Day: 20 October 2024

ବଳଦେବ ହାଇସ୍କୁଲର ୧୯୭୭ବ୍ୟାଚ ଗୁରୁ ପୂଜନ

କେନ୍ଦ୍ରାପଡ଼ା, ୨୦ା୧୦: କେନ୍ଦ୍ରାପଡା ବଳଦେବ ହାଇସ୍କୁଲର ୧୯୭୭ମାଟ୍ରିକ ବ୍ୟାଚ ପକ୍ଷରୁ ଏକ ଗୁରୁପୂଜନ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅଙ୍ଗୁଳାଇସ୍ଥିତ ପିଏନଏସ ଯାନ୍ତ୍ରିକ...

ଓମ୍‌ସାର ସଭାପତି ହେଲେ ଡା. କିଶୋର ମିଶ୍ର ସଞ୍ଜିତ ପୂର୍ବ ଜୋନ୍ ଯୁଗ୍ମ ସମ୍ପାଦକ, ନୃପେନ କାର୍ଯ୍ୟକାରୀ କମିଟି ସଦସ୍ୟ

କେନ୍ଦ୍ରାପଡ଼ା, ୨୦ା୧୦: କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡା. କିଶୋର ଚନ୍ଦ୍ର ମିଶ୍ର ଓମ୍‌ସାର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି...

ନରସିଂହପୁରରେ ମହା ଆଡ଼ମ୍ବରରେ ଚାଲିଛି ମାଆ ଗଜଲକ୍ଷ୍ମୀ ପୂଜା

ପଟ୍ଟାମୁଣ୍ଡାଇ ୨୦/୧୦ -ପଟ୍ଟାମୁଣ୍ଡାଇ ବ୍ଲକର ନରସିଂହପୁର ଠାରେ ବହୁ ଉତ୍ସାହ ଉଦ୍ଦୀପନା ମଧ୍ୟରେ ଗଜଲଷ୍ମୀ ପୂଜା ଅନୁଷ୍ଠିତ ହେଉଛି । ନରସିଂହପୁର ଗଜଲକ୍ଷ୍ମ ପୂଜା କମିଟି ଆନୁକୂଲ୍ୟରେ...

ପଟ୍ଟାମୁଣ୍ଡାଇ କଲେଜ ଗଣିତ ବିଭାଗ ସଫଳତା

ପଟ୍ଟାମୁଣ୍ଡାଇ ୨୦/୧୦  ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ +୩ ଗଣିତ ଶେଷ ବର୍ଷ ପରୀକ୍ଷା ଫଳ ମେଧା ତାଲିକାରେ ଥିବା ପ୍ରଥମ ୧୦ଜଣଙ୍କ ମଧ୍ୟରେ ପଟ୍ଟାମୁଣ୍ଡାଇ କଲେଜର...

ପଟ୍ଟାମୁଣ୍ଡାଇ ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା ସଫଳତା ପାଇଲେ

ପଟ୍ଟାମୁଣ୍ଡାଇ ୨୦/୧୦ - ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌‌) ପରୀକ୍ଷାରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇରୁ  ସନ୍ଦୀପ , ସୌମ୍ୟାଶ୍ରୀ, ସାଗରୀକା...

ମାଇଁ ଏନ୍‌ସିସି ଆଲୁମୁନି ଆସୋସିଏସନ ପକ୍ଷରୁ ମେଗା ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୦ା୧୦: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ‘ମାଇ ଏନ୍‌ସିସି ଆଲୁମିନି ଆସୋସିଏସନ’କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ହେବାକୁ ଯାଉଥିବା ଆନ୍ତଃଜିଲ୍ଲା ମେଗା ପ୍ରତିଯୋଗିତା ପାଇଁ ଏକ...