କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡାର ପୂର୍ବତନ ସାଂସଦ ସ୍ୱର୍ଗତ ପ୍ରଭାତ ସାମନ୍ତରାୟ ଓ ପୂର୍ବତନ ବିଧାୟକ ସ୍ୱର୍ଗତ ଉତ୍କଳ କେଶରୀ ପରିଡାଙ୍କ ପରଲୋକରେ ଆଜି ବିଜୁ ଜନତା ଦଳ ତରଫରୁ ଏକ ସର୍ବ ଦଳୀୟ ଶ୍ରଦ୍ଧାଞ୍ଜଳି ସଭା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ…
Day: 29 October 2024
ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ , ମରିବା ପୂର୍ବରୁ ଥର ଥର କଣ୍ଠରେ ସାନ ଭାଇକୁ ପଚାରିଲେ, ବାବୁରେ ମୋତେ କି ବିଷ ଦେଇଛୁ କହ?
ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ବିଷ ପିଇ ଯନ୍ତ୍ରଣାରେ ଜର୍ଜରିତ ହୋଇ ଡାକ୍ତରଖାନାରେ ମଧ୍ୟ ବଡ଼ ଭାଇ ସାନଭାଇକୁ ଖୋଜୁଥିଲା । ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ କରିଥିଲେ। ମରିବା ପୂର୍ବରୁ ଥର ଥର…
ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ମିନି ମାରାଥନ
କେନ୍ଦ୍ରାପଡ଼ା, ୨୯ା୧୦: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ବିଭିନ୍ନ ସ୍ଲୋଗାନ୍ ଦେଇ ଏକ ମିନି ମାରାଥନ ବାହାରି ସହର…
ଲୋକନାଥପୁରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା
ପଟ୍ଟାମୁଣ୍ଡାଇ ୨୯/୧୦ – ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଗୁଣୁପୁର ମା’ଛୁଆଳିଆ ପଂଚାୟତ ହାଇସ୍କୁଲ ପକ୍ଷରୁ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶୁଭାଂଶୁ କୁମାର ଦାସଙ୍କ ପୌରୋହିତ୍ୟରେ…
ବ୍ରାହ୍ମଣୀ କଲେଜରେ ସପ୍ତାହବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ
ପଟ୍ଟାମୁଣ୍ଡାଇ ୨୯/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଜାତୀୟ ସେବା ସଂସ୍ଥା ଏନଏସଏସ ପକ୍ଷରୁ ଗତ ୧୭ ତାରିଖରୁ ୨୨ତାରିଖ ସପ୍ତାହ ବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଡ଼…
ବିଭିନ୍ନ ଦାବି ନେଇ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ଆନ୍ଦୋଳନ ଚେତାବନୀ
କେନ୍ଦ୍ରାପଡା,୨୮ା୧୦: ଆଲ ଓଡିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ସମସ୍ତ କାର୍ଯ୍ୟରତ କର୍ମଚାରୀମାନେ ବିଗତ ୨୦୧୩ ମସିହାଠାରୁ ଜିକିତଜା ହେଲଥ୍ କେୟାର ନାମକ ଠିକା ସଂସ୍ଥା ଦ୍ୱାରା ପରିଚାଳିତ ହେଉଥିବା ୧୦୮ ଆମ୍ବୁଲାନ୍ସରେ ନିଷ୍ଠାପୂର୍ଣ୍ଣ ଓ ନିସ୍ୱାର୍ଥପର ଭାବରେ ସେବା ଯୋଗାଇ…
ଶୁକ୍ରବାର ଦୀପାବଳି ଓ ପୟାଶ୍ରାଦ୍ଧ ପାଳନୀୟ
କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡା ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ମୁଖ୍ୟ ସମ୍ପାଦକ ପଣ୍ଡିତ ସତ୍ୟନାରାୟଣ ପତି ଜଣାଇଛନ୍ତି ଯେ ଦୀପାବଳି ଓ ପୟାଶ୍ରାଦ୍ଧ(ପିମ୍ପେଇଡକା)ପାଳନ ବିଷୟରେ ବିଭିନ୍ନ କ୍ୟାଲେଣ୍ଡରରେ ୩୧ ତାରିଖ ଗୁରୁବାରରେ ହେବ ବୋଲି ଲେଖାଯାଇଛି । ସମ୍ପ୍ରତି ଆମ ଆରାଧ୍ୟ…
ଜିଲ୍ଲା ସ୍କାଉଟ ଓ ଗାଇଡ ସଂଗଠନ ପକ୍ଷରୁ ବାତ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
କେନ୍ଦ୍ରାପଡ଼ା,୨୯ା୧୦: ବାତ୍ୟା “ଦାନା’ ପ୍ରଭାବରେ ସାରା ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଶେଷ କ୍ଷୟକ୍ଷତି ହୋଇଥିଲା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବ୍ଲକ ଅଧିନ ବଗପାଟିଆ, ସାତଭାୟା ଅଂଚଳ ସବୁଠୁ ବେଶୀ ପ୍ରଭାବିତ ହୋଇଛି। ସେହି ପ୍ରଭାବିତ ଅଞ୍ଚଳରେ ସାଧାରଣ ଲୋକଙ୍କ ଜୀବନ…
ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପାଇଁ ସଚେତନତା
କେନ୍ଦ୍ରାପଡ଼ା,୨୯ା୧୦: ମଙ୍ଗଳବାର ପୂର୍ବାହ୍ନ ୮ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଉପଲକ୍ଷେ ପଥ ଉତ୍ସବ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥି ନିମନ୍ତେ ଏକ ପଦଯାତ୍ରା ଓ ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ନୂଆ ବସଷ୍ଟାଣ୍ଡ…
ପରିବେଶ ସୁରକ୍ଷା ପାଇଁ ଏକ ହୁଅ
କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ମହିଳା ସମିତି ଆନୁକୂଲ୍ୟରେ ୨୫ବର୍ଷ ତଳେ ହୋଇଥିବା ମହାବାତ୍ୟାର ଭୟବହତାକୁ ମନେପକାଇ ପରିବେଶ ସଚେତନତା ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ…










