ ଆକର୍ଷଣୀୟ କରିବା ନିମନ୍ତେ ବିଭିନ୍ନ କମିଟିମାନ ଗଠନ କରାଯାଇଛି। ଏହି ଅବସରରେ କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ- ୨୦୨୪ର ମୁଖପତ୍ର “ସ୍ମୃତିର ବୋଇତ” ପ୍ରକାଶ କରାଯିବାକୁ ସ୍ଥିର କରାଯାଇଥିବା ବେଳେ ଏଥିନିମନ୍ତେ ଅକ୍ଟୋବର ୩୧ତାରିଖ ସୁଦ୍ଧା ଲେଖା […]
କେନ୍ଦ୍ରାପଡ଼ା, ୧୧ା୧୦: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏସମ୍ପର୍କରେ ଖବର ପାଇବା ପରେ ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମିରଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ତୁରନ୍ତ ସହାୟତା ପ୍ରଦାନ ପାଇଁ ପରାମର୍ଶ ଦେଇଥିଲେ। ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତି କେନ୍ଦ୍ରାପଡା ପୈାରାଞ୍ଚଳର ଇଦଗାମହଲାରେ ପହଞ୍ଚି କର୍କଟ ପିଡିତ […]
କେନ୍ଦ୍ରାପଡ଼ା, ୧୧ା୧୦: ନିକିରାଇସ୍ଥିତ ବୀରହନୁମାନଜୀଉ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବରେଡକ୍ରସ ଆନୁକୂଲ୍ୟରେ ସ୍ୱେଛାସେବୀମାନଙ୍କୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅନୁଷ୍ଠାନ ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତ ବରାଳ ଅଧ୍ୟକ୍ଷତାକରି ସ୍ୱେଛାସେବୀମାନଙ୍କୁ ସମାଜସେବାରେ ବ୍ରତୀହେବାକୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ଯୁବରେଡକ୍ରସର ସଂଯୋଜକ ପ୍ରଫେସର ରତ୍ନାକର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡକ୍ରସର ବିଚାରଧାରାରେ ନିଜକୁ ନିୟୋଜିତ କରିବାକୁ ମନ୍ତ୍ର ପ୍ରଦାନ କରିଥିଲେ। ଅନୁଷ୍ଠାନର ରାଜନୀତିବିଜ୍ଞାନ […]
କେନ୍ଦ୍ରାପଡା, ୧୧ା୧୦: ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.) କେନ୍ଦ୍ରାପଡ଼ା ଜିଲ୍ଲା କମିଟିର ପରିବର୍ଦ୍ଧିତ ବୈଠକ ଗୋପଛକ ଠାରେ ସାଥୀ ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପ୍ରାରମ୍ଭରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ସାଥି ରମେଶ ଚନ୍ଦ୍ର ନାୟକ। ଏହାପରେ ବିଗତ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ କରିଥିଲେ ଜିଲ୍ଲା ସମ୍ପାଦକ ସାଥି ରମଣୀରଞ୍ଜନ ରାଉତରାୟ। ଏଥିସହିତ ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ସେ ସୂଚନା ପ୍ରଦାନ କରିଥିଲେ। କେନ୍ଦ୍ରାପଡା ଜିଲ୍ଲାର […]
ପଟ୍ଟାମୁଣ୍ଡାଇ ୧୦/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ସହର ଉତ୍ସବ ମୁଖର ହୋଇପଡିଛି । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲା ଅତିରିକ୍ତ ଚିକିତ୍ସାଧିକାରୀ ଡାକ୍ତର ସଚିଦାନନ୍ଦ ମିଶ୍ରଙ୍କ ନିଦ୍ଧେଶକ୍ରମେ ଗୁରୁବାର ସଂନ୍ଧ୍ୟାରେ ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ ତରଫରୁ ମାତୃସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏକ ସଚେତନାତା କାର୍ଯ୍ୟକ୍ରମ ପାଲା ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ପଟ୍ଟାମୁଣ୍ଡାଇ ମେଡିକାଲ ଅଫିସର ଡାକ୍ତର ନିରାକାର ପରିଡାଙ୍କ […]










