କେନ୍ଦ୍ରାପଡ଼ା ୨୫/୧୦-ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। ଆଗକୁ ପବନର ବେଗ ଆହୁରି ବଢ଼ିବ।…
Month: October 2024
ବାତ୍ୟା ‘ଦାନା’କୁନେଇ ସହର ଶୂନଶାନ, ବିଦ୍ୟୁତ ସରବରାହ ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ ୨୪/୧୦ -ବେଳକୁ ବେଳ ଭୟଙ୍କର ରୂପନେଇ ଦାନା ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବା ବେଳେ ଗୁରୁବାର ରାତିରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା କେନ୍ଦ୍ରାପଡା ଜିଲା ତାଳଚୁଆରେ ଲ୍ୟାଣ୍ଡଫଲ କରିବ ବୋଲି ଆକଳନ…
ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
କେନ୍ଦ୍ରାପଡା, ୨୪ା୧୦: ଆଜି ପୂର୍ବାହ୍ନ ୧୧.୩୦ ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟା ମୁକାବିଲା ନିମନ୍ତେ ନିଆଯାଇଥିବା ଆଗୁଆ ପଦକ୍ଷେପ ବିଷୟରେ ଆଭାସୀ ମାଧ୍ୟମରେ ସମୀକ୍ଷା କରିଛନ୍ତି । କେନ୍ଦ୍ରାପଡ଼ା ଓସୱାନ ହଲରେ ଉକ୍ତ ଆଭାସୀ ବୈଠକରେ…
ସମୁଦ୍ରରେ କମୁଛି ଗତି, ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୦ କି.ମି. ବେଗରେ କୂଳ ଆଡ଼କୁ ମାଡ଼ି ଆସିଛି ବାତ୍ୟା
ଭୁବନେଶ୍ୱର୨୪/୧୦-ଧିରେ ଧିରେ ସ୍ଥଳଭାବର ନିକଟତର ହେଉଛି ବାତ୍ୟା ‘ଦାନା’ । ତେବେ ସମୁଦ୍ର ମଧ୍ୟରେ ବଳ ଗୋଟାଇବା ସହ ବାତ୍ୟାର ଗତି ମନ୍ଥର ହେବାରେ ଲାଗିଛି । ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୦ କି.ମି. ବେଗରେ କୂଳ ଆଡ଼କୁ…
ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ
ଭୁବନେଶ୍ୱର,୨୪।୧୦:-ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଲ୍ୟାଣ୍ଡଫଲ ବେଳେ ବାତ୍ୟାର ବେଗ ଅଧିକ ରହିବା ଅନୁମାନ…
ବାତ୍ୟା ‘ଦାନା’ ଆଉ ୧୮୦ କିମି ଦୂରରେ , ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ, ତାଳଚୁଆରେ ଲ୍ୟାଣ୍ଡ କରିପାରେ
ଭୁବନେଶ୍ୱର,୨୪।୧୦- ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି ଦୂରରେ ଥିବା ବେଳେ ଧାମରାଠାରୁ ୨୧୦ କିମି ଦୂରରେ ରହିଛି। ରାତିରେ ଲ୍ୟାଣ୍ଡଫଲ ହେବାକୁ…
ପଟ୍ଟାମୁଣ୍ଡାଇରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କଲେ ବିଧାୟକ
ପଟ୍ଟାମୁଣ୍ଡାଇ ୨୩/୧୦ -ସମ୍ଭାବ୍ୟ ବାତ୍ୟା “ଦାନା ଭିତରକନିକା ଠାରେ ଲ୍ୟାଣ୍ଡ ଫଲ କରିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରିବା ପରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ଆଶା ଆଶଙ୍କା ଓ ଭୟ ସୃଷ୍ଟି ହୋଇଛି । ପଟ୍ଟାମୁଣ୍ଡାଇ ତଳିଆ ଅଂଚଳରେ…
ଆଜି ରାତିରେ ତାଣ୍ଡବ କରିବ ବାତ୍ୟା ‘ଦାନା’ : ସ୍ଥଳ ଭାଗ ଛୁଇଁଲା ‘ଦାନା’ର ବାହ୍ୟ ବଳୟ ,ବାତ୍ୟା ପ୍ରଭାବରେ ଉପକୂଳରେ ବର୍ଷା ଆରମ୍ଭ
ଆଜି ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍ ଭିତରକନିକା-ଢାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ ପବନର ବେଗ ୧୦୦ ରୁ ୧୨୦ କିମି ରହିବ ଆଜିଠାରୁ ୪ ଜିଲ୍ଲାରେ ଅତିପ୍ରବଳ ବର୍ଷା ଆଶଙ୍କା କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ସମ୍ଭାବନା…
ବାତ୍ୟା ‘ଦାନା’ ପ୍ରଭାବିତଙ୍କୁ ସହାୟତା ପାଇଁ ହେଲ୍ପଲାଇନ ଜାରି କଲା ବିଜେଡି
ଭୁବନେଶ୍ୱର, ୨୩ା୧୦-ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବକୁ ନେଇ ଜନମାନସରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ ରାଜ୍ୟବାସୀଙ୍କୁ ଦୃଢ଼ ମନୋବଳ ନେଇ…
ଓଏଏସ କୃତକାର୍ଯ୍ୟ ଅବିନାଶଙ୍କୁ ମହାକାଳପଡ଼ା ବିକାଶ ମଞ୍ଚର ଅଭିନନ୍ଦନ
କେନ୍ଦ୍ରାପଡା ୨୩ା୧୦- ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ୧୧୦ କ୍ରମରେ ରହି ସଫଳତା ଅର୍ଜ୍ଜୁନ କରିଥିବା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଦଧିପୁର ଗ୍ରାମର ଅବିନାଶ ରାଉତରାୟଙ୍କୁ ମହାକାଳପଡ଼ା ବିକାଶ ମଞ୍ଚ ତରଫରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ଶିକ୍ଷକ ଅପୂର୍ବ କୁମାର ରାଉତଙ୍କ…
ଘଡିକେ ଘଡି ତାଜୁବ୍ କରୁଛି ବାତ୍ୟା ଦାନା ବଦଳିବ କି ଦିଗ!
Cyclone Alert: ଓଡ଼ିଶା ଆଡକୁ ମାଡି ଆସୁଥିବା ଭୀଷଣ ବାତ୍ୟା ଦାନା ଏବେ ସକ୍ରିୟ ହେଉଛି । ଆସନ୍ତାକାଲି ଅର୍ଥାତ୍ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…
ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତୟାର, ୧୦ ବାତ୍ୟା ଆଶ୍ରୟସ୍ଥଳୀ ଓ୨୫ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ
ପଟ୍ଟାମୁଣ୍ଡାଇ ତା ୨୧/୧୦-ରାଜ୍ୟ ସରକାରଙ୍କ ନିର୍ଦେଶରେ ସମ୍ଭାବ୍ୟ ବାତ୍ୟା “ଦାନା”କୁ ସଫଳତାର ସହ ମୁକାବିଲା କରିବା ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । ଅସୁରକ୍ଷିତ ଅବସ୍ଥାରେ ଥିବା ଲୋକ ମାନଙ୍କୁ ସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀରେ…
ବାତ୍ୟା ପ୍ରସ୍ତୁତି, ଉଦ୍ଧାର ଓ ରିଲିଫ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଧିକାରୀଙ୍କୁ ଜିଲ୍ଲା ଦାୟୀତ୍ୱ
କେନ୍ଦ୍ରାପଡ଼ା, ୨୨ା୧୦: ବାତ୍ୟା ‘ଦାନା’ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ଓ ପ୍ରସ୍ତୁତି, ଉଦ୍ଧାର ଏବଂ ରିଲିଫ ପ୍ରଦାନ ପ୍ରଭୃତି କାର୍ଯ୍ୟକୁ ତଦାରଖ କରିବା ପାଇଁ ପର୍ଯ୍ୟଟନ ବିଭାଗ ନିର୍ଦେଶକ ତଥା ପୂର୍ବତନ କେନ୍ଦ୍ରାପଡା ଜିଲ୍ଲାପାଳ…
ସମ୍ଭାବ୍ୟ ବାତ୍ୟା ନିମନ୍ତେ ଜିଲ୍ଲାପ୍ରଶାସନ ପ୍ରସ୍ତୁତ: ଜିଲ୍ଲାପାଳ
କେନ୍ଦ୍ରାପଡ଼ା,୨୨ା୧୦: ଆଇଏମ୍ଡିର ସତର୍କ ସୂଚନା ଅନୁଯାୟୀ ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳରେ ୨୪ ଓ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ଓ ବାତ୍ୟା ଜନିତ କ୍ଷୟକ୍ଷତି ଆଶଙ୍କା ସୃଷ୍ଟି କରିଛି। ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…
କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ପୂଜା ଓ ମେଲଣ ଉତ୍ସବ ପାଇଁ ଜରୁରୀ ବୈଠକ
କେନ୍ଦ୍ରାପଡ଼ା,୨୨ା୧୦: କେନ୍ଦ୍ରାପଡା ସହରରେ ଚଳିତ ବର୍ଷ ପାଇଁ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଓ ଭଷାଣୀ ଉତ୍ସବ ଶାନ୍ତି ଓ ଶୃଙ୍ଖଳାର ସହିତ ପାଳନ କରାଯିବା ନିମନ୍ତେ ସମସ୍ତ ମେଢ କମିଟିର ସଭାପତି, ସମ୍ପାଦକ ଓ ସରକାରୀ ପଦାଧିକାରୀମାନଙ୍କୁ ନେଇ ଏକ ଜରୁରୀକାଳୀନ…
ବିଜେଡି ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ ସ୍ଥଗିତ ପାଇଁ ବୈଠକ
କେନ୍ଦ୍ରାପଡା,୨୨/୧୦: ଆଜି ଗରାପୁରସ୍ଥିତ ବିଜେଡ଼ି କାର୍ଯ୍ୟାଳୟରେ କେନ୍ଦ୍ରପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୬ନଂ ଜୋନ୍ ଓ ୮ନଂ ଜୋନର ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ସମ୍ଭାବ୍ୟ…
ବାତ୍ୟା ଦାନା ବଙ୍ଗୋପସାଗରରେ ଶକ୍ତି ଜୁଟାଇ ଲଘୁଚାପ ହୋଇ ପଶ୍ଚିମ ଉତର ପଶ୍ଚିମ ଦିଗରେ ମାଡ଼ି ଆସୁଛି।
ଭୁବନେଶ୍ୱର: ବାତ୍ୟା ଦାନା ବଙ୍ଗୋପସାଗରରେ ଶକ୍ତି ଜୁଟାଇ ଲଘୁଚାପ ହୋଇ ପଶ୍ଚିମ ଉତର ପଶ୍ଚିମ ଦିଗରେ ମାଡ଼ି ଆସୁଛି। ୨୨ ସକାଳୁ ଅବପାତ, ସନ୍ଧ୍ୟାରେ ଗଭୀର ଅବପାତରେ ପରିଣତ ହେବ। ୨୩ ସକାଳୁ ବାତ୍ୟାର ରୂପ ନେବ ।ଏହା ପରେ, ୨୪…
ଗୁଣ୍ଠି ଗାଁ ପୁଅ ଚନ୍ଦନ ଦାସ ଓଏଏସ ପାଇଲେ
ପଟ୍ଟାମୁଣ୍ଡାଇ : ତା-୨୧/୧୦ପଟ୍ଟାମୁଣ୍ଡାଇ ବ୍ଲକର ସଂସାରଫଳ ପଞ୍ଚାୟତ ଗୁଣ୍ଠି ଗାଁର ଚନ୍ଦନ ଦାସ ସଦ୍ୟ ପ୍ରକାଶିତ ଓଡିଶା ପ୍ରଶାସନିକ ସେଵା ଫଳାଫଳ ତାଲିକାର ୪୫୫ନମ୍ବର ସ୍ଥାନ ହାସଲ କରି ନିଜ ଗ୍ରାମ ଗୁଣ୍ଠି ତଥା ଅଞ୍ଚଳ ପାଇଁ ଗୈାରବ ଆଣିଛନ୍ତି। ତାଙ୍କର…
ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନିକ ପ୍ରସ୍ତୁତି ଜୋରଦାର , ଅତ୍ୟାବଶ୍ୟକ ସାମଗ୍ରୀ କଳା ବଜାର ଉପରେ କଡା ନଜର
ପଟ୍ଟାମୁଣ୍ଡାଇ ୨୧/୧୦ -ରାଜ୍ୟ ସରକାରଙ୍କ ନିର୍ଦେଶରେ ସମ୍ଭାବ୍ୟ ବାତ୍ୟା “ଦାନା”କୁ ସଫଳତାର ସହ ମୁକାବିଲା କରିବା ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଏ ଦିଗରେ ଜିଲ୍ଲାର ସମସ୍ତ ବିଡ଼ିଓ ଓ ତହସିଲଦାରଙ୍କୁ ସଜାଗ…
ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ନିର୍ବାଚନ
ପଟ୍ଟାମୁଣ୍ଡାଇ ୨୧/୧୦ -ପଟ୍ଟାମୁଣ୍ଡାଇ ବ୍ଲକ ଓଷ୍ଟା ସଂଘ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ପତିତପାବନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ବିଜୟ ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ପୂର୍ବତନ ଜିଲ୍ଲା ଉପସଭାପତି ପଣ୍ଡିତ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର, ଉପଦେଷ୍ଟା…
ଡା. ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ନଭେମ୍ବର ୨ରେ
କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡା ଜିଲ୍ଲା ଚେସ ଆସୋସିଏସନ ଆନୁକୂଲ୍ୟରେ ଚତୁର୍ଥ ଡାକ୍ତର ବୈଷ୍ଣବ ପରିଡା ମେମୋରିଆଲ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆସନ୍ତା ନଭେମ୍ବରମାସ ୨ ଓ ୩ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେବ। ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ…
କେନ୍ଦ୍ରାପଡାରେ ୬୫ତମ ପୋଲିସ ସହିଦ ଦିବସ ପାଳିତ
କେନ୍ଦ୍ରାପଡ଼ା,୨୧ା୧୦ : କେନ୍ଦ୍ରାପଡାର ଜଝାଙ୍ଗସ୍ଥିତ ଜିଲ୍ଲା ପୋଲିସ ରିଜର୍ଭ ପଡିଆରେ ସୋମବାର ୬୫ତମ ପୋଲିସ ସହିଦ୍ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ସହିଦ୍ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ୧୯୫୯ମସିହା…
ଷଷ୍ଠ ଦିନରେ କେନ୍ଦ୍ରାପଡ଼ା ଗଜଲକ୍ଷ୍ମୀ ପୂଜା ମା’ଙ୍କ ଦର୍ଶନ ସହ ଠୁଙ୍କାପୁରୀ ମଜା ନେଲେ ଦର୍ଶକ
କେନ୍ଦ୍ରାପଡ଼ା,୨୧ା୧୦: କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜାର ସୋମବାର ଥିଲା ଷଷ୍ଠ ଦିବସ। ଆଗକୁ ବାତ୍ୟାର ସମ୍ଭାବନା ଥିବାରୁ ପ୍ରବଳ ଭିଡ଼ ହୋଇଥିଲା। ଦୁହୁରିଆ ପାଖରୁ ଭିଡ଼ ଆରମ୍ଭ ହୋଇ ଯାଇଥିଲା। ଦୁହରିଆ ବଜାର କମିଟି ପକ୍ଷରୁ ଗଜଲକ୍ଷ୍ମୀ ମୂର୍ତ୍ତି ହୋଇଛି। ଏହାକୁ…










