ପଟ୍ଟାମୁଣ୍ଡାଇ ୩୧/୧୦ – ଓଡିଶା ହାଇକୋର୍ଟର ଆଇନଜୀବୀ ଦେବାଶିଷ ତ୍ରିପାଠୀ ରାଜ୍ୟ ସରକାରଙ୍କ ନୂଆ ଅତିରିକ୍ତ ସରକାରୀ ଆଇନଜୀବୀ (ଏଜିଏ) ଭାବେ ନିଯୁକ୍ତି ପାଇଛନ୍ତି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୀର୍ଘଦିନ ଧରି ଦେବାଶିଷ ଓଡ଼ିଶା ହାଇକୋଟରେ ଆଇନଜୀବୀ ଭାବେ କାର୍ଯ୍ୟରତଥିଲେ । ଏହା ପୂର୍ବରୁ ସେ ଭାରତ ସରକାରଙ୍କର ଷ୍ଟାଣ୍ଡିଙ୍ଗ କାଉନସେଲ ଭାବରେ ରାଷ୍ଟ୍ରପତିଙ୍କ ଦ୍ୱାରା ନିଯୁକ୍ତି ହୋଇ କାର୍ଯ୍ୟକରିଛନ୍ତି । କେନ୍ଦ୍ରାପଡା ଜିଲା […]

ବାଣ ବିସ୍ଫୋରଣ ହୋଇ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ଜଣ ନାବାଳକ ବୋଲି ଜଣାପଡିଛି। ପୁରୀ ସଦର ଥାନା ଅଧୀନ ବାଟଗାଁ ରାଉତ ସାହିରେ ଗୁରୁବାର ବାଣ ବିସ୍ଫୋରଣ ହୋଇ ଗୁଲା ରାଉତ, ଲିପା ରାଉତ ଓ ସଞ୍ଜୟ ଜେନାଙ୍କ ଗୁରୁତର ହୋଇପଡିଥିଲେ । ସେମାନଙ୍କୁ ପୁରୀ ସଦର ମୁଖ୍ୟ ଚକିତ୍ସାଳୟରେ ଭର୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା […]

ପଟ୍ଟାମୁଣ୍ଡାଇ ତା ୩୦/୧୦- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗୁଣୁପୁର ମା ଛୁଆଳିଆ ହାଇସ୍କୁଲ କିରାଣୀ ତଥା ଓଷ୍ଟା ସଭ୍ୟ ଅର୍ଜୁନ ଓଝାଙ୍କ ଏକାଦଶାହ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା କାଠିଆପଡା ଠାରେ ଅନୁଷ୍ଠିତ ହୋଇଯାଇଛି ।  ଜିଲ୍ଲା ଓଷ୍ଟା ପ୍ରାକ୍ତନ ଉପସଭାପତି ପଣ୍ଡିତ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର, ବ୍ଲକ ଓଷ୍ଟା ସଭାପତି ବିଜୟ ଆଚାର୍ଯ୍ୟ, ସମ୍ପାଦକ ବାବାଜୀ ଦାସ ଉପଦେଷ୍ଟା ଗୋକୁଳ ରାଉତ,ପ୍ରଧାନଶିକ୍ଷକ ଅକ୍ଷୟ ନନ୍ଦ,ବଡ଼ପଡା କଲେଜ ଅଧକ୍ଷ ରମାକାନ୍ତ […]