ଭୁବନେଶ୍ୱର: ବାତ୍ୟା ଦାନା ବଙ୍ଗୋପସାଗରରେ ଶକ୍ତି ଜୁଟାଇ ଲଘୁଚାପ ହୋଇ ପଶ୍ଚିମ ଉତର ପଶ୍ଚିମ ଦିଗରେ ମାଡ଼ି ଆସୁଛି। ୨୨ ସକାଳୁ ଅବପାତ, ସନ୍ଧ୍ୟାରେ ଗଭୀର ଅବପାତରେ ପରିଣତ ହେବ। ୨୩ ସକାଳୁ ବାତ୍ୟାର ରୂପ ନେବ ।ଏହା ପରେ, ୨୪…
Day: 21 October 2024
ଗୁଣ୍ଠି ଗାଁ ପୁଅ ଚନ୍ଦନ ଦାସ ଓଏଏସ ପାଇଲେ
ପଟ୍ଟାମୁଣ୍ଡାଇ : ତା-୨୧/୧୦ପଟ୍ଟାମୁଣ୍ଡାଇ ବ୍ଲକର ସଂସାରଫଳ ପଞ୍ଚାୟତ ଗୁଣ୍ଠି ଗାଁର ଚନ୍ଦନ ଦାସ ସଦ୍ୟ ପ୍ରକାଶିତ ଓଡିଶା ପ୍ରଶାସନିକ ସେଵା ଫଳାଫଳ ତାଲିକାର ୪୫୫ନମ୍ବର ସ୍ଥାନ ହାସଲ କରି ନିଜ ଗ୍ରାମ ଗୁଣ୍ଠି ତଥା ଅଞ୍ଚଳ ପାଇଁ ଗୈାରବ ଆଣିଛନ୍ତି। ତାଙ୍କର…
ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନିକ ପ୍ରସ୍ତୁତି ଜୋରଦାର , ଅତ୍ୟାବଶ୍ୟକ ସାମଗ୍ରୀ କଳା ବଜାର ଉପରେ କଡା ନଜର
ପଟ୍ଟାମୁଣ୍ଡାଇ ୨୧/୧୦ -ରାଜ୍ୟ ସରକାରଙ୍କ ନିର୍ଦେଶରେ ସମ୍ଭାବ୍ୟ ବାତ୍ୟା “ଦାନା”କୁ ସଫଳତାର ସହ ମୁକାବିଲା କରିବା ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏ ଦିଗରେ ଜିଲ୍ଲାର ସମସ୍ତ ବିଡ଼ିଓ ଓ ତହସିଲଦାରଙ୍କୁ ସଜାଗ…
ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ନିର୍ବାଚନ
ପଟ୍ଟାମୁଣ୍ଡାଇ ୨୧/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ସଂଘ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ପତିତପାବନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ବିଜୟ ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ପୂର୍ବତନ ଜିଲ୍ଲା ଉପସଭାପତି ପଣ୍ଡିତ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର, ଉପଦେଷ୍ଟା…
ଡା. ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ନଭେମ୍ବର ୨ରେ
କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ଚତୁର୍ଥ ଡାକ୍ତର ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ନଭେମ୍ବରମାସ ୨ ଓ ୩ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେବ। ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ…
କେନ୍ଦ୍ରାପଡାରେ ୬୫ତମ ପୋଲିସ ସହିଦ ଦିବସ ପାଳିତ
କେନ୍ଦ୍ରାପଡ଼ା,୨୧ା୧୦ : କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ସୋମବାର ୬୫ତମ ପୋଲିସ ସହିଦ୍ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ସହିଦ୍ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ୧୯୫୯ମସିହା…
ଷଷ୍ଠ ଦିନରେ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ମା’ଙ୍କ ଦର୍ଶନ ସହ ଠୁଙ୍କାପୁରୀ ମଜା ନେଲେ ଦର୍ଶକ
କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜାର ସୋମବାର ଥିଲା ଷଷ୍ଠ ଦିବସ। ଆଗକୁ ବାତ୍ୟାର ସମ୍ଭାବନା ଥିବାରୁ ପ୍ରବଳ ଭିଡ଼ ହୋଇଥିଲା। ଦୁହୁରିଆ ପାଖରୁ ଭିଡ଼ ଆରମ୍ଭ ହୋଇ ଯାଇଥିଲା। ଦୁହରିଆ ବଜାର କମିଟି ପକ୍ଷରୁ ଗଜଲକ୍ଷ୍ମୀ ମୂର୍ତ୍ତି ହୋଇଛି। ଏହାକୁ…
ନୂପୁର ଡ୍ୟାନ୍ସ ଏକାଡେମୀ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା,୨୧/୧୦- ପବିତ୍ର ଗଜଲଷ୍ମୀ ପୂଜାର ୫ମ ସନ୍ଧ୍ୟାରେ ସ୍ଥାନୀୟ ପୁରୁଣା ବସ୍ଷ୍ଟାଣ୍ଡସ୍ଥିତ ମା’ ଗଜଲଷ୍ମୀ ପୂଜା କମିଟି ଆମନ୍ତ୍ରଣ କ୍ରମେ କେନ୍ଦ୍ରାପଡ଼ାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ “ନୂପୁର ଡ୍ୟାନ୍ସ ଏକାଡେମୀ’ ତରଫରୁ ଚିତ୍ତାକର୍ଷକ ମନୋରଞ୍ଜନ ସନ୍ଧ୍ୟାରେ ଓଡିଶୀ, ସମ୍ବଲପୁରୀ ନୃତ୍ୟଗୁରୁ ନିର୍ଲିପ୍ତା…
ପୋଖରୀଆପଡା ଗାଁ ପୁଅ ସୁନୀଲ ଓଏଏସ ପାଇ ପୌରାଂଚଳ ପାଇଁ ଗୌରବ ଆଣିଲେ
ପଟ୍ଟାମୁଣ୍ଡାଇ ୨୧/୧୦-କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ପୋଖରୀଆପଡା ଗାଁ ପୁଅ ସୁନୀଲ ସ୍ୱାଇଁ ଓଏଏସ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ପିତା ସନତ ସ୍ୱାଇଁ (ବୁଢ଼ା )ଜଣେ ବ୍ୟବସାୟୀ ହୋଇଥିବାବେଳେ ମା ସୁଷମା ସ୍ୱାଇଁ ଜଣେ ଗୃହିଣୀ…
ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ପାଇଁ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା,୨୧/୧୦: ଆଜି ଗରାପୁର ବିଜେଡ଼ି କାର୍ଯ୍ୟାଳୟରେ ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ୫ନଂ ଜୋନ୍ର ପଦଯାତ୍ରା ଧୂମାତ ଗାନ୍ଧୀପୀଠରୁ ଆରମ୍ଭ ହୋଇ…










