୬ ସମିତି ସଭ୍ୟ ଭାଜପା ଯୋଗ ଦେବା ଖବରକୁ ବିଜେଡିର ଖଣ୍ଡନ

ପଟ୍ଟାମୁଣ୍ଡାଇ ୧୫/୧୦-ପଟ୍ଟାମୁଣ୍ଡାଇ ପଂଚାୟତ ସମିତିର ୬ଜଣ ବିଜେଡି ସମର୍ôଥତ ସମିତି ସଭ୍ୟ ଶାସକ ଭାଜପା ଦଳରେ ସାମିଲ ହୋଇଥିବା ନେଇ ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରକୁ ବିଜେଡି ପକ୍ଷରୁ ଖଣ୍ଡନ କରାଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର…

ଦିଲ୍ଲୀ ଭାଜପା ପ୍ରଭାରୀ ହେଲେ ବୈଜୟନ୍ତ ପଣ୍ଡା

ପଟ୍ଟାମୁଣ୍ଡାଇ ୧୫/୧୦-ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ଦଳର ବିପୁଳ ବିଜୟ ପାଇଁ କେନ୍ଦ୍ରୀୟ ଭାଜପା ପକ୍ଷରୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି । ରାଷ୍ଟ୍ରୀୟ ଭାଜପା ସଭାପତି ଜେ ପି ନଡ୍ଡା ଭାଜପା ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ…

ସୂଚନା ଅଧିକାର ଆଇନରେ ତଥ୍ୟ ପ୍ରଦାନ କରୁନଥିବା ଜିଲ୍ଲାପାଳଙ୍କୁ ଅଭିଯୋଗ

  କେନ୍ଦ୍ରାପଡା, ୧୫ା୧୦: ସୂଚନା ଅଧିକାର ଆଇନ୍‌ରେ ରାଜକନିକା ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ତଥ୍ୟ ପ୍ରଦାନ କରୁନଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକ ଅନ୍ତର୍ଗତ ମହୁ ଗ୍ରାମର ପଦ୍ମନାଭ ଆଚାର୍ଯ୍ୟଙ୍କ ପୁଅ ତଥା…

ହବିଷ୍ୟାଳୀଙ୍କ ପଞ୍ଚୁକ ବ୍ରତ ପାଳନ ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୫ା୧୦ : କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ପଞ୍ଚୁକରେ ତୁଳସୀକ୍ଷେତ୍ରରେ ହବିଷ୍ୟାଳୀମାନଙ୍କ କାର୍ତ୍ତିକବ୍ରତ ପାଳନ ପାଇଁ ଏକ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ନଭେମ୍ବରମାସ ୧୦ତାରିଖ…

ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ଚିଠି ପଡିଛି

କେନ୍ଦ୍ରାପଡ଼ା, ୧୫ା୧୦: କେନ୍ଦ୍ରାପଡା ମୁଖ୍ୟ ଡାକଘର ସମ୍ମୁଖ ରାସ୍ତା କଡରେ ଶହ ଶହ ସଂଖ୍ୟାରେ ଚିଠି ଗୁଡିକ ପଡିରହିଥିବା ଦେଖିବାକୁ ମିଳିଛି। ସବୁଠୁ ଆଶ୍ଚର୍ଯ୍ୟ ଚକିତ କଥା ହେଉଛି ଏହି ଛିଠି ଗୁଡିକ ସଦ୍ୟ ଡାକରେ ଆସିଥିବା ଚିଠି ଭଳି ପ୍ରତୀୟମାନ…

ଏ.ପି.ଜେ. ଅବଦୁଲ କଲାମଙ୍କ ୯୩ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡା,୧୫/୧୦: ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତଃ ଭାରତରତ୍ନ ଡ଼ଃ ଏ.ପି.ଜେ. ଅବଦୁଲ କଲାମଙ୍କ ୯୩ତମ ଜୟନ୍ତୀ ଭାରତରତ୍ନ ଡ଼ଃ ଅବଦୁଲ କଲାମ ସ୍ମୃତି କମିଟି ତରଫରୁ ପାଳନ କରାଯାଇଛି। ପ୍ରାରମ୍ଭରେ ମେଡିକାଲ ରୋଡ୍‌ସ୍ଥିତ କଲାମଙ୍କ ପ୍ରତିମୂର୍ତ୍ତିରେ ସ୍ଥାନୀୟ ଭାରତୀୟ ଷ୍ଟେଟବ୍ୟାଙ୍କର ମୁଖ୍ୟ…