ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

କେନ୍ଦ୍ରାପଡା, ୨୪ା୧୦: ଆଜି ପୂର୍ବାହ୍ନ ୧୧.୩୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ନିମନ୍ତେ ନିଆଯାଇଥିବା ଆଗୁଆ ପଦକ୍ଷେପ ବିଷୟରେ ଆଭାସୀ ମାଧ୍ୟମରେ ସମୀକ୍ଷା କରିଛନ୍ତି । କେନ୍ଦ୍ରାପଡ଼ା ଓସୱାନ ହଲରେ ଉକ୍ତ ଆଭାସୀ ବୈଠକରେ…

ସମୁଦ୍ରରେ କମୁଛି ଗତି, ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୦ କି.ମି. ବେଗରେ କୂଳ ଆଡ଼କୁ ମାଡ଼ି ଆସିଛି ବାତ୍ୟା

ଭୁବନେଶ୍ୱର୨୪/୧୦-ଧିରେ ଧିରେ ସ୍ଥଳଭାବର ନିକଟତର ହେଉଛି ବାତ୍ୟା ‘ଦାନା’ । ତେବେ ସମୁଦ୍ର ମଧ୍ୟରେ ବଳ ଗୋଟାଇବା ସହ ବାତ୍ୟାର ଗତି ମନ୍ଥର ହେବାରେ ଲାଗିଛି । ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୦ କି.ମି. ବେଗରେ କୂଳ ଆଡ଼କୁ…

ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର,୨୪।୧୦:-ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଲ୍ୟାଣ୍ଡଫଲ ବେଳେ ବାତ୍ୟାର ବେଗ ଅଧିକ ରହିବା ଅନୁମାନ…

ବାତ୍ୟା ‘ଦାନା’ ଆଉ ୧୮୦ କିମି ଦୂରରେ , ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ, ତାଳଚୁଆରେ ଲ୍ୟାଣ୍ଡ କରିପାରେ

ଭୁବନେଶ୍ୱର,୨୪।୧୦- ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି ଦୂରରେ ଥିବା ବେଳେ ଧାମରାଠାରୁ ୨୧୦ କିମି ଦୂରରେ ରହିଛି। ରାତିରେ ଲ୍ୟାଣ୍ଡଫଲ ହେବାକୁ…

ପଟ୍ଟାମୁଣ୍ଡାଇରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କଲେ ବିଧାୟକ

ପଟ୍ଟାମୁଣ୍ଡାଇ ୨୩/୧୦ -ସମ୍ଭାବ୍ୟ ବାତ୍ୟା “ଦାନା ଭିତରକନିକା ଠାରେ ଲ୍ୟାଣ୍ଡ ଫଲ କରିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରିବା ପରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ଆଶା ଆଶଙ୍କା ଓ ଭୟ ସୃଷ୍ଟି ହୋଇଛି । ପଟ୍ଟାମୁଣ୍ଡାଇ ତଳିଆ ଅଂଚଳରେ…

ଆଜି ରାତିରେ ତାଣ୍ଡବ କରିବ ବାତ୍ୟା ‘ଦାନା’ : ସ୍ଥଳ ଭାଗ ଛୁଇଁଲା ‘ଦାନା’ର ବାହ୍ୟ ବଳୟ ,ବାତ୍ୟା ପ୍ରଭାବରେ ଉପକୂଳରେ ବର୍ଷା ଆରମ୍ଭ

ଆଜି ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ ଭିତରକନିକା-ଢାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ ପବନର ବେଗ ୧୦୦ ରୁ ୧୨୦ କିମି ରହିବ ଆଜିଠାରୁ ୪ ଜିଲ୍ଲାରେ ଅତିପ୍ରବଳ ବର୍ଷା ଆଶଙ୍କା କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ସମ୍ଭାବନା…

ବାତ୍ୟା ‘ଦାନା’ ପ୍ରଭାବିତଙ୍କୁ ସହାୟତା ପାଇଁ ହେଲ୍ପଲାଇନ ଜାରି କଲା ବିଜେଡି

ଭୁବନେଶ୍ୱର, ୨୩ା୧୦-ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବକୁ ନେଇ ଜନମାନସରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ଦୃଢ଼ ମନୋବଳ ନେଇ…