ବାତ୍ୟାରେ ପଟ୍ଟାମୁଣ୍ଡାଇରେ ବ୍ୟାପକ କ୍ଷୟକ୍ଷତି,କଚ୍ଚା ଘର, ରାସ୍ତାଘାଟ କ୍ଷତିଗସ୍ତ, ଫସଲହାନୀ,ବର୍ଷା ଯୋଗୁଁ ରିଲିଫଓ ଉଦ୍ଧାରକାର୍ଯ୍ୟ ପ୍ରଭାବିତ,ଗଛ କାଟିଲେ ବିଧାୟକ

ପଟ୍ଟାମୁଣ୍ଡାଇ ତା ୨୫/୧୦-ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଲଗାଣ ବର୍ଷା ଓ ପବନରେ ବହୁ କଚ୍ଚା, ଆଜବେଷ୍ଟ ଘର ଭାଙ୍ଗି ଯାଇଥିବାବେଳେ ବ୍ୟାପକ ଫସଲ ହାନୀ ଘଟିଛି ।…

ଦାନା ବାତ୍ୟା ଅବହେଳା ଅଭିଯୋଗ ଦୁଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଳମ୍ବିତ, ଦୁଇଜଣଙ୍କୁ କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡା,୨୫ା୧୦: ଦାନା ବାତ୍ୟା ପରିଚାଳନା ଓ ରିଲିଫ୍ ସହାୟତା ଅବହେଳା ଅଭିଯୋଗରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଦୁଇଜଣ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗରଦପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ଜସ୍ମିନ ସୋରେନ୍ ଏବଂ ଆଳି ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଞ୍ଜୟ ପ୍ରଧାନଙ୍କୁ କାର୍ଯ୍ୟରୁ…

ବାତ୍ୟା ଦାନା କାର୍ଯ୍ୟରତ ସମୟରେ ସର୍ପାଘାତରେ ଡାକ୍ତର ଆହତ

କେନ୍ଦ୍ରାପଡା,୨୫ା୧୦: ଗତ ଗୁରୁବାର ଦିନ ଦାନା ବାତ୍ୟା ସମୟରେ କାର୍ଯ୍ୟରତ ଥିବା ଭୁବନେଶ୍ୱରର ଜଣେ ଡାକ୍ତରଙ୍କୁ ସାପ କାମୁଡିବାରୁ ଆହତ ହୋଇ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଘଟଣାରୁ ପ୍ରକାଶ ଯେ ଭୁବନେଶ୍ୱର ୪ନମ୍ବର ୟୁନିଟ୍ ଚିକିତ୍ସାଳୟର ମେଡିକାଲ…

ବାତ୍ୟା ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

କେନ୍ଦ୍ରାପଡା,୨୫ା୧୦: ଆଜି ସନ୍ଧ୍ୟା ୬ଟା ରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ବାତ୍ୟା ପରିଚାଳନା ଓ ପରବର୍ତ୍ତୀ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଉକ୍ତ ସମୀକ୍ଷା…

ମାଙ୍କଡ଼ ହୁଡାଉଥିବା ବେଳେ ଛାତରୁ ପଡି ବେକରେ ପସିଲା ରଡ , ଡାକ୍ତରଖାନାରେ ଭର୍ତି

ଡେରାବିଶ ୨୫/୧୦ ବେବର୍ତା ଅଜୟ ଦାସ : କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ଅଧିନ ଇନ୍ଦାଳୋ ପଂଚାୟତ ଅଢ଼ଙ୍ଗା ଗାଁର ହୃଷିକେଶ ମିଶ୍ର ଶୁକ୍ରବାର ଏକ ଲୁହାରଡ ଧରି ନିଜ ଛାତ ଉପରେ ମାଙ୍କଡ଼ ହୁଡାଉଥିବା ବେଳେ ଅସାବଧାନତା କାରଣରୁ ଛାତରୁ…

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ

କେନ୍ଦ୍ରାପଡ଼ା ୨୫/୧୦-ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। ଆଗକୁ ପବନର ବେଗ ଆହୁରି ବଢ଼ିବ।…

ବାତ୍ୟା ‘ଦାନା’କୁନେଇ ସହର ଶୂନଶାନ, ବିଦ୍ୟୁତ ସରବରାହ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ ୨୪/୧୦ -ବେଳକୁ ବେଳ ଭୟଙ୍କର ରୂପନେଇ ଦାନା ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଗୁରୁବାର ରାତିରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା କେନ୍ଦ୍ରାପଡା ଜିଲା ତାଳଚୁଆରେ ଲ୍ୟାଣ୍ଡଫଲ କରିବ ବୋଲି ଆକଳନ…