କେନ୍ଦ୍ରାପଡା,୧୫ା୧୦: ବିଶିଷ୍ଟ ଆଇନଜୀବୀ ସ୍ୱର୍ଗତ ବସନ୍ତ କୁମାର ପତିଙ୍କ ଧର୍ମପତ୍ନୀ ଧର୍ମପରାୟଣା ମହିଳା କନକ ମଞ୍ଜରୀ ଦେବୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ମହିପାଳସ୍ଥିତ ବାସଭବନରେ ପାଳିତ ହୋଇଯାଇଛି । ଏହି ଅବସରରେ ଟ୍ୟାକ୍ସ ଆପିଲ ଟ୍ରିବ୍ୟୁନାଲ ବିଚାରପତି ଯଥା ସ୍ୱର୍ଗତ ମଞ୍ଜରୀ ଦେବୀଙ୍କ ବଡପୁଅ ଶୁଭେନ୍ଦୁ ପତିଙ୍କ ସଂଯୋଜନାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ୟୁନାଇଟେଡ୍ନେସନ୍(ମିଳିତ ଜାତିସଂଘ)ର ପରାମର୍ଶଦାତା ଦେବୀ ପ୍ରସାଦ ଦାସ, ଇଂ ଗୁରୁ ପ୍ରସାଦ […]
Day: 17 October 2024
କେନ୍ଦ୍ରାପଡା ୧୭/୧୦ – ପୁନର୍ବାସ ପକ୍ଷରୁ ଛୋଟ ଛୋଟ ଉଦ୍ୟେ।।ଗ କରି ନିଜ ନିଜକୁ ସ୍ୱାବଲମ୍ବୀ କରିବାକୁ ପ୍ରୟାସ ଜାରି ରଖିଥିବା ଚାରି ଜଣ ଯୁବ ଭିନ୍ନକ୍ଷମ ଉଦ୍ୟୋଗୀଙ୍କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କମ୍ପ୍ୟୁଟର ଓ ସହାୟକ ଉପକରଣ ପ୍ରଦାନ କରାଯାଇଛି । କୌଣସି କାରଣ ବଶତଃ ଦୁର୍ଘଟଣାଗ୍ରସ୍ତ ହୋଇ ଅଥବା ଜନ୍ମରୁ ଭିନ୍ନକ୍ଷମତାର ଶିକାର ହୋଇଥିବା ପଲ୍ଲୀ ରଘୁନାଥପୁରର ସଚିକାନ୍ତ ମଲ୍ଲିକ, ହରିଅଙ୍କର ବଳରାମ ସ୍ୱାଇଁ, କେନ୍ଦ୍ରାପଡା ସହର […]
କେନ୍ଦ୍ରାପଡ଼ା, ୧୭ା୧୦: ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ, କେନ୍ଦ୍ରାପଡା ଜିଲ୍ଲା କମିଟିର ଏକ ବୈଠକ ଗୋପଛକ ନିକଟରେ ସାଥି ବିକାଶ ଚନ୍ଦ୍ର ବେଉରାଙ୍କ ସଭାପତିତ୍ୱରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ମହାକାଳପଡା ସିଏଚସି ସଭାପତି ସାଥି ରଞ୍ଜୁ ବେହେରା ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହାପରେ ଜିଲ୍ଲା ସମ୍ପାଦିକା ସାଥି କାନ୍ତିପ୍ରଭା ନାୟକ ବିଗତ କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ ସହିତ ଆଗାମୀ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତାବ ଆଗତ କରିଥିଲେ। ଏଆଇଟିୟୁସି […]
କେନ୍ଦ୍ରାପଡ଼ା, ୧୭ା୧୦: ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୁହ ଭଲିବଲ ପ୍ରତିଯୋଗିତାରେ କେନ୍ଦ୍ରାପଡା ଜିଲ୍ଲା ବିଜୟୀ ହୋଇ ଚମ୍ପିୟନ ଆଖ୍ୟା ଅର୍ଜ୍ଜନ କରିଛି। ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ଗତ ୬ତାରିଖ ଠାରୁ ୯ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିଯୋଗିତାକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ […]
କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ରଟପଙ୍କ ଗ୍ରାମରରେ ଏକ ଅଭାବନୀୟ ଘଟଣା ଘଟିଛି ଯାଇଛି । ନଦୀ ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଜଣେ ଯୁବକଙ୍କୁ କୁମ୍ଭୀର ଟାଣିଟାଣି ନେଇଯାଇଛି। ସୁଚନାନୁଯାଇ ଶଙ୍କରର ଏକ ବଳଦ ନାଳ ନିକଟରେ ଚରୁଥିଲା। ବଳଦ ଦେଖାନଦେବାରୁ ବୁଧବାର ଅପରାହ୍ନରେ ଶଙ୍କର ଖୋଜିବାକୁ ଯିବା ସମୟରେ କୁମ୍ଭୀର ଟାଣି ତାଙ୍କୁ ନେଇଥିଲା। ଶଙ୍କରଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ […]
କେନ୍ଦ୍ରାପଡ଼ା,୧୬ା୧୦ : ଅରିଲୋ ଆଶ୍ରମର ବାବା ବଳିଆଙ୍କ ଅନନ୍ତ ବଳିଆ ଟ୍ରଷ୍ଟ କେନ୍ଦ୍ରାପଡା ଶାଖା ପକ୍ଷରୁ ବୁଧବାର ଶ୍ରୀ ବଳଦେବଜୀଉଙ୍କ ସପ୍ତଦଶତମ ବାର୍ଷିକ ଅନନ୍ତ ବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟୁଷରୁ ଶ୍ରୀ ଜୀଉଙ୍କ ପହୁଡ ଫିଟିବାପରେ ଆଳତି କରାଯାଇ ନୀତିସ୍ନାନ କରାଯାଇଥିଲା । ଏହାପରେ ଦିଅଁମାନଙ୍କୁ ନୂତନ ଅଙ୍ଗବସ୍ତ୍ରରେ ସଜ୍ଜିତ କରାଯାଇ ବାବା ବଳିଆଙ୍କ ପକ୍ଷରୁ ଦିଅଁଙ୍କ ପାଦରେ ଏକହଜାର ଆଠଶହ ତୁଳସୀ ଅର୍ପଣ କରାଯାଇଥିଲା । ସନ୍ଧ୍ୟାରେ […]










