ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ପକ୍ଷରୁ ବାତ୍ୟା ପିଡିତଙ୍କୁ ସହାୟତା

କେନ୍ଦ୍ରାପଡା,୨୭ା୧୦: ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ, ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବଗପାଟିଆର ସାତଭାୟା ବିସ୍ଥାପିତ ଅଞ୍ଚଳରେ ବାତ୍ୟା ‘ଦାନା’ ପ୍ରପିଡିତ ଏକ ହଜାର ପରିବାରଙ୍କୁ ଗତ ୨୬ ତାରିଖରେ ସହାୟତା ପ୍ରଦାନ କରାଯାଇଛି । ଏଥିରେ…

ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ଗଣେଶ୍ୱର ବେହେରା

ପଟ୍ଟାମୁଣ୍ଡାଇ ୨୭/୧୦ – ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ କେନ୍ଦ୍ରାପଡା ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ଆକଳନ ପରେ ଜଣାପଡ଼ିବ। ରବିବାର ଅପରାହ୍ଣରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅଧିନ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର,…

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

କେନ୍ଦ୍ରାପଡ଼ା, ୨୭ା୧୦: ରାଜ୍ୟର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୬ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ରବିବାର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୫ଶହରୁ ଉର୍ଦ୍ଧ୍ୱ…

ଅସ୍ଥାଇ ବାତ୍ୟା ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା ନେଇ ଲୋକଙ୍କ ମଧ୍ୟରେ ଉତେଜନା , ପଂଚାୟତ ଅଫିସ ଗେଟରେ ପକାଇଲେ ତାଲା

ପଟ୍ଟାମୁଣ୍ଡାଇ ୨୬/୧୦ -ବାତ୍ୟା ‘ଦାନା’ ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ଅନେକ ପଦକ୍ଷେପ ନିଆଯାଇଛି। ବାତ୍ୟା ଦାଉରୁ ରକ୍ଷା ପାଇଁ ଲୋକମାନଙ୍କୁ ବିଭିନ୍ନ ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବା ସହ ସେଠାରେ ବିଭିନ୍ନ ପ୍ରକାର ଅତ୍ୟାବଶକୀୟ ସାମଗ୍ରୀ…

ରାଜ୍ୟ ସରକାର ‘ଦାନା’ ମୁକାବିଲା ଓ ପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଭୁବନେଶ୍ୱର, : ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ…

ଦାନା ଛଡାଇ ନେଲା ଚାଷୀଙ୍କ ଦାନା

ପଟ୍ଟାମୁଣ୍ଡାଇ ୨୬/୧୦ -ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବହୁ କଚ୍ଚା ଘର, ଆଜବେଷ୍ଟ ଘର ଭାଙ୍ଗି ଯାଇଛି । ବାତ୍ୟା ଆଶ୍ରୟ ସ୍ଥଳୀ ଓ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଥିବା…

ପଟ୍ଟାମୁଣ୍ଡାଇ ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ବୈଜୟନ୍ତ

ପଟ୍ଟାମୁଣ୍ଡାଇ ୨୬/୧୦ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଶନିବାର ରାଜନଗର ନିର୍ବାଚନମଣ୍ଡଳୀ ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଆସି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳର ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନ କରିଛନ୍ତି । ସାଂସଦ ପଣ୍ଡାଙ୍କ ସହିତ ମହାକାଳପଡା…

ବାତ୍ୟା ଦାନା ଅଘଟଣ ଜଣେ ମୃତ

ପଟ୍ଟାମୁଣ୍ଡାଇ ୨୬/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବାତ୍ୟା ‘ଦାନା’ ଅଘଟଣ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ନୂଆଗାଁର ଶରତ ମଲିକଙ୍କ ଘର ଉପରେ ଗୁରୁବାର ରାତିରେ ବାତ୍ୟା ସମୟରେ ଏକ ବିରାଟ ଗଛ ଉପୁଡି ପଡିବାରୁ ଘର ଭାଙ୍ଗିବା…