କେନ୍ଦ୍ରାପଡା, ୩୦ା୧୦: କେନ୍ଦ୍ରାପଡା ବାଲିଯାତ୍ରା ମହୋତ୍ସବ କମିଟିର ଏକ ପ୍ରସ୍ତୁତି ବୈଠକ କମିଟିର ସଭାପତି ପ୍ରଦୀପ କୁମାର ଦାଶଙ୍କ ପୌରୋହିତ୍ୟରେ ସ୍ଥାନୀୟ ଗୁରୁକୁଳ ଆବାସିକ ଶିକ୍ଷା ନିକେତନ ପରିସରରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇ ଲୋକ କଳା ଓ ଲୋକ ନୃତ୍ୟ-ଗୀତକୁ ଗୁରୁତ୍ୱାରୋପ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ପ୍ରତିଦିନ ନୃତ୍ୟ ଗୀତ, ସାଂସ୍କୃତିକ କାର୍ଯ୍ୟକ୍ରମ, ସାହିତ୍ୟ ସାମାଜିକ ଓ ପରିବେଶଭିତ୍ତିକ ଆଲୋଚନା କରାଯିବ । ଏଥିସହିତ ରାମଦୋଳି, […]

କେନ୍ଦ୍ରାପଡା,୩୧ା୧୦: ପେନସନ ଭୋଗୀମାନଙ୍କର ବାର୍ଷିକ ଜୀବନ ପ୍ରମାଣ ପତ୍ର ଦାଖଲର ଅବଧି ଆରମ୍ଭ ହୋଇଛି। ଏଥିନିମନ୍ତେ ସ୍ଥାନୀୟ ଭାରତୀୟ ଷ୍ଟେଟବ୍ୟାଙ୍କର ମୁଖ୍ୟ ଶାଖା ଓ ଜିଲ୍ଲା କୋଷାଗାର ତଥା ଟ୍ରେଜେରୀ ତରଫରୁ ସୁବନ୍ଦୋବସ୍ତ କରଯାଇଛି। ଜିଲ୍ଲା କୋଷାଗାରରେ ଅନଲାଇନ ମାଧ୍ୟମରେ ପ୍ରମାଣପତ୍ର ଗ୍ରହଣ କରାଯାଉଥିବାବେଳେ ଷ୍ଟେଟବ୍ୟାଙ୍କରେ ଅଫଲାଇନରେ ଓ ଅନ୍‌ଲାଇନ୍‌ରେ ପ୍ରମାଣ ପତ୍ର ସଂଗ୍ରହ କରାଯାଉଛି। ଏଥି ନିମନ୍ତେ ପେନସନ ବହି, ବ୍ୟାଙ୍କ ଜମା ଖାତା, ଆଧାର କାର୍ଡ ଓ […]

ପଟ୍ଟାମୁଣ୍ଡାଇ୩୦/୧୦ -ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି ରାଜନଗର ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଯିବାବେଳେ ପଟ୍ଟାମୁଣ୍ଡାଇ ବାଇପାସ ଛକ ଠାରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଜିଲ୍ଲା କଂଗ୍ରେସ ଓବିସି ସେଲ ପ୍ରାକ୍ତନ ଅଧକ୍ଷ ମଳୟ ଦାସ, ବରିଷ୍ଠ କଂଗ୍ରେସ ନେତା ରମାକାନ୍ତ ଦାସ,ଯୁବନେତା ତପନ ପାତ୍ର, ଜିଲ୍ଲା ଦଳିତ ସେଲ ପ୍ରାକ୍ତନ ସଭାପତି ସର୍ବେଶ୍ୱର ସେଠୀ,ଅଖିଳ ଭାରତ […]

ପଟ୍ଟାମୁଣ୍ଡାଇ ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଡାମରପୁର ପଂଚାୟତ ଡାମରପୁର ବ୍ରାହ୍ମଣୀ ନଦୀ ଘାଟ ନିକଟରୁ ଏକ ମୃତ କୁମ୍ଭୀର ଠାବ କରାଯାଇଛି । ଏହି କୁମ୍ଭୀର ଦେଖିବାକୁ ଲୋକଙ୍କ ଭିଡ଼ ଜମିଛି । ପ୍ରକାଶ ଯେ ଡାମରପୁର ଘାଟ ନିକଟରେ ଆଜି ସକାଳେ ୮ଫୁଟ ଲମ୍ବର ଏକ ମୃତ ବଉଳା କୁମ୍ଭୀର ଭାସୁଥିବା ସ୍ଥାନୀୟ ଜନସାଧାରଣ ଦେଖି ରାଜନଗର ବନପାଳ କାର୍ଯ୍ୟାଳୟକୁ ଖବର ଦେଇଥିଲେ । ଏହି ଖବର […]

ପଟ୍ଟାମୁଣ୍ଡାଇ ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଂଚାୟତ ନନ୍ଦଲାଲପାଟଣାରେ ବିଶ୍ୱଶାନ୍ତି ମହାଯଜ୍ଞ ସଫଳତାର ସହ ଆୟୋଜନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅଧିକାରୀ ପ୍ରଦୀପ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ଅଳପୁଆ ସରପଂଚ ପଦ୍ମିନୀ ବେହେରା, ସମିତି ସଭ୍ୟ ରାମ ଚନ୍ଦ୍ର ସେଠୀ, ପୂର୍ବତନ ସମିତ ସଭ୍‌୍ୟ ଚନ୍ଦନ ସାହୁ,ପୂର୍ବତନ ସରପଂଚ ରମେଶ ଦାସ,କୃତିବାସ ସାହୁ, ,ଅମରେନ୍ଦ୍ର ଦାଶ, ଗୋବର୍ଧନ ଦାଶ, ଶୁଭେନ୍ଦ୍ର […]

ପଟ୍ଟାମୁଣ୍ଡାଇ ତା ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ କଖାରୁଣୀ ୟୁ ଜି ୟୁ ପି କ୍ଲଷ୍ଟର ପକ୍ଷରୁ ନବ ନିଯୁକ୍ତ କନିଷ୍ଠ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଉପଲକ୍ଷେ ସି ଆର ସି ସି ଅରବିନ୍ଦ ବଳଙ୍କ ପୌରହିତ୍ୟରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପୂର୍ବତନ ପ୍ରଧାନଶିକ୍ଷକ କବି ଅଶୋକ ପରିଡା, ପୂର୍ବତନ ସି ଆର ସି ସି କବି ଅନ୍ତର୍ଯ୍ୟାମୀ ବେଜ, ପ୍ରଧାନଶିକ୍ଷୟତ୍ରୀ ରେଣୁକା ମହାପାତ୍ର ପ୍ରମୁଖ […]

କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ବିଡିଓଙ୍କ ବଦଳି ପରେ ଜନତା ଉତ୍ତ୍ୟକ୍ତ ହୋଇ ସେମାନଙ୍କ ଆକ୍ରୋଷ ବ୍ୟକ୍ତ କରିଛନ୍ତି। ଫଳ ସ୍ୱରୂପ ବିଡିଓଙ୍କ କାର୍ଯ୍ୟାଳୟକୁ ଘନ ଘନ ଅଣ୍ଡାମାଡ ହୋଇଛି। ଏହା ଦ୍ୱାରା ଦୀର୍ଘଦିନର ଅସନ୍ତୋଷର ବହ୍ନି ଜଳିଛି। କେନ୍ଦ୍ରାପଡା ବ୍ଲକରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ନାମରେ କୋଟି କୋଟି ଟଙ୍କାର ସରକାରୀ ଅନୁଦାନ ଅର୍ଥ ତୋଷରପାତ କରାଯାଇଥିବା ଅଭିଯୋଗ ହୋଇଆସୁଥରଲା । ସରକାରୀ ନୀତି ନିୟମକୁ ସଂପୂର୍ଣ୍ଣ ଉଲ୍ଲଙ୍ଘନ କରାଯାଇ […]

କେନ୍ଦ୍ରାପଡ଼ା,୩୦ା୧୦: ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମୋ ଯୁବ ଭାରତର ପ୍ରଥମ ବାର୍ଷିକୀ ଉତ୍ସବ ପାଳନ ଅବସରରେ ଆଲୋକର ପର୍ବ ଦୀପାବଳୀକୁ ନିଆରାଢଙ୍ଗରେ ପାଳନ କରାଯାଇଛି। ପ୍ରାୟ ୩ଶହରୁ ଉର୍ଦ୍ଧ୍ୱ ସ୍ୱେଛାସେବୀମାନଙ୍କ ଦ୍ୱାରା ଏହା ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ ନେହେରୁ ଯୁବକେନ୍ଦ୍ର ଓ କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ସ୍ୱତନ୍ତ୍ର ଢଙ୍ଗରେ ଅନୁଷ୍ଠିତ ହୋଇ […]

  କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡା ଜିଲ୍ଲା ଅଧିନ ଡେରାବିଶ ବ୍ଲକର ସମନ୍ୱିତ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ(ଆଇସିଡିଏସ)ର ଜଣେ ଗର୍ଭବତୀ ମହିଳା କର୍ମଚାରୀ(କିରାଣୀ) ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ)ଙ୍କ ନିର୍ଯାତନା ଯୋଗୁଁ ପିଡିତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଯାଇଥିବା ଘଟଣା ଏବେ ସମଗ୍ର ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବାରୁ ଜିଲ୍ଲାପାଳ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ କହିଛନ୍ତି ଯେ ଏ ସମ୍ପର୍କରେ […]