ଡେରାବିଶ ବ୍ଲକରେ ମିଳିତ ଜନଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୨୮ା୧୦: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୫୬ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ…

ଜିିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନରେ ଶପଥ ପାଠ

କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀ…

ହାଇୱା ଗାଡରୁି ବ୍ୟାଟେରୀ ଚୋରୀ, ଥାନାରେ ଏତଲା

ପଟ୍ଟାମୁଣ୍ଡାଇ ୨୮/୧୦-ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମରୁ ୪ଟି ହାଇୱା ଟ୍ରକର ୮ଟି ବ୍ୟାଟେରୀ ଚୋରୀ ହୋଇଯାଇଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦିଆଯାଇଛି । ପ୍ରକାଶ ଯେ ଗତ ୨୫ ତାରିଖ ଝଡ଼ବାତ୍ୟା ଯୋଗୁଁ ପ୍ରବଳ…

ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ

ପଟ୍ଟାମୁଣ୍ଡାଇ ତା ୨୮/୧୦-ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗୋଗୁଆ ଠାରେ ନବ ନିର୍ମିତ ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ ହୋଇଯାଇଛି ।  ଏହି ଉପଲକ୍ଷେ ଏ ବି ଗ୍ରୁପ ଅଧ୍ୟକ୍ଷ ଆଦେଶ କୁମାର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ…

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀଙ୍କ ବାତ୍ୟା ‘ଦାନା’ ପରବର୍ତ୍ତୀ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା

ଭୁବନେଶ୍ୱର, ୨୭/୧୦ : ଆଜି ଅପରାହ୍ଣରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ‘ଦାନା’ର ପ୍ରଭାବ ଏଥି ଜନିତ ଲଗାଣ ବର୍ଷାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର,…

ମନ୍ତ୍ରୀ ଓ ସାଂସଦ ପର୍ଯ୍ୟଟକଙ୍କ ଭଳି ଆସି ବୁଲି ଚାଲିଗଲେ : ବାତ୍ୟା ଦାନା ପରିଚାଳନାରେ ସରକାରଙ୍କ ବିଫଳତା ନେଇ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା,୨୭ା୧୦- ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର…

ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ପକ୍ଷରୁ ବାତ୍ୟା ପିଡିତଙ୍କୁ ସହାୟତା

କେନ୍ଦ୍ରାପଡା,୨୭ା୧୦: ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ, ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବଗପାଟିଆର ସାତଭାୟା ବିସ୍ଥାପିତ ଅଞ୍ଚଳରେ ବାତ୍ୟା ‘ଦାନା’ ପ୍ରପିଡିତ ଏକ ହଜାର ପରିବାରଙ୍କୁ ଗତ ୨୬ ତାରିଖରେ ସହାୟତା ପ୍ରଦାନ କରାଯାଇଛି । ଏଥିରେ…

ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ଗଣେଶ୍ୱର ବେହେରା

ପଟ୍ଟାମୁଣ୍ଡାଇ ୨୭/୧୦ – ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ କେନ୍ଦ୍ରାପଡା ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ଆକଳନ ପରେ ଜଣାପଡ଼ିବ। ରବିବାର ଅପରାହ୍ଣରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅଧିନ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର,…

ଜିଲ୍ଲା ବୋଇତବନ୍ଦାଣ ସମିତିର ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ

କେନ୍ଦ୍ରାପଡ଼ା, ୨୭ା୧୦: ରାଜ୍ୟର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୬ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ରବିବାର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୫ଶହରୁ ଉର୍ଦ୍ଧ୍ୱ…

ଅସ୍ଥାଇ ବାତ୍ୟା ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା ନେଇ ଲୋକଙ୍କ ମଧ୍ୟରେ ଉତେଜନା , ପଂଚାୟତ ଅଫିସ ଗେଟରେ ପକାଇଲେ ତାଲା

ପଟ୍ଟାମୁଣ୍ଡାଇ ୨୬/୧୦ -ବାତ୍ୟା ‘ଦାନା’ ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ଅନେକ ପଦକ୍ଷେପ ନିଆଯାଇଛି। ବାତ୍ୟା ଦାଉରୁ ରକ୍ଷା ପାଇଁ ଲୋକମାନଙ୍କୁ ବିଭିନ୍ନ ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବା ସହ ସେଠାରେ ବିଭିନ୍ନ ପ୍ରକାର ଅତ୍ୟାବଶକୀୟ ସାମଗ୍ରୀ…

ରାଜ୍ୟ ସରକାର ‘ଦାନା’ ମୁକାବିଲା ଓ ପରିଚାଳନା କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଭୁବନେଶ୍ୱର, : ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ…

ଦାନା ଛଡାଇ ନେଲା ଚାଷୀଙ୍କ ଦାନା

ପଟ୍ଟାମୁଣ୍ଡାଇ ୨୬/୧୦ -ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବହୁ କଚ୍ଚା ଘର, ଆଜବେଷ୍ଟ ଘର ଭାଙ୍ଗି ଯାଇଛି । ବାତ୍ୟା ଆଶ୍ରୟ ସ୍ଥଳୀ ଓ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଥିବା…

ପଟ୍ଟାମୁଣ୍ଡାଇ ବାତ୍ୟା ବିପନ୍ନ ଅଂଚଳ ବୁଲିଲେ ବୈଜୟନ୍ତ

ପଟ୍ଟାମୁଣ୍ଡାଇ ୨୬/୧୦ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଶନିବାର ରାଜନଗର ନିର୍ବାଚନମଣ୍ଡଳୀ ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନରେ ଆସି ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳର ବାତ୍ୟା ବିପନ୍ନ ଅଂଚଳ ପରିଦର୍ଶନ କରିଛନ୍ତି । ସାଂସଦ ପଣ୍ଡାଙ୍କ ସହିତ ମହାକାଳପଡା…

ବାତ୍ୟା ଦାନା ଅଘଟଣ ଜଣେ ମୃତ

ପଟ୍ଟାମୁଣ୍ଡାଇ ୨୬/୧୦ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବାତ୍ୟା ‘ଦାନା’ ଅଘଟଣ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ନୂଆଗାଁର ଶରତ ମଲିକଙ୍କ ଘର ଉପରେ ଗୁରୁବାର ରାତିରେ ବାତ୍ୟା ସମୟରେ ଏକ ବିରାଟ ଗଛ ଉପୁଡି ପଡିବାରୁ ଘର ଭାଙ୍ଗିବା…

ବାତ୍ୟା ପରେ ପଟ୍ଟାମୁଣ୍ଡାଇରେ ଘରଭଙ୍ଗା ତଦନ୍ତ ଆରମ୍ଭ

ପଟ୍ଟାମୁଣ୍ଡାଇ୨୬ା୧୦ -କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ପୈାରାଂଚଳରେ ବାତ୍ୟା ‘ଦାନା’ଜନିତ ଘର ଭଙ୍ଗା ତଦନ୍ତ ତହସିଲ କର୍ମଚାରୀଙ୍କ ଦ୍ୱାରା ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାରଙ୍କ ନିର୍ଦେଶ ପରେ ପଟ୍ଟାମୁଣ୍ଡାଇ ତହସିଲ ପକ୍ଷରୁ ଏଭଳି ତଦନ୍ତ ଶନିବାର ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ…

ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ଗଣେଶ୍ୱର ବେହେରା

କେନ୍ଦ୍ରାପଡା,୨୬ା୧୦: ବାତ୍ୟା ‘ଦାନା’ ସମୟରେ କେନ୍ଦ୍ରାପଡା ବ୍ଲକ, କେନ୍ଦ୍ରାପଡା ପୌରାଞ୍ଚଳ ଓ ପଟ୍ଟାମୁଣ୍ଡାଇ ବ୍ଲକର ସମସ୍ତ ପଞ୍ଚାୟତର ଆଶ୍ରୟସ୍ଥଳୀମାନଙ୍କରେ ବିଧାୟକ ଗଣେଶ୍ୱର ବେହେରା ୨ଦିନ ଧରି ପରିଦର୍ଶନରେ ଯାଇଥିଲେ । ଏଥିସହିତ କେନ୍ଦ୍ରାପଡା ବ୍ଲକ ବି.ଡି.ଓ ଏବଂ ପଟ୍ଟାମୁଣ୍ଡାଇ ବ୍ଲକ ବି.ଡି.ଓଙ୍କ…

ବାତ୍ୟା ପରିଚାଳନା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷପାତ ନୀତି ଦୁର୍ଭାଗ୍ୟଜନକ

କେନ୍ଦ୍ରାପଡା,୨୬ା୧୦: ଆଜି ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଏକ ପ୍ରତିକ୍ରିୟା ଦେଇ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲାରେ ସାମୁଦ୍ରିକ ଝଡ ‘ଦାନା’ର ପ୍ରସ୍ତୁତି ଓ ପରିଚାଳନା କ୍ଷେତ୍ରରେ ଜିଲ୍ଲାର ବିରୋଧି ଦଳର ସମସ୍ତ ୬ଜଣ ବିଧାୟକଙ୍କୁ ଉପେକ୍ଷା କରିବା…

ବାତ୍ୟା ପରେ ରାସ୍ତା ସଫାକଲେ କେନ୍ଦ୍ରାପଡା ପୋଲିସ

କେନ୍ଦ୍ରାପଡ଼ା,୨୬ା୧୦: ବାତ୍ୟା ‘ଦାନା’ର ପ୍ରଭାବ ହ୍ରାସ ପାଇବା ପରେ ଯୋଗାଯୋଗକୁ ସୁଗମ କରିବା ନିମନ୍ତେ ଓଡ୍ରାଫ୍ ଏବଂ ଏନଡିଆରଏଫ୍ ସହିତ ମିଶି ରାସ୍ତା କରିଛନ୍ତି କେନ୍ଦ୍ରାପଡା ପୋଲିସ। ରାସ୍ତା ଉପରେ ବାତ୍ୟା ପବନରେ ଗଛ ଉପୁଡି ବା ଭାଙ୍ଗି ପଡି ରାସ୍ତାରେ…

ଜିଲ୍ଲା ସ୍ତରୀୟ ଚେସ ପ୍ରଶିକ୍ଷଣ ଶିବିର ଉଦଘାଟିତ

କେନ୍ଦ୍ରାପଡ଼ା,୨୬ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ଏକ ଚେସ ସଚେତନତା ଓ ପ୍ରଶିକ୍ଷଣ ଶିବିର ଶନିବାର ଉଦ୍‌ଘାଟିିତ ହୋଇଯାଇଛି। ଏହି ଶିବିରକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜିତରଞ୍ଜନ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ବାତ୍ୟାରେ ପଟ୍ଟାମୁଣ୍ଡାଇରେ ବ୍ୟାପକ କ୍ଷୟକ୍ଷତି,କଚ୍ଚା ଘର, ରାସ୍ତାଘାଟ କ୍ଷତିଗସ୍ତ, ଫସଲହାନୀ,ବର୍ଷା ଯୋଗୁଁ ରିଲିଫଓ ଉଦ୍ଧାରକାର୍ଯ୍ୟ ପ୍ରଭାବିତ,ଗଛ କାଟିଲେ ବିଧାୟକ

ପଟ୍ଟାମୁଣ୍ଡାଇ ତା ୨୫/୧୦-ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ଲଗାଣ ବର୍ଷା ଓ ପବନରେ ବହୁ କଚ୍ଚା, ଆଜବେଷ୍ଟ ଘର ଭାଙ୍ଗି ଯାଇଥିବାବେଳେ ବ୍ୟାପକ ଫସଲ ହାନୀ ଘଟିଛି ।…

ଦାନା ବାତ୍ୟା ଅବହେଳା ଅଭିଯୋଗ ଦୁଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ନିଳମ୍ବିତ, ଦୁଇଜଣଙ୍କୁ କାରଣ ଦର୍ଶାଅ ନୋଟିସ

କେନ୍ଦ୍ରାପଡା,୨୫ା୧୦: ଦାନା ବାତ୍ୟା ପରିଚାଳନା ଓ ରିଲିଫ୍ ସହାୟତା ଅବହେଳା ଅଭିଯୋଗରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଦୁଇଜଣ ପଞ୍ଚାୟତ ନିର୍ବାହୀ ଅଧିକାରୀ ଗରଦପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ଜସ୍ମିନ ସୋରେନ୍ ଏବଂ ଆଳି ପଞ୍ଚାୟତ ସମିତି କାର୍ଯ୍ୟାଳୟର ସଞ୍ଜୟ ପ୍ରଧାନଙ୍କୁ କାର୍ଯ୍ୟରୁ…

ବାତ୍ୟା ଦାନା କାର୍ଯ୍ୟରତ ସମୟରେ ସର୍ପାଘାତରେ ଡାକ୍ତର ଆହତ

କେନ୍ଦ୍ରାପଡା,୨୫ା୧୦: ଗତ ଗୁରୁବାର ଦିନ ଦାନା ବାତ୍ୟା ସମୟରେ କାର୍ଯ୍ୟରତ ଥିବା ଭୁବନେଶ୍ୱରର ଜଣେ ଡାକ୍ତରଙ୍କୁ ସାପ କାମୁଡିବାରୁ ଆହତ ହୋଇ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଘଟଣାରୁ ପ୍ରକାଶ ଯେ ଭୁବନେଶ୍ୱର ୪ନମ୍ବର ୟୁନିଟ୍ ଚିକିତ୍ସାଳୟର ମେଡିକାଲ…

ବାତ୍ୟା ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

କେନ୍ଦ୍ରାପଡା,୨୫ା୧୦: ଆଜି ସନ୍ଧ୍ୟା ୬ଟା ରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ବାତ୍ୟା ପରିଚାଳନା ଓ ପରବର୍ତ୍ତୀ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଉକ୍ତ ସମୀକ୍ଷା…

ମାଙ୍କଡ଼ ହୁଡାଉଥିବା ବେଳେ ଛାତରୁ ପଡି ବେକରେ ପସିଲା ରଡ , ଡାକ୍ତରଖାନାରେ ଭର୍ତି

ଡେରାବିଶ ୨୫/୧୦ ବେବର୍ତା ଅଜୟ ଦାସ : କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ଅଧିନ ଇନ୍ଦାଳୋ ପଂଚାୟତ ଅଢ଼ଙ୍ଗା ଗାଁର ହୃଷିକେଶ ମିଶ୍ର ଶୁକ୍ରବାର ଏକ ଲୁହାରଡ ଧରି ନିଜ ଛାତ ଉପରେ ମାଙ୍କଡ଼ ହୁଡାଉଥିବା ବେଳେ ଅସାବଧାନତା କାରଣରୁ ଛାତରୁ…