କେନ୍ଦ୍ରାପଡ଼ା, ୧୬ା୧୦: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ବଡହାଟସ୍ଥିତ ମଦ୍ରାସା ଆରବିୟା ତାଲିମୁଲ ଇସଲାମ୍‌ରେ କେନ୍ଦ୍ରାପଡା ଜିଲ୍ଲା ମଦ୍ରାସା ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୟଦା ସୁହିଲ୍ ଅଖତରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ସମସ୍ତ ମଦ୍ରାସାମାନଙ୍କର ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଉପସ୍ଥିତ ଥିଲେ । ସଭାପତି ବୈଠକର ଉଦ୍ଦେଶ୍ୟ ସମ୍ପର୍କରେ ସମସ୍ତଙ୍କୁ ଅବଗତ କରାଇଥିଲେ । ଉର୍ଦ୍ଦୁ ଭାଷା ମିଳିତ ସଂଘ (ୟୁଏନ୍‌)ରେ ମାନ୍ୟତା ପାଇଥିବାରୁ […]

କେନ୍ଦ୍ରାପଡ଼ା, ୧୬ା୧୦: ସମସ୍ତଙ୍କର ପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୯ତମ ଜନ୍ମଦିବସ ଜିଲ୍ଲା ବିଜେଡି ସଂଖ୍ୟାଲଘୁ ସେଲ ପକ୍ଷରୁ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ବିଜେଡି ସଂଖ୍ୟାଲଘୁ ସେଲର ସଭାପତି ମହମ୍ମଦ ସେକ୍ ଇନାୟତ୍‌(ଚନ୍ଦନ)ଙ୍କ ନେତୃତ୍ୱରେ ସଂଖ୍ୟାଲଘୁ ସଂପ୍ରଦାୟ ପକ୍ଷରୁ ସୟଦ୍ ମନସୁର୍ ଶାହା ପିରବାବାଙ୍କ ମଜାରରେ ଚାଦର ଚଢାଯିବା ସହ ନବୀନ ବାବୁଙ୍କ ସୁସ୍ଥ ନିରାମୟ ଜୀବନ କାମନା କରାଯାଇ ଆଲ୍ଲାଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା […]

ପଟାମୁଣ୍ଡାଇ ୧୬.୧୦- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ମନ୍ମଥନାଥ ଉଚ୍ଚ ବିଦ୍ୟାଳୟର ସଭା ଗୃହ ପରିସରରେ ପୁରାତନ ଛାତ୍ର ସଂସଦର ଉପସଭାପତି ଶିକ୍ଷକ ନେତା ବିଜୟ କୁମାର ସାହୁଙ୍କ ସଭାପତିତ୍ୱ ଏକ କାର୍ଯ୍ୟକାରୀ କମିଟି ସଭା ଅନୁଷ୍ଠିତ ହୋଇଯାଇଛିା ଏହି ସଭାରେ ସଂସଦର ୧୪ତମ ବାର୍ଷିକ ଉତ୍ସବ ୨୦୨୪ ର ଆୟ ବ୍ୟୟ ସମୀକ୍ଷା କରାଯିବା ସହିତ ଏକ କମିଟି ଗଠନ କରାଯାଇ ଦାୟୀତ୍ୱ ହସ୍ତାନ୍ତର […]

କେନ୍ଦ୍ରାପଡ଼ା, ୧୬ା୧୦: ସଂସ୍କୃତି ଗୋଟିଏ ଜାତିର ଆତ୍ମା ପରି। ଆତ୍ମାହୀନ ଶରୀର ଯେପରି ପ୍ରାଣ ସ୍ପନ୍ଦନ ହୀନ ହୋଇ ପଡି ରହେ, ସଂସ୍କୃତି ହୀନ ଜାତିଟିଏ ସେହିପରି ବେଶୀକାଳ ବଞ୍ଚି ରହିପାରେ ନାହିଁ। ଇଂରେଜ ଶାସକ ତଥା ପଡୋଶୀମାନଙ୍କ ଶତ ଚକ୍ରାନ୍ତ ସତ୍ତ୍ୱେ ଆଜି ଓଡିଆ ଯଦି ଏକ ଜାତି ରୂପେ ତିଷ୍ଠି ରହିଛି, ତାହା କେବଳ ତାର ଉଚ୍ଚ ସାଂସ୍କୃତିକ ବିଭବ ପାଇଁ ହିଁ ସମ୍ଭବ ହୋଇଛି। ଆମ […]

ପଟ୍ଟାମୁଣ୍ଡାଇ ୧୬/୧୦ -ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜଡେି ସୁପ୍ରିମ ନବୀନ ପଟ୍ଟନାୟକ ବୁଧବାର ୭୯ ବର୍ଷରେ ପାଦ ଥାପିଛନ୍ତି । ଆଜି ତାଙ୍କ ଜନ୍ମଦିନ ଅବସରରେ ରାଜନଗର ନିର୍ବାଚନ ମଣ୍ଡଳି ପଟ୍ଟାମୁଣ୍ଡାଇ ନଗର ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଜନସେବାର ସଂକଳ୍ପ ଦିବସ ପାଳନ କରିବା ସହିତ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ଏକ ରକ୍ତ ଦାନ ଶିବର ସ୍ଥାନୀୟ ଡିଭାଇନ ପ୍ୟାଲେସ୍ ରେ ଅନୁଷ୍ଠିତ ହୋଇଛି […]

କେନ୍ଦ୍ରାପଡ଼ା, ୧୬ା୧୦: କେନ୍ଦ୍ରାପଡ଼ା ଜିଲ୍ଲା କୈବର୍ତ୍ତ ସମାଜ ପକ୍ଷରୁ ମହାଲକ୍ଷ୍ମୀଙ୍କ ପୂଜା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ତୁଳସୀକ୍ଷେତ୍ରାଧିପତି ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପରିସରରେ କୈବର୍ତ୍ତ ସମାଜ ପକ୍ଷରୁ ନିର୍ମିତ ମହାଲକ୍ଷ୍ମୀଙ୍କ ମନ୍ଦିରରେ ମା’ଲକ୍ଷ୍ମୀଙ୍କର ଷୋଡଶ ଉପଚାରରେ ପୂଜାର୍ଚ୍ଚନା କରାଯାଇଥିଲା। ଏହି ପୂଜାରେ କୈବର୍ତ୍ତ ସମାଜ ପକ୍ଷରୁ ନୂଆ ଧାନରେ ପ୍ରସ୍ତୁତ ପାରମ୍ପରିକ ଚୁଡାଘଷା ଭୋଗ ମା’ଲକ୍ଷ୍ମୀଙ୍କୁ ଅର୍ପଣ କରାଯିବା ସହ ସାମୁହିକ ପୁଷ୍ପାଞ୍ଜଳି ପ୍ରଦାନ କରାଯାଇଥିଲା। […]