ଘଡିକେ ଘଡି ତାଜୁବ୍ କରୁଛି ବାତ୍ୟା ଦାନା ବଦଳିବ କି ଦିଗ!

Cyclone Alert: ଓଡ଼ିଶା ଆଡକୁ ମାଡି ଆସୁଥିବା ଭୀଷଣ ବାତ୍ୟା ଦାନା ଏବେ ସକ୍ରିୟ ହେଉଛି । ଆସନ୍ତାକାଲି ଅର୍ଥାତ୍ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତୟାର, ୧୦ ବାତ୍ୟା ଆଶ୍ରୟସ୍ଥଳୀ ଓ୨୫ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ପଟ୍ଟାମୁଣ୍ଡାଇ ତା ୨୧/୧୦-ରାଜ୍ୟ ସରକାରଙ୍କ ନିର୍ଦେଶରେ ସମ୍ଭାବ୍ୟ ବାତ୍ୟା “ଦାନା”କୁ ସଫଳତାର ସହ ମୁକାବିଲା କରିବା ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । ଅସୁରକ୍ଷିତ ଅବସ୍ଥାରେ ଥିବା ଲୋକ ମାନଙ୍କୁ ସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀରେ…

ବାତ୍ୟା ପ୍ରସ୍ତୁତି, ଉଦ୍ଧାର ଓ ରିଲିଫ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଧିକାରୀଙ୍କୁ ଜିଲ୍ଲା ଦାୟୀତ୍ୱ

କେନ୍ଦ୍ରାପଡ଼ା, ୨୨ା୧୦: ବାତ୍ୟା ‘ଦାନା’ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି, ଉଦ୍ଧାର ଏବଂ ରିଲିଫ ପ୍ରଦାନ ପ୍ରଭୃତି କାର୍ଯ୍ୟକୁ ତଦାରଖ କରିବା ପାଇଁ ପର୍ଯ୍ୟଟନ ବିଭାଗ ନିର୍ଦେଶକ ତଥା ପୂର୍ବତନ କେନ୍ଦ୍ରାପଡା ଜିଲ୍ଲାପାଳ…

ସମ୍ଭାବ୍ୟ ବାତ୍ୟା ନିମନ୍ତେ ଜିଲ୍ଲାପ୍ରଶାସନ ପ୍ରସ୍ତୁତ: ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୨୨ା୧୦: ଆଇଏମ୍‌ଡିର ସତର୍କ ସୂଚନା ଅନୁଯାୟୀ ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳରେ ୨୪ ଓ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ଓ ବାତ୍ୟା ଜନିତ କ୍ଷୟକ୍ଷତି ଆଶଙ୍କା ସୃଷ୍ଟି କରିଛି। ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ପୂଜା ଓ ମେଲଣ ଉତ୍ସବ ପାଇଁ ଜରୁରୀ ବୈଠକ

କେନ୍ଦ୍ରାପଡ଼ା,୨୨ା୧୦: କେନ୍ଦ୍ରାପଡା ସହରରେ ଚଳିତ ବର୍ଷ ପାଇଁ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଓ ଭଷାଣୀ ଉତ୍ସବ ଶାନ୍ତି ଓ ଶୃଙ୍ଖଳାର ସହିତ ପାଳନ କରାଯିବା ନିମନ୍ତେ ସମସ୍ତ ମେଢ କମିଟିର ସଭାପତି, ସମ୍ପାଦକ ଓ ସରକାରୀ ପଦାଧିକାରୀମାନଙ୍କୁ ନେଇ ଏକ ଜରୁରୀକାଳୀନ…

ବିଜେଡି ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ ସ୍ଥଗିତ ପାଇଁ ବୈଠକ

କେନ୍ଦ୍ରାପଡା,୨୨/୧୦: ଆଜି ଗରାପୁରସ୍ଥିତ ବିଜେଡ଼ି କାର୍ଯ୍ୟାଳୟରେ କେନ୍ଦ୍ରପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୬ନଂ ଜୋନ୍ ଓ ୮ନଂ ଜୋନର ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ସମ୍ଭାବ୍ୟ…